Category: ରାଜ୍ୟ

ନାଇଟ ସିଫ୍ଟ ପାଇଁ କର୍ମଜୀବୀ ମହିଳା ଦେବେ ସହମତି ପତ୍ର

କର୍ମଜୀବୀ ମହିଳାଙ୍କ ନାଇଟ୍ ସିଫ୍ଟ ପାଇଁ ଆସିଲା ନୂଆ ବିଜ୍ଞପ୍ତି। ଏଣିକି କର୍ମଜୀବୀ ମହିଳା ରାତିରେ ବିଭିନ୍ନ ଘରୋଇ ସଂସ୍ଥାରେ କାର୍ଯ୍ୟ କରିପାରିବେ। କିନ୍ତୁ ସେଥିପାଇଁ ସେମାନଙ୍କୁ ଦେବାକୁ ପଡ଼ିବ ସହମତି ପତ୍ର। ଏ ନେଇ ଶ୍ରମ ବିଭାଗ ପକ୍ଷରୁ ଏନେଇ…

ବଳଙ୍ଗା ପୀଡ଼ିତାଙ୍କ ସଂପନ୍ନ ହେଲା ଶେଷକୃତ୍ୟ

ଆଜି ବଳଙ୍ଗା ପୀଡ଼ିତାଙ୍କ ସଂପନ୍ନ ହେଲା ଶେଷକୃତ୍ୟ । ସମସ୍ତ ରୀତିନୀତିରେ ଅନ୍ତିମ ସଂସ୍କାର ସଂପନ୍ନ ହୋଇଛି । ପୀଡ଼ିତାଙ୍କ ଗାଁ ବାୟାବରର କବରସ୍ତାନରେ ଦିଆଗଲା କବର । ବାୟାବର ଗାଁରେ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।…

ଏଫଏମ ଛାତ୍ରୀ ଆତ୍ମାହୁତି ଘଟଣା: ୨ ଛାତ୍ର ଗିରଫ

ବହୁ ଚର୍ଚ୍ଚିତ ବାଲେଶ୍ୱର ଏଫଏମ କଲେଜ୍ ଛାତ୍ରୀ ଆତ୍ମାହୁତି ଘଟଣାରେ ୨ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ। ଜଣେ ଛାତ୍ର ଓ ଜଣେ ଅଣଛାତ୍ରଙ୍କୁ ଗିରଫ ହୋଇଥିବା ଜଣାପଡିଛି। ଗିରଫ ୨ ଜଣ ହେଲେ ଜ୍ୟୋତି ପ୍ରକାଶ ବିଶ୍ୱାଳ ଓ ଶୁଭ୍ର…

ଆନ୍ଧ୍ରରେ ୬ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟଣା : ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆନ୍ଧ୍ର ପଥର ଖଣି ଦୁର୍ଘଟଣାରେ ୬ ଓଡ଼ିଆଙ୍କ ମୃତ୍ୟୁ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଥିସହ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଗଞ୍ଜାମର ୪, ଗଜପତିର…

ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟଣା; ଅପରାଧୀଙ୍କୁ ସୁରକ୍ଷା ସହ କ୍ଲିନଚିଟ୍ ଦେବା ରାଜ୍ୟ ସରକାରଙ୍କୁ ପଡ଼ିବ ମହାଙ୍ଗା: ଅଳକା ଲାମ୍ବା

ଓଡ଼ିଶାର ପୁରୀ ଜିଲ୍ଲା ବଳଙ୍ଗାରେ ଜଣେ ୧୫ ବର୍ଷୀୟ ନାବାଳିକାକୁ ତିନି ଜଣ ଦୁବୃର୍ତ୍ତ ଅପହରଣ କରି ଜୀବନ୍ତ ପୋଡ଼ିଦେଲେ । ପୁରୀରୁ ଭୁବନେଶ୍ୱର ଏମ୍ସ ଓ ପରେ ଦିଲ୍ଲୀ ଏମ୍ସ ଅଣା ଯାଇଥିଲା ତା ଜୀବନ ବଞ୍ଚାଇବା ପାଇଁ। କିନ୍ତୁ…

ବଳଙ୍ଗା ପୀଡ଼ିତା ମୃତ୍ୟୁ ଘଟଣା: ତଦନ୍ତ ବାଟବଣା ନ ହେବା ପାଇଁ ଉପମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କଂଗ୍ରେସ

