Category: ରାଜ୍ୟ

ସନ୍ତୋଷଙ୍କ ସହ ମନ୍ତ୍ରଣା ପାଇଁ ମନମୋହନ ଗଲେ ଦିଲ୍ଲୀ

ସୋମବାର ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଗଲେ ରାଜଭବନ । ରାଜ୍ୟପାଳ ହରିବାବୁ କମ୍ଭମ୍‌ପାଟିଙ୍କ ସହ ବେଶ୍ କିଛି ସମୟ ଆଲୋଚନା କଲେ । ଚର୍ଚ୍ଚା ଜୋର ଧରିଲା । ମଙ୍ଗଳବାର ସକାଳେ ସଭାପତି ମନମୋହନ ସାମଲ ଏବଂ ସଂଗଠନ ସମ୍ପାଦକ ମାନସ…

ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିବା ବଳଙ୍ଗାର ପୀଡ଼ିତାଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଭେଟିଛନ୍ତି । ପରିଡ଼ା ପୀଡ଼ିତାଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପରିବାର ଲୋକଙ୍କ ସହିତ କଥାବାର୍ତ୍ତା ହୋଇଛନ୍ତି । ରାଜ୍ୟ ସରକାର ସମସ୍ତ ସହଯୋଗ ଯୋଗାଇ ଦେବେ ବୋଲି ପରିବାର…

ବିଭିନ୍ନ ପ୍ରକଳ୍ପ ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘଟଗାଁ ମା’ ତାରିଣୀ ପୀଠ, ଯାଜପୁର ମା’ ବିରଜା ମନ୍ଦିର ପରିକ୍ରମା ପ୍ରକଳ୍ପ ଏବଂ ଏକାମ୍ର କ୍ଷେତ୍ର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରୁ ଜଣାଯାଇଛି ଯେ, ଘଟଗାଁ…

ଭିଜିଲାନ୍ସ ଜାଲରେ ବିଏମସି କାର୍ଯ୍ୟନିର୍ବାହୀ ଯନ୍ତ୍ରୀ; ଜବତ ହେଲା ୩ ପ୍ଲଟ ସହ ଫାର୍ମହାଉସ୍

ଭିଜିଲାନ୍ସ ଜାଲରେ ବିଏମସି କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ବିଏମସି ଅଫିସ୍‌ ସମେତ ଭୁବନେଶ୍ବର ଘରେ ଚଢାଉ ଜାରି ରହିଛି। ଭୁବନେଶ୍ବର, ଖୋର୍ଦ୍ଧା ଓ…

ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କଲେ ରାଜ୍ୟପାଳ

ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମ୍‌ପତି । ଏନେଇ ଆଡଭୋକେଟ୍ ଜେନେରାଲ୍ ପୀତାମ୍ବର ଆଚାର୍ଯ୍ୟ ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କରିଛନ୍ତି । ଆଗକୁ ନୂଆ କୁଳପତି ନିଯୁକ୍ତି ନେଇ ନୂଆ ଅଧ୍ୟାଦେଶ ଅଣାଯିବ ।…

ବଳଙ୍ଗାରେ ଛାତ୍ରୀଙ୍କୁ ପୋଡ଼ିଦେବା ଘଟଣାରେ ୩ ଅଟକ

ପୁରୀ ଜିଲ୍ଲା, ନିମାପଡ଼ା ବଳଙ୍ଗାରେ ନାବାଳିକା ଛାତ୍ରୀଙ୍କୁ ଜିଅନ୍ତା ଜାଳିଦେବା ଘଟଣାରେ ଆଜି ପୋଲିସ ତିନି ଜଣଙ୍କୁ ଉଠାଇ ନେଇଛି । ବଳଙ୍ଗା ପୋଲିସ ସହିତ ସ୍ପେଶାଲ ଟିମ ସେମାନଙ୍କୁ ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା କରୁଛି । ଅଟକ ଥିବା…

ରାଜ୍ୟର ୨୩ ଜିଲ୍ଲାରେ ପ୍ରତିଷ୍ଠା ହେବ ୫୬ ନୂଆ କୋର୍ଟ  

ରାଜ୍ୟର ୨୩ଟି ଜିଲ୍ଲାରେ ୫୬ଟି ନୂତନ ଅଦାଲତ ପ୍ରତିଷ୍ଠା ପାଇଁ ମିଳିଲା ଅନୁମୋଦନ । ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଏବଂ ଭଦ୍ରକ ବାସୁଦେବପୁରେ ଗୋଟିଏ ଲେଖାଏଁ ଅତିରିକ୍ତ ଜିଲ୍ଲା ଦୌରା ଜର୍ଜ ସ୍ଥାପନ କରାଯିବ । ଏହା ସହ ମୟୂରଭଞ୍ଜରେ ସର୍ବାଧିକ…

କଟକରେ ଅଧାରୁ ଅଧିକ କଲେଜ କର୍ମଚାରୀଙ୍କ ଦରମା ବନ୍ଦ

କଟକ ଜିଲ୍ଲାର ଅଧାରୁ ଅଧିକ କଲେଜରେ କର୍ମଚାରୀଙ୍କ ଦରମା ବନ୍ଦ କରିବା ନିର୍ଦ୍ଦେଶ । ଆଭ୍ୟନ୍ତରୀଣ ଅଭିଯୋଗ କମିଟି ରିପୋର୍ଟ ଦାଖଲ କରି ନଥିବାରୁ ଉଚ୍ଚ ଶିକ୍ଷା ବିଭାଗ ଏହି ଭଳି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି । ଏହାସହ ଆସନ୍ତା…

ରାଜ୍ୟରେ ପ୍ରତିଷ୍ଠା ହେବ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ୍ ସିକ୍ୟୁରିଟି ଫୋର୍ସର ଆଉ ୨ଟି ନୂଆ ବାଟାଲିୟନ୍

ରାଜ୍ୟରେ ପ୍ରତିଷ୍ଠା ହେବ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ୍ ସିକ୍ୟୁରିଟି ଫୋର୍ସ (OISF)ର ୨ଟି ନୂଆ ବାଟାଲିୟନ୍ । ତୃତୀୟ ଓ ଚତୁର୍ଥ ବାଟାଲିୟନ ନାମରେ ଏହା ନାମିତ ହେବ । ଏହି ଦୁଇଟି ନୂତନ ବାଟାଲିଅନ ପାଇଁ ସମୁଦାୟ ୨୦୮୦ ଟି ପଦବୀ…

ରାଜଧାନୀରେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ

ଗତକିଛି ଦିନ ହେବ ବିଭିନ୍ନ ଜିଲ୍ଲାରେ ଦୁଷ୍କର୍ମ ବା ଗଣଦୁଷ୍କର୍ମର ଘଟଣା ସାମ୍ନାକୁ ଆସିଛି । ଯାହା ସମସ୍ତଙ୍କ ମଧ୍ୟରେ ଆତଙ୍କ ଖେଲାଇସାରିଲାଣି । ଏହାରି ମଧ୍ୟରେ ପୁଣି ଯୁବତୀଙ୍କୁ ଅସଦାଚରଣ ଘଟଣା ଦେଖିବାକୁ ମିଳିଛି । ରାଜଧାନୀ ଭୁବନେଶ୍ୱରରେ ଜଣେ…