ରାଜ୍ୟ ମା’ ତାରାତାରିଣୀ ପୀଠର ବିକାଶ ପାଇଁ ୬୮ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କଲେ ମୁଖ୍ୟମନ୍ତ୍ରୀ May 8, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଗଂଜାମ ଜିଲ୍ଲା ଗସ୍ତରେ ଯାଇ ଗାଙ୍ଗଦହଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ସହିତ ପ୍ରସିଦ୍ଧ ତାରାତାରିଣୀ ପୀଠରେ ମା’ ତାରାତାରିଣୀଙ୍କୁ ଦର୍ଶନ କରି ଏହି ଅଂଚଳର…
ତାଜା ଖବର ରାଜ୍ୟ ଜୁନ୍ ମାସରୁ ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ଉଡ଼ିବ ବିମାନ May 8, 2025 Papirani ଆସନ୍ତା ଜୁନ୍ ମାସରୁ ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଉଡ଼ାଣ କରିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। କେବଳ ମଙ୍ଗଳବାର, ବୁଧବାର ଓ ଶନିବାର ଉଡ଼ିବ ବିମାନ । ଅନ୍ତର୍ଜାତୀୟ ସଂଯୋଗୀକରଣ ବୃଦ୍ଧି କରିବା ଉଦ୍ଦେଶ୍ୟରେ ରାଜ୍ୟ…
ତାଜା ଖବର ରାଜ୍ୟ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ସ୍ଥଗିତ May 8, 2025 Papirani କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ । ୧୦ ଓ ୧୧ରେ ଦୁଇ ଦିନିଆ ଗସ୍ତରେ ଆସିଥାନ୍ତେ ଅମିତ ଶାହ। ଏହାକୁ ସ୍ଥଗିତ ରଖାଯାଇଥିବା ନେଇ ଆଜି ସୂଚନା ଦେଇଛନ୍ତି ସମ୍ବଲପୁର ଜିଲ୍ଲାପାଳ । ବିଭିନ୍ନ…
ତାଜା ଖବର ରାଜ୍ୟ ୮ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ May 8, 2025 Papirani ରାଜ୍ୟ କ୍ୟାବିନେଟରେ ଆଠଟି ପ୍ରସ୍ତାବକୁ ମଂଜୁରୀ ମିଳିଛି । ୫ ବିଭାଗର ୮ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟରେ ମଞ୍ଜୁରୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଆଠଟି ପ୍ରସ୍ତାବକୁ ମଂଜୁରୀ ମିଳିଛି । ରାଜ୍ୟର…
ତାଜା ଖବର ରାଜନୀତି ରାଜ୍ୟ ବିଜେଡିର ଅତିରିକ୍ତ ରାଜନୈତିକ ସଚିବ ହେଲେ ଅଜିତ ମିଶ୍ର May 7, 2025 Papirani ଅଜିତ ମିଶ୍ର ହେଲେ ବିଜେଡିର ଅତିରିକ୍ତ ରାଜନୈତିକ ସଚିବ ।ଅବସରପ୍ରାପ୍ତ ବ୍ୟୁରୋକ୍ରାଟ ଅଜିତ କୁମାର ମିଶ୍ରଙ୍କୁ ବିଜୁ ଜନତା ଦଳର ଅତିରିକ୍ତ ରାଜନୈତିକ ସଚିବ ଭାବରେ ନିଯୁକ୍ତ କଲେ ନବୀନ ପଟ୍ଟନାୟକ। ଏ ନେଇ ଆଜି ଆଦେଶନାମା ଜାରି ହୋଇଛି। ଅଜିତ…
