ତାଜା ଖବର ରାଜ୍ୟ ଅପରେସନ୍ ସିନ୍ଦୂରକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ May 7, 2025 Papirani ଜମ୍ମୁ କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣର ପରେ ଭାରତ ଆତଙ୍କବାଦ ବିରୁଦ୍ଧରେ ଏକ ବଡ଼ ଅଭିଯାନ ‘ଅପରେସନ୍ ସିନ୍ଦୂର’ ଆରମ୍ଭ କରିଛି। ଏହି ଅପରେଶନ ମାଧ୍ୟମରେ ପାକିସ୍ତାନ ଏବଂ ପିଓକେରେ ଅବସ୍ଥିତ ୯ଟି ଆତଙ୍କବାଦୀ ଶିବିରକୁ ଟାର୍ଗେଟ କରିଛି ଶିବିରଗୁଡ଼ିକୁ ଧ୍ୱଂସ…
ଦେଶ ରାଜ୍ୟ ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦକୁ ନେଇ ମମତା ବାନାର୍ଜୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ May 6, 2025 Nirvay ପଶ୍ଚିମବଙ୍ଗର ଦୀଘାସ୍ଥିତ ଜଗନ୍ନାଥ ମନ୍ଦିରରେ ‘ଜଗନ୍ନାଥ ଧାମ’ ଲେଖିବା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିଛନ୍ତି । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଶ୍ରୀଜଗନ୍ନାଥ ଧାମ ପୁରୀ ହିନ୍ଦୁ ଧର୍ମର ଚାରି ଧାମ ମଧ୍ୟରୁ ଗୋଟିଏ ଏବଂ…
ତାଜା ଖବର ରାଜ୍ୟ ଦୁଗ୍ଧ-ଚାଷୀଙ୍କ ଜୀବନ-ଜୀବିକାକୁ ଅଧିକ ସୁରକ୍ଷିତ କରିଛି ଗୋ-ପାଳନ ଯୋଜନା May 6, 2025 Papirani ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଅନ୍ତର୍ଗତ ଗୋ-ପାଳନ ଯୋଜନାକୁ ମିଳିଛି ପ୍ରାରମ୍ଭିକ ସଫଳତା । ଗତ ତିନି ମାସ ମଧ୍ୟରେ ଏକ ହଜାରରୁ ଉର୍ଦ୍ଧ୍ଵ ଅଧିକ ଦୁଗ୍ଧ ଉତ୍ପାଦନକ୍ଷମ ଗାଈ ଗୋ-ପାଳନ ଯୋଜନାରେ ସାମିଲ ହୋଇଛନ୍ତି । ରାଜ୍ୟରେ ଦୁଗ୍ଧ ଉତ୍ପାଦନ କ୍ଷମତା…
ତାଜା ଖବର ରାଜ୍ୟ SDIPRO ନିଯୁକ୍ତି ପରୀକ୍ଷାରେ ତ୍ରୁଟି ପ୍ରସଙ୍ଗ; ମିଳିବ ୬ ମାର୍କ ଗ୍ରେସ୍ May 6, 2025 Papirani SDIPRO (OIS-II) ନିଯୁକ୍ତି ପରୀକ୍ଷାରେ ତ୍ରୁଟି ପ୍ରସଙ୍ଗକୁ ନେଇ ଓପିଏସ୍ସି ପକ୍ଷରୁ ଜାରି ହେଲା ବିଜ୍ଞପ୍ତି । ସମସ୍ତ ପରୀକ୍ଷାର୍ଥୀଙ୍କୁ ୬ ମାର୍କ ଗ୍ରେସ୍ ଦେବାକୁ ଓପିଏସ୍ସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ଣ୍ଣ ମାର୍କ ୧୦୦ ବଦଳରେ ୯୪ ମାର୍କର…
ତାଜା ଖବର ରାଜ୍ୟ ଆଗକୁ ଗାଁରେ ହେବ ମକ୍ ଡ୍ରିଲ୍: ସୁରେଶ ପୂଜାରୀ May 6, 2025 Papirani ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ପାଇଁ ଆସନ୍ତାକାଲି ଓଡ଼ିଶାର ୧୨ଟି ସ୍ଥାନରେ ହେବାକୁ ଯାଉଛି ମକଡ୍ରିଲ୍ । ଅଚାନକ ଆକ୍ରମଣ ହେଲେ କିଭଳି ନିଜକୁ ରକ୍ଷା କରିବେ ତାହାକୁ ନେଇ ହେବାକୁଥିବା ମକଡ୍ରିଲ୍ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା…
