Category: ରାଜ୍ୟ

ଦ୍ବିତୀୟ ଦିନରେ ରାଜା ଚକ୍ରଙ୍କୁ ଘାଣ୍ଟୁଛି ଇଓଡବ୍ଲ୍ୟୁ; ଜବତ ହେଲାଣି ୨୦ ଗାଡି ସହ ୨୦୦ ବେନାମୀ ଆକାଉଣ୍ଟ

କେନ୍ଦୁଝର ଗନ୍ଧମାର୍ଦ୍ଧନ ଲୋଡ଼ିଂ ଆଣ୍ଡ କୋପରେଟିଭ ସୋସାଇଟି ୧୦୦ କୋଟି ଟଙ୍କା ଆର୍ଥିକ ଅନିୟମିତତା ଘଟଣାରେ ଦ୍ବିତୀୟ ଦିନରେ ବିଜେଡି ନେତା ରାଜା ଚକ୍ରଙ୍କ ୬ଟି ସ୍ଥାନରେ ଇଓଡବ୍ଲ୍ୟୁ ଜାରି ରଖିଛି ରେଡ୍‌ । ସୌମ୍ୟ ଶଙ୍କର ଚକ୍ର ଓରଫ ରାଜା…

ଆଜିଠୁ ପ୍ରତି ପଞ୍ଚାୟତରେ ଆରମ୍ଭ ସୁଭଦ୍ରା ରାଲି

ଆଜିଠୁ ରାଜ୍ୟର ସବୁ ପଞ୍ଚାୟତରେ ଆରମ୍ଭ ହୋଇଛି ସୁଭଦ୍ରା ରାଲି । ଏହା ଆଜିଠୁ ଆରମ୍ଭ ହୋଇ ମାର୍ଚ୍ଚ ୮ ତାରିଖ ଅର୍ଥାତ୍ ଅନ୍ତର୍ଜାତୀୟ ମହିଳା ଦିବସରେ ଶେଷ ହେବ । ଏଥିରେ ସ୍ବୟଂ ସହାୟକ ଗୋଷ୍ଠୀର ମହିଳା ସହିତ ଛାତ୍ରଛାତ୍ରୀ…

ରାଜ୍ୟରେ କଲବଲ କରୁଛି ତାତି ; ପ୍ରଥମ ଥର ପାଇଁ ୩୯ ଡିଗ୍ରୀ ଛୁଇଁଲା ତାପମାତ୍ରା

ଗ୍ରୀଷ୍ମ ଆରମ୍ଭରୁ ଅସହ୍ୟ ହେଲାଣି ତାତି। ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ୩୯ ଡିଗ୍ରୀ ଛୁଇଁଲା ତାପମାତ୍ରା। ଏବର୍ଷ ଖରା ଓ ଗୁଳୁଗୁଳି ଅଧିକ ଦିନ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେଥିପାଇଁ ମାର୍ଚ୍ଚରୁ ମେ…

ଆସନ୍ତା ୬ ତାରିଖରେ ବିଜେଡିର ରାଜ୍ୟବ୍ୟାପି ପ୍ରତିବାଦ

ରାଜ୍ୟରେ ପଞ୍ଚାୟତିରାଜ ଦିବସ ଗତ ପ୍ରାୟ ୩ ଦଶନ୍ଧି ଧରି ମାର୍ଚ୍ଚ ୫ରେ ପାଳିତ ହୋଇଆସୁଥିବା ବେଳେ, ରାଜ୍ୟ ସରକାର ଏହାକୁ ମାର୍ଚ୍ଚ ୫ ରେ ନକରି ଏପ୍ରିଲ ୨୪ ତାରିଖରେ ପାଳନ କରିବା ନିଷ୍ପତି ନେଇଛନ୍ତି । ବିଜେଡି ତରଫରୁ…

ରାଜନୈତିକ ସ୍ୱାର୍ଥ ପାଇଁ ପଞ୍ଚାୟତିରାଜ ଦିବସକୁ ବିଭ୍ରାନ୍ତି କରିଥିଲା ବିଜେଡି: ଅନିଲ ବିଶ୍ୱାଳ

ଏପ୍ରିଲ ମାସ ୨୪ ତାରିଖକୁ ପଞ୍ଚାୟତିରାଜ ଦିବସ ଭାବରେ ପାଳନ କରିବା ପାଇଁ ରାଜ୍ୟ ସରକାର ନେଇଥିବା ନିଷ୍ପତି ସ୍ୱାଗତଯୋଗ୍ୟ । ଭାରତ ବର୍ଷର ଗଣତନ୍ତ୍ରରେ ଏପ୍ରିଲ ୨୪ ତାରିଖ ହେଉଛି ଏକ ଐତିହାସିକ ଦିନ । ଏହି ଦିନରେ ଦେଶରେ…

