Category: ରାଜ୍ୟ

ବିଜେଡିରୁ ନିଲମ୍ବିତ ହେଲେ ପ୍ରଫୁଲ୍ଲ ମାଝୀ

ଭୁବନେଶ୍ୱର : ବିଜେଡିରୁ ନିଲମ୍ବିତ ହେଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ । ସୁନ୍ଦରଗଡ ତଳସରାର ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ ବିଜେଡିରୁ ନିଲମ୍ବିତ ହୋଇଛନ୍ତି । ଦଳ ବିରୋଧି କାର୍ଯ୍ୟ ପାଇଁ ସୁପ୍ରିମୋ ନବିନ ପଟ୍ଟନାୟକ ତାଙ୍କୁ ବହିଷ୍କୃତ କରିଛନ୍ତି…

ମେ’ ୧୫ ରେ ଓଡିଶା ଆସିବେ ରାହୁଲ ଗାନ୍ଧି

ଭୁବନେଶ୍ୱର : ଆସନ୍ତା ୧୫ ତାରିଖରେ ବଲାଙ୍ଗିର ଆସିବେ କଗ୍ରେଂସ ନେତା ରାହୁଲ ଗାନ୍ଧି । ବାଇକ୍ ରାଲି ସହ ଜନସଭାରେ ଯୋଗଦେବେ ରାହୁଲ । ଏହା ହେବ ରାହୁଲଙ୍କ ୨ୟ ଓଡିଶା ଗସ୍ତ । ବଲାଙ୍ଗିର କଗ୍ରେଂସ ବିଧାୟକ ପାର୍ଥୀ…

ମେ ୨୦ରେ ପୁରୀରେ ମୋଦିଙ୍କ ରୋଡ ଶୋ

ପୁଣି ମେ ୨୦ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦ୍ଵିତୀୟ ପର୍ଯ୍ୟାୟ ଭୋଟ ପାଇଁ ପ୍ରଚାର କରିବାକୁ ଆସିବେ ମୋଦି। ପୁରୀରେ ବିଶାଳ ରୋଡ୍ ଶୋ କରିବା ସହ କଟକ ଓ ଅନୁଗୁଳରେ ଜନସଭାକୁ ସମ୍ବୋଧିତ କରିବେ ବୋଲି ସୂଚନା…

୧୪ରେ ଓଡ଼ିଶା ଆସୁଛନ୍ତି ହିମନ୍ତ ବିଶ୍ୱ ଶର୍ମା

ଭୁବନେଶ୍ୱର : ମେ’ ୧୪ରେ ପୁଣିଥରେ ଓଡ଼ିଶା ଆସୁଛନ୍ତି ହିମନ୍ତ ବିଶ୍ୱ ଶର୍ମା । ନିର୍ବାଚନ ଯେତେ ପାଖେଇ ଆସୁଛି ପ୍ରଚାର କାର୍ଯ୍ୟକ୍ରମ ସେତେ ଜୋରରେ ଚାଲିଛି । “ବିକଶିତ ଭାରତ ବିକଶିତ ଓଡ଼ିଶା” ନିର୍ମାଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ଆଭିମୁଖ୍ୟ…

ନବୀନଙ୍କ ଉପରେ ଆକ୍ରମଣ: ଶାହ ଆସିବେ କଣ୍ଟାବାଞ୍ଜି, ନଡ୍ଡା ଆସିବେ ହିଞ୍ଜିଳି

ଓଡ଼ିଶାରେ ବିଜେପି ସରକାର ଗଢ଼ିବା ପାଇଁ ଜୋରଦାର ପ୍ରଚାରରେ ଲାଗିଛନ୍ତି ଦଳୀୟ ନେତା। ରାଜ୍ୟ ନେତା ତଥା ବିଜେପି ପ୍ରାର୍ଥୀମାନେ ଦୁଆର ଦୁଆର ଯାଇ ଜନମତ ଲଢ଼ୁଥିବା ବେଳେ କେନ୍ଦ୍ରୀୟ ନେତା ଆସି ମଧ୍ୟ ପ୍ରଚାର କରୁଛନ୍ତି। ତେବେ ପ୍ରଥମ ପର୍ଯ୍ୟାୟ…

କାଲି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ

ଭୁବନେଶ୍ୱର : ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଆସନ୍ତାକାଲି କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ୍‍ ସଂସଦୀୟ କ୍ଷେତ୍ର ପାଇଁ ୩୭ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି । ସେମାନଙ୍କ ମଧ୍ୟରେ ୩୦ଜଣ ପୁରୁଷ ଓ ୭…

ମାଗଣା ବିଜୁଳି ନେଇ ଭୁଆଁ ବୁଲାଇଲେ ନବୀନ ପଟ୍ଟନାୟକ

ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ବଙ୍ଗୋମୁଣ୍ଡାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଚାର ପାଇଁ ପହଞ୍ଚିବା ସହ ବିଜେଡି ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି, ଏହାସହ ଚିରାଚରିତ ଭାବେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ଏହାସହ ବିଜେଡିର ମାଗଣା ବିଜୁଳି…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୁମ୍ଭୀର କାନ୍ଦଣାର ଜ୍ୱଳନ୍ତ ଉଦାହରଣ: ଧର୍ମେନ୍ଦ୍ର

ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରେସମିଟ । ପ୍ରେସମିଟ କରି କେନ୍ଦ୍ରମନ୍ତ୍ରୀ କହିଛନ୍ତି ରତ୍ନଭଣ୍ଡାର ଭଳି ଓଡ଼ିଶାର ଅତ୍ୟନ୍ତ ସମ୍ବେଦନଶୀଳ ପ୍ରସଙ୍ଗ ଓ ଭାବନାର ପ୍ରଶ୍ନକୁ ମୋଦି ଉପସ୍ଥାପିତ କରିଛନ୍ତି । ବିଜେପି ସବୁବେଳେ ରତ୍ନଭଣ୍ଡାର ପ୍ରସଙ୍ଗରେ ଉଠାଇ ଆସିଛି ।…

ରାଗିଗଲେ ନବୀନ, ମୋଦିଙ୍କ ଉପରେ ବର୍ଷିଲେ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ନିର୍ବାଚନୀ ସଭାରେ ସିଧାସଳଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସମାଲୋଚନା କରିବା ପରେ ଆଜି ରାତିରେ ନବୀନ ପାଲଟା ଜବାବ ଦେଇଛନ୍ତି । ଏକ ଭିଡିଓକୁ ନବୀନ ଜାରି କରି ମୋଦିଙ୍କୁ ପାଲଟା ଜବାବ ଦେଇଛନ୍ତି ।…

ଚିର ନିଦ୍ରାରେ ଜଙ୍ଗଲର ରାଜା ‘ନନ୍ଦନ’

ଭୁବନେଶ୍ୱର;ଶନିବାର ଦିନ ଭୁବନେଶ୍ୱର ନିକଟସ୍ଥ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ୧୮ ବର୍ଷୀୟ ରୟାଲ ବେଙ୍ଗଲ ଟାଇଗର ନନ୍ଦନଙ୍କ ମୃତ୍ୟୁ ଘଟିଛି। ଗତ ତିନିମାସ ଧରି ନନ୍ଦନ ଅସୁସ୍ଥ ଥିଲା। ସେ ସଠିକ୍ ଭାବରେ ଚାଲିବାକୁ ଅସମର୍ଥ ହୋଇଥିଲା । ନନ୍ଦନ ଅଣ୍ଟାରେ ଆର୍ଥ୍ରାଇଟିସରେ…