ପନ୍ଦର ଦିନଧରି ଜୀବନ ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ଆଖି ବୁଜିଲେ ବଳଙ୍ଗା ପୀଡ଼ିତା। ୧୯ ଜୁଲାଇ ଶନିବାର ସକାଳେ ଘଟଣା ଘଟିଥିଲା ଏବଂ ସେଇ ଶନିବାର ୨ ଅଗଷ୍ଟ ଜୀବନ ଚାଲିଗଲା। ଏତେ ବଡ଼ ଘଟଣା ଘଟିଥିଲେ ବି…

ଆନ୍ଧ୍ରରେ ପଥର ବ୍ଲାଷ୍ଟିଂ ବେଳେ ଅଘଟଣ; ୬ ଓଡ଼ିଆ ଶ୍ରମିକ ମୃତ୍ୟୁ

ଆନ୍ଧ୍ରପ୍ରଦେଶର ବାପତଲା ଜିଲ୍ଲା ବାଲିକୁରୁମା ପଥର ଖାଦାନରେ ବଡ଼ ବିସ୍ଫୋରଣ। ପଥର ଖଣିରେ ବ୍ଲାଷ୍ଟିଂ ବେଳେ ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଶ୍ରମିକ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରୁ ୬ ଜଣ ଓଡ଼ିଆ ଶ୍ରମିକ ଥିବା ଜଣାପଡିଛି ।…

କେନ୍ଦୁଝରରେ ୩ ଟି ଆମ୍ବୁଲାନ୍ସ ଏବଂ ମା ତାରିଣୀ ଙ୍କ ନଡ଼ିଆ ସଂଗ୍ରହ ଯାନ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଆଜିଠୁ ଦୁଇ ଦିନିଆକେନ୍ଦୁଝର ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି କେନ୍ଦୁଝର ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ୩ ଟି ଆମ୍ବୁଲାନ୍ସ ଏବଂ ମା ତାରିଣୀ ଙ୍କ ନଡ଼ିଆ ସଂଗ୍ରହ ଯାନ କୁ ପତାକା ଦେଖାଇ ଶୁଭାରମ୍ଭ…

ଭିଜିଲାନ୍ସ ଜାଲରେ ବୌଦ୍ଧ ଏମଭିଆଇ: ଗୋଲାପ ଚନ୍ଦ୍ର ହାଂସଦାଙ୍କ ଅଛି ୩୬ ପ୍ଲଟ

ଭିଜିଲାନ୍ସ ଜାଲରେ ବୌଦ୍ଧ ଏମଭିଆଇ ଗୋଲାପ ଚନ୍ଦ୍ର ହାଁସଦା । ଆୟ ବହିର୍ଭୁତ ସମ୍ପତ୍ତିକୁ ନେଇ ରାଜ୍ୟର ୬ ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଚାଲିଛି। ଏହାରି ମଧ୍ୟରେ ଗୋଲାପ ଚନ୍ଦ୍ର ହାଁସଦାଙ୍କ ବିପୁଳ ସଂପତ୍ତି ଠାବ କରିଛି ଭିଜିଲାନ୍ସ। ଗୋଲାପ…

ରେଲଓ୍ୱେ ଟ୍ରାକ୍ ଉଡାଇଦେଲେ ମାଓବାଦୀ

ମାଓବାଦୀଙ୍କ ଭୟଙ୍କର କାଣ୍ଡ। ସହିଦ୍ ସପ୍ତାହରେ ରେଲଓ୍ୱେ ଟ୍ରାକ୍ ଉଡ଼ାଇଲେ ମାଓବାଦୀ। କୋଇଡ଼ାର ବିମଳାଗଡ଼ ସେକ୍ସନ କରମପଦା-ରେଞ୍ଜଡ଼ା ମଝିରେ ଥିବା ଟ୍ରାକ୍ ଉପରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରି ରେଲଓ୍ୱେ ଟ୍ରାକ୍ ଉଡ଼ାଇଲେ ମାଓବାଦୀ। ଏହି ଘଟଣାରେ ଜଣେ ରେଲୱେ କର୍ମଚାରୀ ଗୁରୁତର…