Category: ରାଜ୍ୟ

ଓଡ଼ିଶା ଚାଷୀ ପାଇବେ ୮୦୦ ଟଙ୍କା ବୋନସ୍

ଚାଷୀଙ୍କ ହିତରେ ରାଜ୍ୟ ସରକାର। କଥା ଦେଇ କଥା ରଖିଲେ ମୋହନ ସରକାର । ଚାଷୀଙ୍କୁ ଧାନ କୁଇଣ୍ଟାଲ ପିଛା ୩୧୦୦ ଟଙ୍କା ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ବରଗଡ଼ର ସୋହେଲାଠାରେ ଧାନର ଇନ୍‌ପୁଟ ସହାୟତା ରାଶି ବଣ୍ଟନର…

ପ୍ରୟାଗ ରାଜ ମହାକୁମ୍ଭକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ନିମନ୍ତ୍ରଣ

ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଆସନ୍ତା ବର୍ଷ ପ୍ରୟାଗରାଜରେ ଅନୁଷ୍ଠିତ ହେଉଥିବା ମହା କୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ ଦେଇଛନ୍ତି। ଆଜି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଉତ୍ତର ପ୍ରଦେଶର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଅନୀଲ…

ରାଜଧାନୀ ରାଜରାସ୍ତାରେ ସିବିଆଇ ରେଡ; ଦାମୀ କାର ରୁ ବିପୁଳ ଟଙ୍କା ଜବତ

ଭୁବନେଶ୍ୱରର ମେ ଫେୟାର ହୋଟେଲ ନିକଟରୁ ସିବିଆଇ ରେଡ ସମୟରେ ଏକ ଦାମୀ ଗାଡ଼ିରୁ ବାହାରିଛି ନଗଦ ଏକ କୋଟିରୁ ଅଧିକ ଟଙ୍କା । ଗାଡି ନମ୍ବର OD-05-BV-9999 ରୁ ଜବତ ହୋଇଛି ଏହି ଟଙ୍କା। ବର୍ତମାନ ଏତେ ଟଙ୍କା କୋଉଠୁ…

କଟକ ରେଳ ଷ୍ଟେସନର ୨ୟ ପ୍ରବେଶ ଦ୍ୱାରକୁ ଉଦ୍ଘାଟନ କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ରେଳବାଇ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ସନ୍ଧ୍ୟାରେ କଟକ ରେଳ ଷ୍ଟେସନର ୨ୟ ପ୍ରବେଶ ଦ୍ୱାରକୁ ଉଦ୍ଘାଟନ କରି ଅମୃତ ଷ୍ଟେସନ୍ ଯୋଜନା ଅନ୍ତର୍ଗତ ଷ୍ଟେସନର ପୁନର୍ବିକାଶରେ ଏକ…

ରାଜ୍ୟରେ ଅଭାବ ଅଛନ୍ତି ଡାକ୍ତର ଓ ନର୍ସ ଷ୍ଟାଫ୍‌

ରାଜ୍ୟରେ ଅଭାବ ଡାକ୍ତର, ନର୍ସ, ପାରା ମେଡିକାଲ୍‌ ଷ୍ଟାଫ୍‌ । ତେଣୁ ରାଜ୍ୟରେ ସ୍ବାସ୍ଥ୍ୟ ବ୍ୟବସ୍ଥା ବିପର୍ଯ୍ୟସ୍ତ ଅବସ୍ଥା ହୋଇପଡିଛି। ରାଜ୍ୟର ଦୁର୍ବଳ ସ୍ବାସ୍ଥ୍ୟ ଭିତ୍ତିଭୂମି ନେଇ ସିଏଜି ରିପୋର୍ଟରେ ଉଲ୍ଲେଖ ହୋଇଛି WHO ନିୟମ ଅନୁସାରେ ପ୍ରତି ହଜାରେ ଲୋକଙ୍କ…

