Category: ରାଜ୍ୟ

ଦିନେ ଦୁଇ ଦିନ ଭିତରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

ଦିନେ ଦୁଇ ଦିନ ଭିତରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ଏ ନେଇ ଆଜି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସେ କହିଛନ୍ତି ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ…

ଭରତପୁର ଥାନାରେ ନିର୍ଯାତନା ମାମଲା: ୪ ପୋଲିସଙ୍କ ଉପରୁ ହଟିଲା ନିଲମ୍ବନ

ଭରତପୁର ଥାନାରେ ମେଜର ଓ ବାନ୍ଧବୀ-ପୋଲିସ ବିବାଦ ଘଟଣାରେ ନିଲମ୍ବନ ହୋଇଥିବା ୪ ପୋଲିସ କର୍ମଚାରୀଙ୍କ ଉପରୁ ହଟିଲା ନିଲମ୍ବନ ଆଦେଶ । ଏସଆଇ ଓ ୨ ମହିଳା ASIଙ୍କ ସହ କନଷ୍ଟେବଳଙ୍କ ଉପରୁ ହତାଯାଇଛି ନିଲମ୍ବନ । ଏସଆଇ ଵୈଶାଳିନୀ…

ଓଡ଼ିଶାରେ ଶିଳ୍ପ ବାତାବରଣ ନାହିଁ: ତାରା ରଞ୍ଜନ

ଓଡ଼ିଶାରେ ଶିଳ୍ପର ବିକାଶ ଏବଂ ନିବେଶକଙ୍କୁ ଆକୃଷ୍ଟ କଲାଭଳି ପଦକ୍ଷେପ ନିଆଯାଉଥିବା କଥା ପୂର୍ବ ବିଜୁ ଜନତା ଦଳ ସରକାର କହିଆସୁଥିଲା ବେଳେ ଏହା ଏକପ୍ରକାର ପ୍ରଚାର ସଦୃଶ ରହିଥିଲା । ୨୪ ବର୍ଷର ସରକାର ପରେ ଏବେ ରାଜ୍ୟରେ ଭାଜପା…

ଆଜି ୧୭ ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ପାଇଁ ଜାରି ହେଲା ୱାର୍ଣ୍ଣିଂ

ରାଜ୍ୟରେ ଜାରିରହିଛି କାଳବୈଶାଖୀ ପ୍ରଭାବ । ଆସନ୍ତା ୨୩ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବ ଦେଖାଯିବ ନେଇ ଅନୁମାନ କରାଯାଇଛି । ଏହାର ପ୍ରଭାବରେ ଅନେକ ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ସେହିପରି ଆଜି ୧୭ ଜିଲ୍ଲାରେ…

ଜଳଖିଆରେ ‘ପାଳୁଅ ଲଡୁ’କୁ ସାମିଲ କରିବାକୁ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ନିବେଦନ

ଜଳଖିଆରେ ପାଳୁଅ ଲଡ଼ୁକୁ ସାମିଲ କରିବାକୁ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି । ସରକାରୀ କାର୍ଯ୍ୟକ୍ରମରେ ଜଳଖିଆରେ ‘ପାଳୁଅ ଲଡୁ’ ସାମିଲ କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସରକାରୀ ବିଭାଗକୁ ଜିଲ୍ଲାପାଳଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି…

ସମାଜ କଲ୍ୟାଣ ବୋର୍ଡର ଗଠନ ଓ କାର୍ଯ୍ୟକଳାପର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ଆଜି ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଅଧ୍ୟକ୍ଷତାରେ ସମାଜ କଲ୍ୟାଣ ବୋର୍ଡର ଗଠନ ଓ କାର୍ଯ୍ୟପ୍ରଣାଳୀ ସମ୍ବନ୍ଧରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ସମାଜ କଲ୍ୟାଣ ବୋର୍ଡ ତୃଣମୂଳ ସ୍ତରରେ…

କଟକଣା ସତ୍ତ୍ବେ ଶ୍ରୀଲିଙ୍ଗରାଜ ମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍

ରାଜଧାନୀରେ ପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌ । ଅପରାହ୍ନ ୫ଟା ୧୫ରୁ ୫ଟା ୩୦ ପର୍ଯ୍ୟନ୍ତ ଡ୍ରୋନ୍ ମନ୍ଦିର ଉପରେ ଉଡ଼ୁଥ‌ିବା ଦେଖୁବାକୁ ମିଳିଛି । ଡ୍ରୋନ୍‌ ଉଡ଼ିବା ନେଇ ଡିଜିପିଙ୍କ କଟକଣା ସତ୍ତ୍ବେ ଉଡ଼ିଲା ଡ୍ରୋନ। ଏ…

ଓଡ଼ିଆ ଚଳଚ୍ଚିତ୍ର ଜଗତର ବିକାଶ ନିମନ୍ତେ ସଂସ୍କୃତି ବିଭାଗର ବୈଠକ

ଓଡ଼ିଆ ଚଳଚ୍ଚିତ୍ର ଜଗତର ସର୍ବାଙ୍ଗୀନ ବିକାଶ, ଓଡ଼ିଆ ଚଳଚ୍ଚିତ୍ରର ବହୁଳ ପ୍ରଚାର ଓ ପ୍ରସାର, ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଏବଂ ଚଳଚ୍ଚିତ୍ର ଜଗତ ସହିତ ସଂଶ୍ଳିଷ୍ଟ ବିଭିନ୍ନ ପ୍ରସଙ୍ଗକୁ ନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ…

ନୂତନ ପ୍ରକୋଷ୍ଠରେ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ଯମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ ୨ ସ୍ଥିତ ନୂତନ ଅଭିଯୋଗ ପ୍ରକୋଷ୍ଠରେ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି । ପଞ୍ଜିକରଣ କରିଛନ୍ତି ଏକ ହଜାରରୁ ଅଧିକ ଲୋକ । ଅଭିଯୋଗ ଶୁଣାଣି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ଉପସ୍ଥିତ ରହିଥିଲେ ୬…

ଓଡ଼ିଶାରେ ରହିବେ ନାହିଁ ଅଣ ନାଗରିକ: ପୃଥ୍ୱୀରାଜ ହରିଚନ୍ଦନ

ବାଂଲାଦେଶୀଙ୍କୁ ହଟାଇବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ବିଭିନ୍ନ ଜିଲ୍ଲାରେ ଥିବା ବାଂଲାଦେଶୀ ନାଗରିକଙ୍କୁ ଚିହ୍ନଟ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି । ଯାହାକୁ ନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି ସାରା…