ତାଜା ଖବର ରାଜ୍ୟ ୧,୧୬୪ ଏକର ଜମିରେ ନିର୍ମିତ ହେବ ପୁରୀ ବିମାନ ବନ୍ଦର May 6, 2025 Papirani ଓଡିଶାରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ପୁରୀଠାରେ ଏକ ନୂତନ ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି । ସୂଚନାଯୋଗ୍ୟ ଯେ, ଶ୍ରୀଜଗନ୍ନାଥ ବିମାନ ବନ୍ଦର…
ତାଜା ଖବର ରାଜ୍ୟ ମଦର୍ସ ଡେ ପାଇଁ ସେଲଫି ପ୍ରତିଯୋଗିତାର ଶୁଭାରମ୍ଭ କଲେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା May 6, 2025 Papirani ଆସନ୍ତା ମେ ୧୧ ତାରିଖରେ ସାରା ବିଶ୍ଵରେ ମଦର୍ସ ଡେ ୨୦୨୫ ପାଳିତ ହେବାକୁ ଯାଉଛି। ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ମେ ୬ ରୁ ୧୦ ପର୍ଯ୍ୟନ୍ତ ଏକ ସେଲଫି…
ତାଜା ଖବର ରାଜ୍ୟ ଦୀଘା ଜଗନ୍ନାଥ ମନ୍ଦିର ପାଇଁ ଧାମ ଶବ୍ଦ ବ୍ୟବହାର କରାଯିବା ଉଚିତ ନୁହେଁ: ଶଙ୍କରାଚାର୍ଯ୍ୟ May 6, 2025 Papirani ଦୀଘା ଜଗନ୍ନାଥ ଧାମ ନାମ ପ୍ରସଙ୍ଗରେ ପ୍ରତିକ୍ରିୟା ଦେଇଛନ୍ତି ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀ। ସେ କହିଛନ୍ତି ଜଗନ୍ନାଥ ମନ୍ଦିର ସବୁଠାରେ ପ୍ରତିଷ୍ଠା କରାଯାଇପାରିବ,କିନ୍ତୁ ସେଥିରେ ଧାମ ଶବ୍ଦ ବ୍ୟବହାର କରିବା ଉଚିତ ନୁହେଁ । ପ୍ରଭୁ ଜଗନ୍ନାଥଙ୍କର କେବଳ…
ତାଜା ଖବର ରାଜ୍ୟ ଆସନ୍ତାକାଲି ଓଡ଼ିଶାର ୧୨ଟି ସ୍ଥାନରେ ହେବ ମକ୍ଡ୍ରିଲ୍ May 6, 2025 Papirani ଓଡ଼ିଶାର ୧୨ଟି ସ୍ଥାନରେ ହେବ ମକ୍ଡ୍ରିଲ୍ । ପହଲଗାମ୍ ଆକ୍ରମଣ ଘଟଣା ପରେ ଆକ୍ସନରେ କେନ୍ଦ୍ର ସରକାର । ସୋମବାର ବସିଥିବା ଗୃହ ମନ୍ତ୍ରାଳୟର ବସିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକରେ ନୂଆ ନିର୍ଦ୍ଦେଶନାମା ଜାରି କରାଯାଇଛି । ଯେଉଁଥିରେ ବିଭିନ୍ନ ରାଜ୍ୟର ବିଭିନ୍ନ…
ତାଜା ଖବର ରାଜନୀତି ରାଜ୍ୟ ଟ୍ରେନରୁ ନିଖୋଜ ହୋଇଗଲେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ; ପ୍ରାୟ ତିନଘଣ୍ଟା ପରେ ଆହତ ଅବସ୍ଥାରେ ଉଦ୍ଧାର May 6, 2025 Papirani ରହସ୍ୟମୟ ଭାବରେ ଟ୍ରେନରୁ ନିଖୋଜ ହୋଇଗଲେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ। ଦିଲ୍ଲୀର ହଜରତ ନିଜାମୁଦ୍ଦିନ ରେଳ ଷ୍ଟେସନରୁ ଗୋଣ୍ଡୱାନା ଏକ୍ସପ୍ରେସ (ଟ୍ରେନ ନମ୍ବର ୧୨୪୧୦) ଯୋଗେ ଜବଲପୁର ଆସୁଥିବା ଟ୍ରେନରୁ ନିଖୋଜ ହୋଇଗଲେ ଜୁଏଲ ଓରାମ ।…