Category: ରାଜ୍ୟ

ଶିମିଳିପାଳ ସୁରକ୍ଷା ବାର୍ତ୍ତା ନେଇ ମିନି ମାରାଥନ; ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଶିମିଳିପାଳ ସୁରକ୍ଷା ବାର୍ତ୍ତା ନେଇ ଆରମ୍ଭ ହୋଇଛି ମିନି ମାରାଥନ । ଉଦ୍‌ଘାଟନ କରିବା ସହ ନିଜେ ଦୌଡରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହ ୧୦ କିମି ମାରାଥନରେ ସାମିଲ ହୋଇଛନ୍ତି ୯୦୦ ଛାତ୍ରଛାତ୍ରୀ । ଏହି…

ଖିଚିଂ ପ୍ରସିଦ୍ଧ କିଚକେଶ୍ୱରୀ ମନ୍ଦିରର ବିକାଶ ପାଇଁ ୫୦ କୋଟି ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳ ଖିଚିଂ ପ୍ରସିଦ୍ଧ କିଚକେଶ୍ୱରୀ ମନ୍ଦିରର ବିକାଶ ଏବଂ ଉନ୍ନତିକରଣ ପାଇଁ ଆନୁସଙ୍ଗିକ ୫୦ କୋଟି ଟଙ୍କା ମଂଜୁର କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଖିଚିଂ ମହୋତ୍ସବର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ…

ରାସନ କାର୍ଡ କଟିବା ନେଇ ରାଜ୍ୟ ସରକାରଙ୍କୁ ବିଜେଡିର ଟାର୍ଗେଟ

ରାସନ କାର୍ଡ କଟିବା ନେଇ ରାଜ୍ୟ ସରକାରଙ୍କୁ ଘେରିଛି ବିଜୁ ଜନତା ଦଳ । ସରକାର କାହାକୁ ଭୂତ କହୁଛନ୍ତି ବୋଲି ବିଜେଡି ପ୍ରଶ୍ନ କରିଛି । ଇ-କେୱାଇସି ନାଁରେ ବହୁ ଯୋଗ୍ୟ ହିତାଧିକାରୀଙ୍କୁ ରାସନରୁ ବାଦ ଦିଆଯାଉଛି । ପାନ…

୩୮.୫ ଡିଗ୍ରୀ ସହ ଟିଟିଲାଗଡ଼ ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର

ରାଜ୍ୟରେ ବୃଦ୍ଧି ପାଉଛି ତାପମାତ୍ରା । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ରିିପୋର୍ଟ ଅନୁସାରେ ଆଜି ରାଜ୍ୟର ୧୧ଟି ସହରର ତାପମାତ୍ରା ୩୭ ଡିଗ୍ରୀ ଟପିଛି । ଟିଟିଲାଗଡ଼ରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୮.୫ ଡିଗ୍ରି ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ାରେ…

ଉଦଳାରେ ୩୭୫ କୋଟିର ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ମୟୂରଭଞ୍ଜ ଜିଲ୍ଲା, ଉଦଳାର ପାଟପୁର ଅଞ୍ଚଳରେ ଆୟୋଜିତ ‘ବିକାଶ ପଥେ ମୟୂରଭଞ୍ଜ’ କାର୍ଯ୍ୟକ୍ରମରେ ଯୋଗଦାନ କରି କପ୍ତିପଦା ଉପଖଣ୍ଡ ପାଇଁ ପଞ୍ଚାୟତିରାଜ ଏବଂ ପାନୀୟଜଳ ବିଭାଗ ପକ୍ଷରୁ ପ୍ରାୟ ୧୦୦ କୋଟି ଟଙ୍କା ବିନିଯୋଗରେ ୫୨ ଗୋଟି ପ୍ରକଳ୍ପର ଶୁଭ ଉଦଘାଟନ…

ଆଇଏଫ୍‌ଏସ୍‌ ସୁରେଶ ପନ୍ତ ନୂଆ ପିସିସିଏଫ୍‌ ନିଯୁକ୍ତ

୧୯୯୦ ବ୍ୟାଚର ଭାରତୀୟ ବନ ସେବା (ଆଇଏଫଏସ) ଅଧିକାରୀ ସୁରେଶ ପନ୍ତ ଓଡ଼ିଶାର ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (ପିସିସିଏଫ) ଭାବେ ନିଯୁକ୍ତ ହୋଇଛନ୍ତି । ଏନେଇ ଶନିବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସେ…

ମାଟ୍ରିକ ପରୀକ୍ଷା ବିଜ୍ଞାନ ପ୍ରଶ୍ନପତ୍ରରେ ତୃଟି

ମାଟ୍ରିକ ପରୀକ୍ଷାର ଆଜି ଚତୁର୍ଥ ଦିନ । ଚତୁର୍ଥ ଦିନରେ ଆଜି ବିଜ୍ଞାନ ବିଷୟରେ ପରୀକ୍ଷା ଥିଲା । ତେବେ ମାଟ୍ରିକ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ଆଜି ତୃଟି ଦେଖାଦେଇଛି । ବିଜ୍ଞାନ ବି- ସେଟ୍‌ରେ ୪ ମାର୍କ କମ୍‌ ଥିବା…

ସହଦେବ ନାୟକ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ

ମୁନିସିପାଲିଟି ସଫେଇ ମଜଦୁର ସଂଘର ସମ୍ପାଦକ ସହଦେବ ନାୟକଙ୍କ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ସୁଶେଇ ନାୟକ ଓରଫ ସୁଶାନ୍ତକୁ ମଞ୍ଚେଶ୍ୱର ପୋଲିସ କଟକ କାନପୁରରୁ ଗିରଫ କରିଛି । ସୁଶାନ୍ତ ହତ୍ୟାକାଣ୍ଡ ପରେ ରସୁଲଗଡ଼-ବାଣୀବିହାର ଓଭରବ୍ରିଜର ମୁଖ୍ୟ ରାସ୍ତାରେ ନିଜ…

ଦୁଇ ଦିନିଆ ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜିଠୁ ଦୁଇ ଦିନିଆ ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଆଜି ପ୍ରଥମେ ଉଦଳାର ପାଟପୁରସ୍ଥିତ ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚି ସେଠାରେ ଉନ୍ନୟନ ମୂଳକ କାର୍ଯ୍ୟକ୍ରମରେ ଯୋଗଦେବେ । ଉଦଳାରୁ ଖିଚିଙ୍ଗରେ ପହଞ୍ଚିବା ପରେ ସେ…

ନବ ଦାସ ହତ୍ୟା ମାମଲାରେ ଦୀପାଳି ଓ ବିଶାଳଙ୍କୁ କ୍ରାଇମ୍‌ବ୍ରାଞ୍ଚର ନୋଟିସ୍‌

ନବ ଦାସ ହତ୍ୟା ମାମଲାରେ ଖୋଲିବ ନୂଆ ଗୁମର । ୨୦୨‌୩ ମସିହାରେ ଘଟିଥିବା ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଝିଅ ଦୀପାଳି ଦାସ ଓ ପୁଅ ବିଶାଳ ଦାସଙ୍କୁ ହାଜର ହେବା ପାଇଁ ନୋଟିସ୍ ଜାରି କରିଛି…