Category: ରାଜ୍ୟ

ସଂସଦ ଘଟଣାର ସତ ଲୋକଲୋଚନକୁ ଆସୁ :ବିଜେଡି

ଆଜି କିଛି ସମୟ ପୂର୍ବରୁ ପ୍ରତାପ ଷଡ଼ଙ୍ଗୀଙ୍କୁ ଠେଲାପେଲା ଘଟଣାକୁ ନିନ୍ଦା କରି ବିଜେଡି ସାଂସଦ ଦେବାଶିଷ ସାମନ୍ତରାୟ କହିଥିଲେ : ଡାକ୍ତରଖାନାରେ ପ୍ରତାପ ଷଢଙ୍ଗୀଙ୍କୁ ରାହୁଲ ଗାନ୍ଧୀ ଭେଟିବା ଉଚିତ । ଏଭଳି ବ୍ୟବହାରକୁ ନିନ୍ଦନୀୟ କହିଥିବାବେଳେ କିଛି ସମୟ…

ଚମ୍ପୁଆ ମହତାବ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି 

ଶିକ୍ଷା ପରିବେଶକୁ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି ବୋଲି କେନ୍ଦୁଝର ଜିଲ୍ଲା ଚମ୍ପୁଆ ମହତାବ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦବୋଧନ ଦେଇ କହିଛନ୍ତି । ମୁଖ୍ୟମନ୍ତ୍ରୀ ନିଜ…

ଡାକ୍ତରଖାନାରେ ପ୍ରତାପଙ୍କୁ ଭେଟନ୍ତୁ ରାହୁଲ: ବିଜେଡି

ସଂସଦରେ ପ୍ରତାପ ଷଡ଼ଙ୍ଗୀଙ୍କୁ ଠେଲାପେଲା ଘଟଣାକୁ ନିନ୍ଦା କଲେ ବିଜେଡି ସାଂସଦ ଦେବାଶିଷ ସାମନ୍ତରାୟ । ସେ କହିଛନ୍ତି ଏଭଳି ବ୍ୟବହାରକୁ ନିନ୍ଦନୀୟ । ଡାକ୍ତରଖାନାରେ ପ୍ରତାପଙ୍କୁ ଭେଟନ୍ତୁ ରାହୁଲ । ଅନ୍ୟପଟେ ମାଷ୍ଟରକ୍ୟାଣ୍ଟିନ ଛକଠାରେ ନିଆଁ ଜାଳି ବିକ୍ଷୋଭ ପ୍ରଦର୍ଶନ…

ସଂସଦରେ କଂଗ୍ରେସ ଓ ବିଜେପି ମଧ୍ୟରେ ଠେଲାପେଲା ଘଟଣା; ରାଜଧାନୀରେ ବିଜେପି ଯୁବମୋର୍ଚ୍ଚାର ପ୍ରତିବାଦ

ସଂସଦ ପରିସରରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଧକ୍କାରେ ପ୍ରତାପ ଷଡଙ୍ଗୀ ପଡ଼ି ଆଘାତ ହେବା ଘଟଣାରେ ଏବେ ଚାରିଆଡ଼େ ରାଜନୈତିକ ଚର୍ଚ୍ଚା ପାଲଟିଛି। ବିଭିନ୍ନ ମହଲରେ ଏହି ଘଟଣାକୁ ନିନ୍ଦା କରାଯିବା ସହିତ ରାହୁଲଙ୍କୁ ବିରୋଧ କରି ଥାନାରେ…

ନୂଆ ବର୍ଷରୁ ଲାଗୁ ହେବ ନୂଆ ଦର୍ଶନ ବ୍ୟବସ୍ଥା

ନୂଆ ବର୍ଷରୁ ନାଟମଣ୍ଡପରେ ନୂଆ ଦର୍ଶନ ବ୍ୟବସ୍ଥା ହେବ । ଏ ନେଇ ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ସୂଚନା ଦେଇ କହିଛନ୍ତି ସ୍ୱତନ୍ତ୍ର ବାରିକେଡ୍ ଯୋଗେ ନୂଆବର୍ଷରୁ ଶ୍ରୀଜୀଉଙ୍କ ଦର୍ଶନ କରିବେ ଶ୍ରଦ୍ଧାଳୁ । ଏ ନେଇ…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ରମନ୍ତ୍ରୀ ଅମିତ ଶାହ

