Category: ରାଜ୍ୟ

ରାଜଧାନୀରେ ଆନ୍ତରାଜ୍ୟ ଏଟିଏମ୍ ଲୁଟେରାକୁ ଏନକାଉଣ୍ଟର; ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ଶନିବାର ବିଳମ୍ବିତ ରାତିରେ ରାଜଧାନୀ ଭୁବନେଶ୍ବରର ବଡଗଡ ଥାନା ଅଞ୍ଚଳରେ ଏଟିଏମ ଲୁଟ୍ ବେଳେ ଏନକାଉଣ୍ଟରରେ । ଏନକାଉଣ୍ଟରରେ ଏଟିଏମ୍ ଲୁଟ୍ କରୁଥିବା ବିହାରର ଦୀପକ କୁମାର ଗୁରୁତର। ଗୁଳି ମାଡ଼ କରି ଖସି ପଳାଇବାକୁ ଉଦ୍ୟମ କରୁଥିଲା ବେଳେ ପୋଲିସ…

ଜୟା ହୋଟେଲରେ ଗୋ ମାଂସ ରନ୍ଧା ଯାଇଥିବା ମାମଲା: ଲାଗୁ ହେଲା ୧୬୩ ଧାରା

ପୁରୀ ଜିଲ୍ଲା ସତ୍ୟବାଦୀଠାରେ ଥିବା ବିବାଦୀୟ ଜୟା ହୋଟେଲରେ ମଟନ୍ ନାଁରେ ଗୋମାଂସ ରନ୍ଧା ଯାଉଥିବା ମାମଲାରେ ଅପ୍ରିତିକର ପରିସ୍ଥିତି ସୃଷ୍ଟି ନ ହେବା ପାଇଁ ପ୍ରଶାସନ ପକ୍ଷରୁ ନିଆଯାଇଛି କାର୍ଯ୍ୟାନୁଷ୍ଠାନ। ବିବାଦୀୟ ଜୟା ଢ଼ାବା ନିକଟରେ ୧୬୩ ଧାରା ଜାରି…

ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ନବୀନ ପଟ୍ଟନାୟକ 

ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ ଦାସଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇ ନବୀନ ପଟ୍ଟନାୟକ କହିଛନ୍ତି ଯେ ସ୍ବର୍ଗତ ଦାସ ଜଣେ ଦକ୍ଷ…

ପରଲୋକରେ ପୂର୍ବତନ ବିଧାୟକ ଅନନ୍ତ ଦାସ

ପରଲୋକରେ ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ । ଭୋର ସାଢେ ୩ଟା ସମୟରେ ଭୁବନେଶ୍ୱରସ୍ଥିତ ବାସଭବନରେ ପରଲୋକ ଘଟିଥିବା ନେଇ ପରିବାର ପକ୍ଷରୂ ସୂଚନା ମିଳିଛି ।ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା । ସେ ଦୀର୍ଘ ଦିନ…

ବିଜେପି ସରକାରରେ ମହିଳାଙ୍କ ଆର୍ଥିକ ସ୍ୱାଧୀନତା ଦ୍ୱିଗୁଣିତ ହୋଇଛି: ପ୍ରଭାତୀ ପରିଡ଼ା

ପୂର୍ବରୁ ଅନେକ ଥର ରାଜ୍ୟ କାର୍ଯ୍ୟାଳୟରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଇଛି । ମାତ୍ର ଏଥର ପଥମ ଥର ପାଇଁ ଭାରତୀୟ ଜନତା ପାର୍ଟି ରାଜ୍ୟରେ ଏକାକୀ ସରକାର ଗଠନ କରିବା ପରେ ଏହି ଦିବସ ପାଳନ କରୁଛି ।…

ଶଙ୍ଖ ଭବନରେ ନିର୍ମାଣ ହେବ ବିଜୁ ବାବୁଙ୍କ ବିଶାଳ ପ୍ରତିମୂର୍ତ୍ତି

ଭାରତୀୟ ଜନତା ପାର୍ଟିର ଅଭିଯୋଗ ପରେ ଚେତିଲା ବିଜେଡି । ଶଙ୍ଖ ଭବନରେ ବିଜୁ ପଟ୍ଟନାୟକଙ୍କ ଏକ ବିଶାଳ ପ୍ରତିମୂର୍ତ୍ତି ନିର୍ମାଣ ଯୋଜନା ରହିଛି କହିଲେ ବିଜେଡି ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ । ବିଜୁ ବାବୁଙ୍କୁ ସମ୍ମାନ କଥା କହୁଥିବା ଦଳର…

ଓଡ଼ିଶାରେ ମିଶିବା ଆମର ଭୁଲ୍‌ ଥିଲା କହିଲେ ଜୟନାରାୟଣ

ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କ ବିବାଦୀୟ ବୟାନ । ସମ୍ବଲପୁରରେ ସୁଭଦ୍ରା ଯୋଜନା କାର୍ଯ୍ୟକ୍ରମରେ ଯୋଗ ଦେଇ ଜୟନାରାୟଣ କହିଛନ୍ତି, ଉତ୍କଳ କହିଲେ କେବଳ କଟକ, ପୁରୀ ଓ ବାଲେଶ୍ୱର । କୋଶଳ କି କଳିଙ୍ଗର ଜୟଗାନ ହେଉନାହିଁ । କେବଳ…

ସୁଭଦ୍ରା ଯୋଜନା ଏବେ ‘ସୁଭଦ୍ରା ବିପ୍ଳବ’ ରେ ପରିଣତ ହୋଇଛି: ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ସହରର ଆମ୍ବପୁଆ ଠାରେ ରାଜ୍ୟର ୧ କୋଟି ୬୪ ହଜାର ମହିଳାଙ୍କୁ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ପ୍ରଦାନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତିଯେ, ୫୧ତମ ଅନ୍ତର୍ଜାତୀୟ…

କୋରାପୁଟରେ ମହେଶ ବାବୁ, ପ୍ରିୟଙ୍କା ଚୋପ୍ରା ଅଭିନୀତ ଫିଲ୍ମର ସୁଟିଂ ଆରମ୍ଭ

ଏସ ଏସ ରାଜମୌଲିଙ୍କ ଆଗାମୀ ଫିଲ୍ମ ‘ଏସଏସଏମବି୨୯’ ପାଇଁ କୋରାପୁଟର ସେମିଲିଗୁଡ଼ା ବ୍ଲକ ଅନ୍ତର୍ଗତ ମନୋରମ ତଳମାଳି ପାହାଡ଼ରେ ସୁଟିଂ ଆରମ୍ଭ ହୋଇଛି । ସାଉଥ୍‌ର ପ୍ରଖ୍ୟାତ ନିର୍ଦ୍ଦେଶକ ଏସଏସ୍‌ ରାଜାମୌଲୀ, ଦକ୍ଷିଣ ସୁପରଷ୍ଟାର ମହେଶ ବାବୁ ଓ ଟିମ୍‌ର ଅନ୍ୟ…

ଶଙ୍ଖ ଭବନରେ ବିଜେଡିର ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

ଆଜି ଶଙ୍ଖ ଭବନରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ହୋଇଛି । ଏହି ଅବସରରେ ଶଙ୍ଖ ଭବନ ରେ ବିଜୁ ମହିଳା ଜନତା ଦଳର କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜୁ ଜନତା ଦଳ ସଭାପତି ତଥା ବିରୋଧୀ ଦଳ ନେତା ନବୀନ…