ଦେଶ ରାଜ୍ୟ ଅପରେସନ୍ ସିନ୍ଦୁର ପରେ ଭାରତୀୟ ସେନା ବାହିନୀକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ May 7, 2025 Nirvay ଅପରେସନ୍ ସିନ୍ଦୁର ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭାରତୀୟ ସେନାର ଉଚ୍ଚ ପ୍ରଶଂସା କରିଛନ୍ତି । ଗଣମାଧ୍ୟମକୁ ମନ୍ତବ୍ୟ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ନେତୃତ୍ୱରେ ଭାରତ ଆତଙ୍କବାଦ ବିରୋଧରେ ଶୂନ୍ୟ ସହନଶୀଳତା ନୀତି…
ତାଜା ଖବର ଦେଶ ରାଜ୍ୟ ଯୁଦ୍ଧ ପ୍ରସ୍ତୁତି ପାଇଁ ଆରମ୍ଭ ହେଲା ମକ୍ ଡ୍ରିଲ୍: ବାଜିଲା ସାଇରନ୍ May 7, 2025 Papirani ଯୁଦ୍ଧ ପ୍ରସ୍ତୁତି ପାଇଁ ଆରମ୍ଭ ହେଲା ମକ୍ ଡ୍ରିଲ। ଆଜି ଅପରାହ୍ନ ୪ଟାରେ ବାଜିଲା ସାଇରନ । ସତର୍କ ହେଲେ ଜନତା । ଯୁଦ୍ଧ ସମୟରେ କିପରି ରହିବେ ସଜାଗ ସଚେତନ କରିଛନ୍ତି ସୁରକ୍ଷାକର୍ମୀ। ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ପାଇଁ ଆଜି…
ତାଜା ଖବର ରାଜ୍ୟ ଦୀଘା ଜଗନ୍ନାଥ ମନ୍ଦିର ବିବାଦ ନେଇ ଇସ୍କନ ମାୟାପୁରୀ ମୁଖ୍ୟଙ୍କୁ ଚିଠି ଲେଖିଲେ ଗଜପତି ମହାରାଜା May 7, 2025 Papirani ଦୀଘା ଜଗନ୍ନାଥ ମନ୍ଦିରକୁ ‘ଧାମ’ ନାମରେ ନାମିତ କରିବାକୁ ନେଇ ଦୁଇ ରାଜ୍ୟ ଓଡ଼ିଶା ଓ ପଶ୍ଚିମବଙ୍ଗ ମଧ୍ୟରେ ବିବାଦ ସୃଷ୍ଟି ହୋଇଛି । ଏହାରି ମଧ୍ୟରେ ଇସ୍କନକୁ ଚିଠି ଲେଖିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଇସ୍କନ ପରିଚାଳନା…
ତାଜା ଖବର ରାଜ୍ୟ ଅପରେସନ୍ ସିନ୍ଦୂରକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ May 7, 2025 Papirani ଜମ୍ମୁ କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣର ପରେ ଭାରତ ଆତଙ୍କବାଦ ବିରୁଦ୍ଧରେ ଏକ ବଡ଼ ଅଭିଯାନ ‘ଅପରେସନ୍ ସିନ୍ଦୂର’ ଆରମ୍ଭ କରିଛି। ଏହି ଅପରେଶନ ମାଧ୍ୟମରେ ପାକିସ୍ତାନ ଏବଂ ପିଓକେରେ ଅବସ୍ଥିତ ୯ଟି ଆତଙ୍କବାଦୀ ଶିବିରକୁ ଟାର୍ଗେଟ କରିଛି ଶିବିରଗୁଡ଼ିକୁ ଧ୍ୱଂସ…
ଦେଶ ରାଜ୍ୟ ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦକୁ ନେଇ ମମତା ବାନାର୍ଜୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ May 6, 2025 Nirvay ପଶ୍ଚିମବଙ୍ଗର ଦୀଘାସ୍ଥିତ ଜଗନ୍ନାଥ ମନ୍ଦିରରେ ‘ଜଗନ୍ନାଥ ଧାମ’ ଲେଖିବା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିଛନ୍ତି । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଶ୍ରୀଜଗନ୍ନାଥ ଧାମ ପୁରୀ ହିନ୍ଦୁ ଧର୍ମର ଚାରି ଧାମ ମଧ୍ୟରୁ ଗୋଟିଏ ଏବଂ…