ତାଜା ଖବର ରାଜ୍ୟ ଦୀପାବଳି ପୂର୍ବରୁ ଜାରି ହେଲା ଗାଇଡଲାଇନ; ସନ୍ଧ୍ୟା ୭ଟାରୁ ୯ଟା ଯାଏ ବାଣ ଫୁଟାଇବାକୁ ଅନୁମତି October 14, 2025 Papirani ଦୀପାବଳି ପୂର୍ବରୁ ଜାରି ହେଲା ଗାଇଡଲାଇନ । ସନ୍ଧ୍ୟା ୭ଟାରୁ ୯ଟା ଯାଏ ବାଣ ଫୁଟାଇବାକୁ ମିଳିଲା ଅନୁମତି । ଏ ନେଇ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି। ବାଣ ଫୁଟାଇବା ସମୟରେ ସୁରକ୍ଷା ପାଇଁ…
ତାଜା ଖବର ରାଜ୍ୟ e-KYC କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ October 14, 2025 Papirani ଇକେୱାଇସି କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ । ଯେଉଁମାନେ ଇକେୱାଇସି କରିବେ ନାହିଁ, ସେମାନଙ୍କ ପାଇଁ ଚାଉଳ ଯିବ ନାହିଁ । ଏ ନେଇ ଆଜି ସୂଚନା ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି,…
ତାଜା ଖବର ରାଜ୍ୟ ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ବାରଣ ହେବ ମୋବାଇଲ୍ ଫୋନ୍; ବ୍ୟବହାର ହେବ ୱାକିଟକି: ଗିରୀଶ ଚନ୍ଦ୍ର ମୁର୍ମୁ October 14, 2025 Papirani ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ବାରଣ ହେବ ମୋବାଇଲ୍ ଫୋନ୍। ଶ୍ରୀମନ୍ଦିରକୁ କୌଣସି ପୋଲିସ କିମ୍ବା ସେବାୟତ ବି ନେଇ ପାରିବେନି ମୋବଇଲ୍। ତେଣୁ ଆଗକୁ ଶ୍ରୀମନ୍ଦିର ସୁରକ୍ଷା ପାଇଁ ୱାକିଟକି ବ୍ୟବସ୍ଥା ହେବ । କାହାକୁ ହଇରାଣ କରିବାକୁ ନୁହେଁ, ଶ୍ରୀମନ୍ଦିର ସୁରକ୍ଷା…
ରାଜନୀତି ରାଜ୍ୟ ସବୁ ସେ ପଇଡ଼ର ଖେଳ: ସେବେ ୫୦୦; ଏବେ ୧୦୦୦ October 14, 2025 Nirvay ଏବେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ପଇଡ଼ ପିଉଥିବା ଭିଡିଓଟି ବେଶ ଭାଇରାଲ ହେଉଛି । ସେ ପଇଡ଼ ପିଇବା ପରେ ଦୋକାନୀଙ୍କୁ ୧୦୦୦ ଟଙ୍କା ଦେଇଥିଲେ । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ବିରୋଧୀ ଦଳ ନେତା ଶ୍ରୀ…
ତାଜା ଖବର ରାଜନୀତି ରାଜ୍ୟ ୧୬ରେ ନୂଆପଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ October 14, 2025 Papirani ଆସନ୍ତା ୧୬ ତାରିଖରେ ନୂଆପଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୬ରେ ବିଜେପି ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ ବେଳେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ । ନାମାଙ୍କନ ବେଳେ ଉପସ୍ଥିତ ସହ ବିଶାଳ ସମାବେଶ କରିବେ ମୁଖ୍ୟମନ୍ତ୍ରୀ । ଏ ନେଇ…
ତାଜା ଖବର ରାଜ୍ୟ କ୍ୟାପିଟାଲ ଥାନା ଘେରିଲା ଅଟୋ ଚାଳକ ସଂଘ October 14, 2025 Papirani କ୍ୟାପିଟାଲ ଥାନା ଘେରାଉ କଲେ ସ୍ମାର୍ଟସିଟି ଅନଲାଇନ୍ ଅଟୋ ଚାଳକ ସଂଘ । କ୍ୟାପିଟାଲ ଥାନା ସାମ୍ନାରେ ଏକାଧିକ ଅଟୋ ଛିଡ଼ା ହୋଇ ପ୍ରତିବାଦ କରିଥିବା ଦେଖିବାକୁ ମିଳିଛି । ଏହା ଫଳରେ ରାଜମହଲରୁ ଏଜି ଛକ ରାସ୍ତା ସମ୍ପୂର୍ଣ୍ଣ ଜାମ୍…
ତାଜା ଖବର ରାଜ୍ୟ ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଧର୍ଷଣ ମାମଲା: ପୀଡିତାଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ October 14, 2025 Papirani ପଶ୍ଚିମବଙ୍ଗର ଦୁର୍ଗାପୁରଠାରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ଶିକାର ହୋଇଥିବା ପୀଡ଼ିତାଙ୍କ ସହ କଥା ହୋଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଓଡ଼ିଆ ଛାତ୍ରୀ ଓ ତାଙ୍କ ମାଆଙ୍କ ସହିତ କଥା ହେବା ସହ…
ତାଜା ଖବର ରାଜନୀତି ରାଜ୍ୟ ନୂଆପଡ଼ା ଉପନିର୍ବାଚନ: ବିଜେଡି ପ୍ରାର୍ଥୀ ହୋଇପାରନ୍ତି ମନୋଜ ମିଶ୍ର October 14, 2025 Papirani ନୂଆପଡ଼ା ଉପ ନିର୍ବାଚନ ପାଇଁ ସରଗରମ ରାଜନୀତି । ଭାଜପାର ପ୍ରାର୍ଥୀ ଜୟ ହେବା ନେଇ ଏକପ୍ରକାର ନିଶ୍ଚତ ହେବା ପରେ ବିଜେଡିରୁ କିଏ ହେବେ ପ୍ରାର୍ଥୀ ତାହାକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ମନୋଜ ମିଶ୍ର ପ୍ରାର୍ଥୀ ହୋଇପାରନ୍ତି ବୋଲି…
ରାଜ୍ୟ ନୂଆପଡା ନିର୍ବାଚନରେ ବ୍ୟବହାର ହେବ ହେଲିକଫ୍ଟର October 13, 2025 Nirvay ନୂଆପଡା ନିର୍ବାଚନରେ ବ୍ୟବହାର ହେବ ହେଲିକଫ୍ଟର । ଏନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ଆରଏସ୍ ଗୋପାଳନ ସୂଚନା ଦେଇଛନ୍ତି । ଦୁର୍ଗମ ଅଞ୍ଚଳର ୫ଟି ସ୍ଥାନରେ ୮ଟି ବୁଥ୍ରେ ବ୍ୟବହାର ହେବ ହେଲିକପ୍ଟର । ଲୋକଙ୍କୁ ନେବା ଆଣିବା ପାଇଁ ବ୍ୟବହାର…
ରାଜ୍ୟ ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ଘୋଷଣା ହେଲା ତାରିଖ October 13, 2025 Nirvay ପାଖେଇଲାଣି ବରଗଡ ଧନୁଯାତ୍ରା । ବିଶ୍ୱ ପ୍ରସିଦ୍ଧ ବରଗଡ ଧନୁଯାତ୍ରା ପାଇଁ ଘୋଷଣା ହେଲା ତାରିଖ । ଡିସେମ୍ବର ୨୪ ରୁ ୨୦୨୬ ଜାନୁଆରୀ ୩ ତାରିଖ ପର୍ଯ୍ୟନ୍ତ ହେବ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ…