Category: ରାଜ୍ୟ

ହୁ ହୁ ହୋଇ ବଢ଼ିଚାଲିଛି ପରିବା ଦର; ଚିନ୍ତାରେ ସାଧାରଣ ଜନତା

ଦିନକୁ ଦିନ ବଢ଼ୁଛି ପରିବା ଦର। ଗ୍ରାହକଙ୍କ ପକେଟକୁ ବାଧୁଛି ଦର। ସ୍ୱାଭାବିକ ଥିବା ଦର ଏବେ ବହୁମାତ୍ରାରେ ବୃଦ୍ଧିପାଇଛି ଯାହାକୁ ନେଇ ଚିନ୍ତାରେ ଖାଉଟି। ଅମଳ ସମୟରେ ଆକାଶଛୁଆଁ ପରିବା ଦର। ଯେଉଁ ପରିବା କିଣିଲେ କିଲୋପ୍ରତି ୪୦ ଟଙ୍କାରୁ…

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ୨୨ ଜଣ ଅଫିସରଙ୍କ ବଦଳି ଉପରେ ଲାଗିଲା ରୋକ୍‌

ସରକାର ବଦଳିବା ପରେ ନୂଆ ସରକାର ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି ଥିବା ଅଫିସରମାନଙ୍କୁ ଅନ୍ୟ ବିଭାଗକୁ ବଦଳି କରିବା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ନୂଆ ମୁଖ୍ୟମନ୍ତ୍ରୀଙ୍କୁ ତୃତୀୟ ମହଲା ଆବଣ୍ଟିତ ହେବା ପରେ ସେଠାରେ ଥିବା ସଚିବାଳୟ ସେବା କ୍ୟାଡରର…

ବାଚସ୍ପତି ହେଲେ ସୁରମା ପାଢ଼ୀ

ଆଜି ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ରଣପୁର ବିଧାୟିକା ସୁରମା ପାଢ଼ୀ । ନିର୍ଦ୍ୱନ୍ଦ୍ୱରେ ବାଚସ୍ପତି ନିର୍ବାଚିତ ହୋଇଛନ୍ତି ସୁରମା। କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କଠାରୁ ସେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ବ ଗ୍ରହଣ ପରେ…

ଏମ୍‌କେସିଜି ମେଡିକାଲରେ ଡିପ୍‌ଥେରିଆ ଆକ୍ରାନ୍ତଙ୍କ ମୃତ୍ୟୁ

ଡିପ୍‌ଥେରିଆ ସଂକ୍ରମଣ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢ଼ାଇଦେଇଛି। ବ୍ରହ୍ମପୁର ଏମ୍‌କେସିଜି ମେଡିକାଲରେ ଚିକିିତ୍ସିତ ହେଉଥିବା ଆଉ ଜଣେ ଡିପ୍‌ଥେରିଆ ରୋଗୀଙ୍କର ମୃତ୍ୟୁ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଏମ୍‌କେସିଜି ମେଡିକାଲ ଅଧୀକ୍ଷକ। ମୃତକ କୋରାପୁଟ ବନ୍ଧୁଗାଁର ୧୦ ବର୍ଷର ନାବାଳକ ବୋଲି…

ଭୁବନେଶ୍ବରର ଆପାର୍ଟମେଣ୍ଟରେ ଲାଗିଲା ନିଆଁ

ଭୁବନେଶ୍ବର ପଟିଆ ଛକ ନିକଟ ଏକ ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ପଟିଆ ଛକ ନିକଟରେ ଥିବା କେ.କେ ପ୍ଲାଜା ନାମକ ଆପାର୍ଟମେଣ୍ଟର ଅଷ୍ଟମ ମହଲାରେ ଥିବା ୫୦୮ ନଂ ଫ୍ଲାଟରେ ଲାଗିଲା ନିଆଁ । ତେବେ ନିଆଁ ଲାଗିବାର କାରଣ…

ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ: ଆସନ୍ତାକାଲି ୪ ଘଣ୍ଟା କର୍ଫ୍ୟୁ କୋହଳ

ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ ଘଟଣାକୁ ନେଇ ଦୁଇ ଦିନ ହେବ ପୂରା ସହରରେ କର୍ଫ୍ୟୁ ଲାଗିରହିଛି । ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦରୁ ବାଲେଶ୍ୱର ମୁନିସିପାଲିଟି ଅଞ୍ଚଳରେ ଲାଗୁ ହୋଇଥିବା କର୍ଫ୍ୟୁ ଗୁରୁବାର ଚାରି ଘଣ୍ଟା ପାଇଁ କୋହଳ କରାଯାଇଛି। ସ୍ଥିତିକୁ…

ଦାୟୀତ୍ୱ ଗ୍ରହଣ ପରେ ପ୍ରଥମ ଥର ପାଇଁ ରାଜ୍ୟ କାର୍ଯ୍ୟାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ତା.୧୯/୦୬: ଓଡିଶାବାସିଙ୍କ ପୂର୍ଣ୍ଣ ଜନମତ ହାସଲ କରି ପ୍ରଥମ ଥର ପାଇଁ ଏକାକୀ ବିଜେପି ରାଜ୍ୟରେ ସରକାର ଗଠନ କରିଛି । ଶପଥ ଗ୍ରହଣ ଦିନଠାରୁ ପ୍ରତ୍ୟେକ ଦିନ ହଜାର ହଜାର ସଂଖ୍ୟାରେ ଜନସାଧାରଣଙ୍କ ସହ ମିଶି ସୁଖ ଦୁଖର…

ବଜେଟ୍ ପାଇଁ ସାଧାରଣ ଲୋକଙ୍କ ମତାମତ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

୨୦୨୪-୨୫ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ ପାଇଁ ସାଧାରଣ ଲୋକଙ୍କ ମତାମତ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ଅର୍ଥ ବିଭାଗ ଏକ ସ୍ବତନ୍ତ୍ର ଓ୍ବେବ୍‌ ପୋର୍ଟାଲ ଜରିଆରେ, ଇ-ମେଲ୍‌, ହ୍ବାଟ୍ସଆପ୍‌, ଏବଂ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ମତାମତ ସଂଗ୍ରହ କରାଯିବ । ଜୁନ୍…

ଖୋଲିବନି ରତ୍ନଭଣ୍ଡାର; ଏଏସଆଇ (ASI) ଅଫିସରଙ୍କ ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ

ଜୁଲାଇ ୮ ତାରିଖରେ ଖୋଲିବନି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଏପରିକି ଏଏସ୍ଆଇ ଅଧିକାରୀ ବିଭ୍ରାନ୍ତିକର ତଥ୍ୟ ଦେଇଛନ୍ତି ବୋଲି କହିଛନ୍ତି ମନ୍ତ୍ରୀ । ଏ ନେଇ ପ୍ରତିକ୍ରିୟା ରଖି ଆଇନମନ୍ତ୍ରୀ ଶ୍ରୀ…

ନବୀନ ପଟ୍ଟନାୟକ ହେଲେ ବିରୋଧୀ ଦଳ ନେତା

ବିଧାନସଭାରେ ବିରୋଧୀ ଦଳ ନେତା ହେଲେ ନବୀନ ପଟ୍ଟନାୟକ । ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ହେଲେ ପ୍ରତାପ ଦେବ ।…