ତାଜା ଖବର ରାଜ୍ୟ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ June 5, 2025 Papirani ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଜେପି ସରକାରକୁ ବର୍ଷେ ପୁରିଥିବାରୁ ସରକାର ଏହାକୁ ଧୁମଧାମରେ ପାଳନ କରିବାକୁ ଯାଉଛନ୍ତି । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ସାମିଲ ହେବା ପାଇଁ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ। ଜୁନ୍ ୧୧ କିମ୍ବା…
ତାଜା ଖବର ରାଜ୍ୟ ବିଶିଷ୍ଟ ପରିବେଶବିତ୍ ମେଧା ପାଟେକରଙ୍କୁ ଅଟକ ରଖିଲା ପୋଲିସ୍ June 5, 2025 Papirani ରାୟଗଡ଼ା ବିଶିଷ୍ଟ ପରିବେଶବିତ୍ ମେଧା ପାଟେକର ଅଟକ ।ବିଶ୍ଵ ପରିବେଶ ଦିବସରେ ପ୍ରାକୃତିକ ସମ୍ପଦ ସମାବେଶରେ ଯୋଗଦେବାକୁ ଯାଉଥିବା ବେଳେ ରାୟଗଡା ରେଳ ଷ୍ଟେସନରୁ ପୁଲିସ ଉଠାଇ ନେଇଥିବା ସୂଚନା ମିଳିଛି। କାଶୀପୁରରେ ଆୟୋଜିତ ସମାବେଶରେ ଯୋଗ ଦେଇଥାନ୍ତେ ମେଧା ପାଟେକର।…
ତାଜା ଖବର ରାଜ୍ୟ ଶିକ୍ଷକଙ୍କ ବଦଳି କ୍ଷମତା ପ୍ରତ୍ୟାହାର ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଗଣେଶ୍ବର ବେହେରା June 5, 2025 Papirani ଶିକ୍ଷକଙ୍କ ବଦଳି କ୍ଷମତା ପ୍ରତ୍ୟାହାର ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ବର ବେହେର। ସେ ଲେଖିଛନ୍ତି ବିଧାୟକମାନେ ନିଜ ଜିଲ୍ଲା ଭିତରେ ପ୍ରତିବର୍ଷ ୧୫ଜଣ ଶିକ୍ଷକ କିମ୍ବା ଶିକ୍ଷୟିତ୍ରୀଙ୍କ ବଦଳି ପାଇଁ ସୁପାରିସ କରିପାରିବେ। ରାଜ୍ୟ ସରକାରଙ୍କ…
ରାଜ୍ୟ ରାଜ୍ୟରେ ୧୩ ବିଶ୍ୱବିଦ୍ୟାଳୟରେ କୁଳପତି ପଦ ପାଇଁ ଦରଖାସ୍ତ ଆହ୍ୱାନ June 4, 2025 Nirvay ରାଜ୍ୟରେ ୧୩ ବିଶ୍ୱବିଦ୍ୟାଳୟରେ କୁଳପତି ପଦ ପାଇଁ ଦରଖାସ୍ତ ଆହ୍ୱାନ ହୋଇଛି । ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଯେ କୌଣସି ବିଶ୍ୱବିଦ୍ୟାଳୟରେ ପ୍ରଫେସର ଭାବେ ୧୦ ବର୍ଷର ଅଭିଜ୍ଞତା ଥିବ କିମ୍ବା ସମକକ୍ଷ…
ରାଜ୍ୟ ଢେଙ୍କାନାଳରେ ପ୍ରାୟ ୫୦ ହଜାର କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ June 4, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଢେଙ୍କାନାଳ ଠାରେ ପ୍ରାୟ ୫୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ବିଭିନ୍ନ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ, ପ୍ରାୟ ୧୮୮ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ…