ଛତୁଆ ଅପ୍ରମିଶ୍ରଣ ମାମଲାରେ ୬୩ ଜଣଙ୍କୁ ଦିଆଯାଇଛି ଏସଡ଼ିପିଓ ଓ ସୁପରଭାଇଜରଙ୍କୁ ଦିଆଯାଇଛି ନୋଟିସ୍

ଆଜି ଗୃହରେ ଛତୁଆ ଅପ୍ରମିଶ୍ରଣ ପ୍ରସଙ୍ଗକୁ ନେଇ । ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା କହିଛନ୍ତି ଏସଏସଜି ଗ୍ରୁପ୍ ଅପମିଶ୍ରିତ ଛତୁଆ ଦେଉଛନ୍ତି । ସମ୍ପୃକ୍ତ ଗ୍ରୁପ୍ ଗୁଡ଼ିକ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ୧୨୫ଟି ଏସଏସଜି ଗ୍ରୁପ ଅପମିଶ୍ରୀତ…

ମୋ ବସ୍ : ଘୋଡ଼ା ୬ ଟଙ୍କାକୁ ଦାନା ୯ ଟଙ୍କା

୨୦୧୯ ନିର୍ବାଚନ ପୂର୍ବରୁ ୨୦୧୮ ନଭେମ୍ବର ୬ ତାରିଖରେ ନବୀନ ସରକାର ଆରମ୍ଭ କରିଥିଲେ ମୋ ବସ୍ ଚଳାଚଳର ଶୁଭାରମ୍ଭ। ଭୁବନେଶ୍ବର, କଟକ, ପୁରୀ, ରାଉରକେଲା, ସମ୍ବଲପୁର ଏବଂ ବ୍ରହ୍ମପୁରରେ ପାଖାପାଖୁ ୪୦୦ ବସ୍ ଏହି ଜନ ପରିବହନ ବ୍ୟବସ୍ଥାରେ ସାମିଲ…

ବାଙ୍ଗିରୀପୋଷୀରେ ରେଳ ପ୍ରକଳ୍ପ ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଭିଭାଷଣ

ବାଙ୍ଗରିପୋଷୀ ରେଳଷ୍ଟେସନ ଆୟୋଜିର କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ମୟୁରଭଞ୍ଜର କଳା ସଂସ୍କୃତି ଅତି ମହାନ ଏବଂ ଅନନ୍ୟ। ସର୍ବ ପ୍ରଥମେ ମୁଁ ସାନ୍ତାଳୀ ଭାଷାର ଜନକ ଗୁରୁ ଗମ୍‌କେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତି ଏହି…

ଶ୍ରମିକଙ୍କ ତ୍ୟାଗ ଓ ପରିଶ୍ରମ ଦେଶକୁ ସମୃଦ୍ଧ କରିଥାଏ: ନବୀନ ପଟ୍ଟନାୟକ

ଆଜି ଭୁବନେଶ୍ୱରରେ ଆୟୋଜିତ ବିଜୁ ଶ୍ରମିକ ସାମୁଖ୍ଯର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେଇ ବିଜୁ ଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଯୋଗ ଦେଇ କହିଛନ୍ତି ବିଜୁ ଜନତା ଦଳ ଶ୍ରମିକ ସାମୁଖ୍ୟ ସଭାରେ ଯୋଗ ଦେଇ ମୁଁ ବହୁତ…

ରାଜ୍ୟରେ ବଢୁଛି ମଦ ବିକ୍ରି: ପୃଥ୍ବୀରାଜ ହରିଚନ୍ଦନ

ବର୍ଷକୁ ବର୍ଷ ରାଜ୍ୟରେ ବଢୁଛି ମଦ ବିକ୍ରି । ଏନେଇ ଆଜି ବିଧାନସଭାରେ ଉତ୍ତର ରଖିଛନ୍ତି ଆଇନ ଏବଂ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଆଜି ବିଧାନସଭାରେ କଂଗ୍ରେସ ବିଧାୟିକା ସୋଫିଆ ଫିରଦୋସଙ୍କ ପ୍ରଶ୍ନ ଗତ ଆର୍ଥିକ ବର୍ଷରେ ଓଡିଶାର…