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ । ୨୮, ୨୯, ୩୦ ଭିତରୁ ଦୁଇ ଦିନ ଓଡ଼ିଶା ଗସ୍ତରେ ଆସିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ କହିଛନ୍ତି ଦୁଇ ଦିନ…

ରାଜ୍ୟସଭା ସାଂସଦଙ୍କ ଶପଥ ଭରିପାରୁ ନାହିଁ ଉତ୍ସାହ; ରାଜନୀତିର ଚଉମୁହାଁଣିରେ ବିଜଦ

ରାଜନୀତିର ଦୋଛକିରେ ନୁହେଁ ଚଲମୁହାଁଣିରେ ପଢ଼ିଛି ବିଜୁ ଜନତା ଦଳ। ପ୍ରଥମ ଆଶଙ୍କା ହେଲା, ନବୀନଙ୍କ ପରେ ଦଳ ସମ୍ଭାଳିବ କିଏ ? ଦ୍ଵିତୀୟ ଆଶଙ୍କାଟି ହେଲା, ବ୍ଲକସ୍ତର ସଂଗଠନକୁ ନେଇ । ଭାଜପା ଗୋଟିଏ ପରେ ଗୋଟିଏ ବ୍ଲକ୍‌ରେ ବିଜଦକୁ…

ସଂସଦରେ ହଙ୍ଗାମା: ଧକ୍କା ରେ ପ୍ରତାପ ଷଡ଼ଙ୍ଗୀ ଆହତ; ରାହୁଳ ଗାନ୍ଧୀଙ୍କ ଉପରେ ଆରୋପ

ଆଜି ସଂସଦରେ କାର୍ଯ୍ୟକାଳ ଆରମ୍ଭ ହେବା ପୁର୍ବରୁ ସଂସଦ ପରିସରରେ ଦେଖା ଦେଇଛି ବିଜେପି ଏବଂ ବିରୋଧୀ ଦଳ ମଧ୍ୟରେ ଠେଲା ପେଲା । ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ସଂସଦ ସିଡ଼ିରୁ ପଡ଼ି ଆହତ ହୋଇଥିବା ସୂଚନା ମିଳିଛି ।…

ମନୋଜଙ୍କ ସିଏମଓ ପ୍ରବେଶରେ ବାଧକ ସାଜୁଥିଲା କିଏ ?

ମଙ୍ଗଳବାର ଦି’ଟା ଜବରଦସ୍ତ ନିଷ୍ପତି ନେଇଚନ୍ତି ମୋହନ ବାବୁ । ବରିଷ୍ଠ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀ ସିବିଆଇ ଜେରାରେ ପଡିବା ପରେ ସମସ୍ତେ ଆଙ୍ଗୁଳି ଦେଖାଉଥିଲେ ସିଏମଙ୍କ ଆଡକୁ । କାହିଁକି କଠୋର ନିଷ୍ପତି ନେଉନାହାଁନ୍ତି ମୋହନ ? ହେଲେ…

ଜେପିସିରେ ସମ୍ବିତ, ଭର୍ତ୍ତୃହରି

ଏକ ଦେଶ-ଏକ ନିର୍ବାଚନ ବିଧେୟକ ଲୋକସଭାରେ ପାରିତ ପରେ ସରକାର ଏହାକୁ ଜେପିସି ( ଯୁଗ୍ମ ସଂସଦୀୟ କମିଟି)କୁ ପଠାଇଛନ୍ତି। ଏହି କମିଟି ବିଲ୍‌ – ଉପରେ ଆଲୋଚନା ସହ ରିପୋର୍ଟ ସରକାରଙ୍କୁ ପ୍ରଦାନ କରିବେ। ଜେପିସିରେ ଥିବା ସଦସ୍ୟ ଏବଂ…