ମାର୍ଚ୍ଚ ୫ରେ ଖୋଲା ରହିବ ରାଜ୍ୟର ସମସ୍ତ ସ୍କୁଲ

ମାର୍ଚ୍ଚ ୫ରେ ଛୁଟି ନ ହୋଇ ଖୋଲା ରହିବ ସମସ୍ତ ସ୍କୁଲ । ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲ ଖୋଲା ରହିବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି । ସମସ୍ତ…

ବିଜୁ ପଟ୍ଟନାୟକ ଜୟନ୍ତୀ ଉତ୍ସବରେ ଯୋଗ ଦେବାକୁ ନବୀନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ

ବିରୋଧୀଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିମନ୍ତ୍ରଣ ।କାଲି ସନ୍ଧ୍ୟା ୭ଟାରେ ଜୟଦେବ ଭବନରେ ବିଜୁ ପଟ୍ଟନାୟକ ଜୟନ୍ତୀ ଉତ୍ସବରେ ଯୋଗ ଦେବାକୁ ନିମନ୍ତ୍ରଣ ଦେଲେ ମୁଖ୍ୟମନ୍ତ୍ରୀ । ରାଜ୍ୟସ୍ତରୀୟ ଉତ୍ସବରେ ଯୋଗ…

ଉତ୍କଳ ବିଶ୍ବବିଦ୍ୟାଳୟରେ ଉତ୍ତେଜନା

ଉତ୍କଳ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା । ବିଶ୍ୱବିଦ୍ୟାଳୟରେ ଜୟ ଭୀମ ଛାତ୍ର ସଂଗଠନକୁ ବିରୋଧ କରିଛନ୍ତି । ମାଡ ମାରିଥିବା ଭୟଭୀମ ସଦସ୍ୟଙ୍କୁ ଗିରଫ ଦାବି କରାଯାଇଛି । ଏବିଭିପି, ଛାତ୍ର କଂଗ୍ରେସ ଓ ଅନ୍ୟାନ୍ୟ ଛାତ୍ର ସଂଗଠନର ବିରୋଧ। ବିଶ୍ବବିଦ୍ୟାଳୟ ମୁଖ୍ୟ…

ପଞ୍ଚାୟତିରାଜ ଦିବସ ତାରିଖ ପରିବର୍ତ୍ତନ ମାମଲା: ମୁହାଁ ମୁହିଁ ହେଲେ ବିରୋଧି ଓ ଶାସକ ଦଳ ନେତା

ରାଜ୍ୟରେ ପଞ୍ଚାୟତିରାଜ ଦିବସ ତାରିଖ ପରିବର୍ତ୍ତନ ହେବା ପରେ ରାଜନୈତିକ ଝଡ଼ ଦେଖାଯାଇଛି । ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି ବିରୋଧି ଦଳର ନେତା। ସମାଲୋଚନା କରି ବରିଷ୍ଠ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଛନ୍ତି ରାଜ୍ୟ ସରକାର ପଞ୍ଚାୟତିରାଜ…

ଆଇଏଏସ୍‌ ବିଷ୍ଣୁପଦଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର ରଖିଲେ ହାଇକୋର୍ଟ

ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଘରେ ରେଡ ପ୍ରସଙ୍ଗରେ ବିଷ୍ଣୁପଦଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର ରହିଛି । ଆଇଏଏସ ବିଷ୍ଣୁପଦ ସେଠୀଙ୍କ ସୁରକ୍ଷା ବଳବତ୍ତର ରଖିଲେ ହାଇକୋର୍ଟ । ୧୮ ତାରିଖରେ ହେବ ଏହି ମାମଲାର ପରବର୍ତ୍ତୀ ଶୁଣାଣି । ସୂଚନାଯୋଗ୍ୟ, ବ୍ରିଜ୍…