ତାଜା ଖବର ରାଜ୍ୟ ଭିଜିଲାନ୍ସ ଜାଲରେ ବ୍ରହ୍ମପୁରର ମହିଳା ଥାନା ଏଏସଆଇ ବବିତା ସୁନା June 4, 2025 Papirani ଲାଞ୍ଚ ନେଇ ଧରା ପଡିଲେ ବ୍ରହ୍ମପୁରର ମହିଳା ଥାନା ଏଏସଆଇ ବବିତା ସୁନା। ଏକ ମାମଲାର ରଫାଦଫା ପାଇଁ ୧୦ହଜାର ତାଙ୍କ ଲାଞ୍ଚ ନେଉଥିବା ସମୟରେ ଧରିଥିଲା ଭିଜିଲାନ୍ସ। ବବିତା ସୁନାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରିବା ସହ ନିଜ ହେପାଜତକୁ…
ତାଜା ଖବର ରାଜ୍ୟ ଭୁଲ ଇଞ୍ଜେକସନରୁ ରୋଗୀଙ୍କ ମୃତ୍ୟୁ ଘଟଣା; ଡିଏମଇଟି ଗଠନ କଲେ ପାଞ୍ଚ ଜଣିଆ ଟିମ୍ June 4, 2025 Papirani କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ନର୍ସଙ୍କ ଭୁଲ୍ ଇଞ୍ଜେକସନ୍ ଯୋଗୁଁ ରୋଗୀଙ୍କ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ଗଠନ ହେଲା ପାଞ୍ଚ ଜଣିଆ ଟିମ । ଡିଏମଇଟି ଗଠନ କଲେ ପାଞ୍ଚ ଜଣିଆ ଟିମ ।…
ତାଜା ଖବର ରାଜନୀତି ରାଜ୍ୟ ଭୁଲ ଇଞ୍ଜେକସନରେ ୬ ଜଣଙ୍କ ମୃତ୍ୟୁ ଘଟଣା; ମୃତକ ପରିବାରକୁ ୨୫ ଲକ୍ଷ ଟଙ୍କା ଦେବାକୁ ଦାବି କଲା କଂଗ୍ରେସ June 4, 2025 Papirani କୋରାପୁଟ ଜିଲ୍ଲାର ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ୍ କଲେଜ ଓ ହସ୍ପିଟାଲରେ ନର୍ସଙ୍କ ଭୁଲ୍ ଇଞ୍ଜେକସନ୍ ଯୋଗୁଁ ୬ ଜଣଙ୍କ ମୃତ୍ୟୁ ଘଟଣାରେ ସରକାରଙ୍କୁ ଟାର୍ଗେଟ କରିଛି କଂଗ୍ରେସ। କଂଗ୍ରେସ କହିଛି ସରକାର ହତ୍ୟା କରିଛନ୍ତି। ଏଥିପାଇଁ ସରକାର ଦାୟୀ। ତେଣୁ…
ତାଜା ଖବର ରାଜ୍ୟ ଆସନ୍ତା ୬ ତାରିଖରେ ପୂରଣ ହେବ ୮୨୬ ପିଜିଟି ଶିକ୍ଷକ ପଦବୀ June 4, 2025 Papirani ଆସନ୍ତା ୬ ତାରିଖରେ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ । ପ୍ରଦାନ କରିବେ ୮୨୬ ପିଜିଟି ଶିକ୍ଷକଙ୍କୁ ନିଯୁକ୍ତି ପତ୍ର । ଏ ନେଇ ଆଜି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି…
ତାଜା ଖବର ରାଜ୍ୟ ଆଇସ୍ ପ୍ଲାଣ୍ଟରେ ଆମୋନିଆ ଗ୍ୟାସ୍ ଲିକ୍; ୪ ଅସୁସ୍ଥ June 4, 2025 Papirani ଜଗତସିଂହପୁର ଜିଲା ପାରାଦ୍ୱୀପ ଲକ୍ ଥାନା ପାରଦ୍ୱୀପଗଡ ପ୍ଲାଣ୍ଟରେ ଅଘଟଣ । ଆମୋନିଆ ଗ୍ୟାସ ଲିକ୍ ହୋଇ ୪ ଅସୁସ୍ଥ । ପାରାଦ୍ବୀପ ଗଡ଼ ଇଣ୍ଡଷ୍ଟ୍ରିଆଲ ଏରିଆରେ ଘଟିଛି ଘଟଣା । ଆଇସ୍ ଫ୍ୟାକ୍ଟ୍ରି ରୁ ଆମୋନିଆ ଗ୍ୟାସ ଲିକ୍ ହୋଇ…