Category: ରାଜ୍ୟ

Nuapada Byelection: ନୂଆପଡା ଉପନିର୍ବାଚନ; ୩ ଆଶାୟୀଙ୍କୁ ନବୀନ ନିବାସକୁ ଡାକରା

ନୂଆପଡା ଉପନିର୍ବାଚନ ପାଇଁ ନବୀନ ନିବାସରେ ବିଜେଡିର ପ୍ରାର୍ଥୀ କସରତ ଚାଲିଛି। ବିଜେଡି ପ୍ରାର୍ଥୀଙ୍କୁ ନେଇ ସସପେନ୍ସ ଜାରି ରହିଥିବା ବେଳେ ୩ ଆଶାୟୀଙ୍କୁ ନବୀନ ନିବାସ ଡକରା ହୋଇଛି । ସିଧାସଳଖ ନବୀନଙ୍କୁ ଭେଟି ଆଲୋଚନା କରିବେ ୩ ଆଶାୟୀ…

BJP Candidate Jay Dholakia: ନୂଆପଡ଼ା ଉପନିର୍ବାଚନ; ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କଲା ବିଜେପି

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ନୂଆପଡ଼ା ଉପନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ଜୟ ଢୋଲକିଆଙ୍କ ନାମରେ ମୋହର ମାରିଛି । ଏନେଇ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ଘୋଷଣା କରାଯାଇଛି । ଦିବଙ୍ଗତ…

Diwali 2025 date: ୨୦ ତାରିଖରେ ପାଳନ କରାଯିବ  ପୟାଶ୍ରାଦ୍ଧ ଓ ଦୀପାବଳି

ସାଧାରଣତଃ ପାଞ୍ଜି ଦେଖି ପର୍ବପର୍ବାଣୀ ପାଳନ କରାଯାଇଥାଏ। ହେଲେ ଚଳିତ ବର୍ଷ ଦୀପାବଳିକୁ ନେଇ ଦେଖା ଦେଇଛି ବଡ଼ ଦ୍ବନ୍ଦ୍ବ। ଏବର୍ଷ କେଉଁ ଦିନ ପାଳିବେ ଦୀପାବଳି, ତାକୁ ନେଇ ଦ୍ବନ୍ଦ୍ବ ଥିବା ବେଳେ ପୟାଶ୍ରାଦ୍ଧ ଓ ଦୀପାବଳି ତାରିଖ ଦ୍ବନ୍ଦ୍ବ…

ଦୁର୍ଗାପୁର ଗଣଧର୍ଷଣ ମାମଲାରେ ପୀଡ଼ିତାଙ୍କ ପୁରୁଷ ବନ୍ଧୁ ଗିରଫ

ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଧର୍ଷଣ ମାମଲା ପୀଡ଼ିତାଙ୍କ ବୟଫ୍ରେଣ୍ଡଙ୍କୁ ଗିରଫ କଲା ଦୁର୍ଗାପୁର ପୋଲିସ । ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଧର୍ଷଣ ମାମଲାରେ ମଙ୍ଗଳବାର ଦିନ ପୀଡ଼ିତାଙ୍କ ପୁରୁଷ ବନ୍ଧୁଙ୍କୁ ଦୁର୍ଗାପୁର ପୋଲିସ ଗିରଫ କରିଛି । କ୍ୟାମ୍ପସ…

କେନ୍ଦୁଝର ସାନଘାଗରାରେ ପ୍ରତିଷ୍ଠା ହେବ ରାଜ୍ୟର ଦ୍ଵିତୀୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ କେନ୍ଦୁଝର ସାନଘାଗରାରେ ପ୍ରତିଷ୍ଠା ହେବାକୁ ଥିବା ନୂତନ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର (Regional Plant Resource Centre) ବିଷୟରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଏବଂ…

ସବୁ ଜେଲ୍‌କୁ ସରପ୍ରାଇଜ୍ ଭିଜିଟ୍‌ ପାଇଁ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ଜେଲ୍‌ ଡିଜିଙ୍କ ନିର୍ଦ୍ଦେଶ

ତତ୍ପରତା ଦେଖାଇଲା ଜେଲ୍‌ ବିଭାଗ । ଗୃହ ବିଭାଗର ଚିଠି ପରେ ପ୍ରତି ଜିଲ୍ଲାର ଜିଲ୍ଲାପାଳ ଓ ଏସ୍‌ପି ମାନଙ୍କୁ ଚିଠି କଲା ଜେଲ୍ ବିଭାଗ । ସବୁ ଜେଲ୍‌କୁ ସରପ୍ରାଇଜ୍ ଭିଜିଟ୍‌ ପାଇଁ ରାଜ୍ୟର ସମସ୍ତ ଜିଲ୍ଲାପାଳ ଓ ଏସ୍‌ପିମାନଙ୍କୁ…

ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ପରିସରରେ ଡ଼ାକ୍ତରୀ ଛାତ୍ରଛାତ୍ରୀଙ୍କୁ ମାଡ଼ ଅଭିଯୋଗ

ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ପରିସରରେ ହୋଇଥିବା ଇଣ୍ଟର ମେଡିକାଲ କଲେଜ ମିଟରେ ଗଣ୍ଡଗୋଳ। ଗତକାଲି ସନ୍ଧ୍ୟାରେ ବୁର୍ଲା, କଟକ ଏସସିବି ମେଡିକାଲର ଛାତ୍ରଛାତ୍ରମାନେ ଏମକେସିଜି ମେଡିକାଲକୁ ଆସିଥିଲେ। କଟକ ଓ ବୁର୍ଲା ଛାତ୍ର ମାନଙ୍କ ସହ ବ୍ରହ୍ମପୁର ଏମକେସିଜି ମେଡିକାଲ…

ନୂଆପଡ଼ା ଉପନିର୍ବାଚନ: ବସନ୍ତ ପଣ୍ଡାଙ୍କୁ ଭେଟି ଆଶୀର୍ବାଦ ନେଲେ ଜୟ ଢୋଲକିଆ

ଭାରତୀୟ ଜନତା ପାର୍ଟିରେ ମିଶିବା ପରେ ଆଜି ନୂଆପଡ଼ା ପୂର୍ବତନ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ପୂର୍ବତନ ରାଜ୍ୟ ସଭାପତି, ପୂର୍ବତନ ସାଂସଦ ତଥା ପୂର୍ବତନ ବିଧାୟକ ବସନ୍ତ ପଣ୍ଡାଙ୍କୁ ଭେଟି ତାଙ୍କ ଆଶୀର୍ବାଦ ନେଇଛନ୍ତି । ଜୟ…

ଦୀପାବଳି ପୂର୍ବରୁ ଜାରି ହେଲା ଗାଇଡଲାଇନ; ସନ୍ଧ୍ୟା ୭ଟାରୁ ୯ଟା ଯାଏ ବାଣ ଫୁଟାଇବାକୁ ଅନୁମତି

ଦୀପାବଳି ପୂର୍ବରୁ ଜାରି ହେଲା ଗାଇଡଲାଇନ । ସନ୍ଧ୍ୟା ୭ଟାରୁ ୯ଟା ଯାଏ ବାଣ ଫୁଟାଇବାକୁ ମିଳିଲା ଅନୁମତି । ଏ ନେଇ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି। ବାଣ ଫୁଟାଇବା ସମୟରେ ସୁରକ୍ଷା ପାଇଁ…

e-KYC କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ

ଇକେୱାଇସି କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ । ଯେଉଁମାନେ ଇକେୱାଇସି କରିବେ ନାହିଁ, ସେମାନଙ୍କ ପାଇଁ ଚାଉଳ ଯିବ ନାହିଁ । ଏ ନେଇ ଆଜି ସୂଚନା ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି,…