ତାଜା ଖବର ରାଜ୍ୟ ରକ୍ତ ଜୁଡୁବୁଡୁ ଅବସ୍ଥାରେ ରାସ୍ତାରୁ ବିଶ୍ବବିଦ୍ୟାଳୟର ଛାତ୍ରୀ ଉଦ୍ଧାର February 20, 2025 Papirani ସମ୍ବଲପୁର ବୁର୍ଲାରେ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ବିଶ୍ବବିଦ୍ୟାଳୟ ଛାତ୍ରୀ ଉଦ୍ଧାର । ଗୁରୁତର ଅବସ୍ଥାରେ ଛାତ୍ରୀ ଜଣଙ୍କୁ ବୁର୍ଲା ସହରର ମେଟାକନୀ ମନ୍ଦିର ପଛପଟ ପଡିଆରୁ ଉଦ୍ଧାର କଲା ପୋଲିସ । ଛାତ୍ରୀ ଜଣଙ୍କ ବୁର୍ଲାରେ ପରିବାର ସହ ରହନ୍ତି ଏବଂ…
ରାଜ୍ୟ କିଟ୍ ପକ୍ଷରୁ ପ୍ରକୃତିଙ୍କ ନାମରେ ମେଧାବୃତ୍ତି ଘୋଷଣା February 19, 2025 Nirvay କିଟ୍ ଛାତ୍ରୀ ପ୍ରକୃତିଙ୍କ ମୃତଦେହ ତାଙ୍କ ବାପା ଓ ମାମୁଙ୍କୁ ହସ୍ତାନ୍ତର ପ୍ରକ୍ରିୟା କାର୍ଯ୍ୟ ଶେଷ ହେବା ପରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସେମାନଙ୍କ ସହ ସାକ୍ଷାତ କରିଥିଲେ । ପ୍ରକୃତିଙ୍କ ଅକାଳ ମୃତ୍ୟୁରେ ସାମନ୍ତ ଗଭୀର…
ତାଜା ଖବର ରାଜ୍ୟ ମୃତ କିଟ୍ ଛାତ୍ରୀ କେବଳ ନେପାଳର ଝିଅ ନୁହେଁ, ଓଡ଼ିଶା ମାଟିର ମଧ୍ୟ ଝିଅ: ସୂର୍ଯ୍ୟବଂଶୀ ସୁରଜ February 19, 2025 Papirani କିଟ୍ ବିଶ୍ୱବିଦ୍ୟାଳୟର ଆତ୍ମହତ୍ୟା କରିଥିବା ନେପାଳୀ ଛାତ୍ରୀଙ୍କୁ ନ୍ୟାୟ ଦେବା ପାଇଁ ଅଣ୍ଟା ଭିଡିଛି ରାଜ୍ୟ ସରକାର । ନ୍ୟାୟ ଦେବା ସହ କିଟ୍ କଲେଜ ପରିସରରେ ଶାନ୍ତି ଫେରାଇ ଅଣାଯିବା ପାଇଁ ନେପାଳର ଦୁଇ ପ୍ରତିନିଧି ସଂଜୀବ ଦାସ ଶର୍ମା…
ତାଜା ଖବର ରାଜ୍ୟ କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା: ଲୋୟର ପିଏମ୍ଜିରେ ଏବିଭିପିର ବିକ୍ଷୋଭ February 19, 2025 Papirani ଭୁବନେଶ୍ୱର କିଟ୍ କ୍ୟାମ୍ପସରେ ଚାଲିଥିବା ଛାତ୍ର ଅଶାନ୍ତି ଏବେ ଜାରି ରହିଥିବା ବେଳେ ଲୋୟର ପିଏମ୍ଜିରେ ବିକ୍ଷୋଭ ପ୍ରଦର୍ଶନ କରିଛି ଏବିଭିପି । କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲାକୁ ନେଇ ରାଜରାସ୍ତାକୁ ଓହ୍ଲାଇଛି ଏବିଭିପି। କିଟ୍ରେ ନେପାଳି ଛାତ୍ରଙ୍କୁ ମାଡ଼ର ନିରପେକ୍ଷ…
ତାଜା ଖବର ରାଜ୍ୟ ରାଜ୍ୟକୁ ଆସୁଛି ବର୍ଷା; ଆଗାମୀ ୨୪ ଘଣ୍ଟା ପାଇଁ ୩ ଜିଲ୍ଲା ଜାରି ହେଲା ଅରେଞ୍ଜ ଆଲର୍ଟ February 19, 2025 Papirani ଆସନ୍ତା କାଲିଠାରୁ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । ୨୦ରୁ ୨୩ ତାରିଖ ଯାଏ ଅର୍ଦ୍ଧାଧିକ ଜିଲ୍ଲାରେ ବର୍ଷା ନେଇ ସୂଚନା । ରାଜ୍ୟରେ ଝଡ ବର୍ଷା ସହ କୁଆପଥର ମାଡ ହେବ । କିଛି ସ୍ଥାନରେ ପ୍ରବଳରୁ ଅତି…
ତାଜା ଖବର ରାଜ୍ୟ କିଟରେ ଛାତ୍ରୀ ମୃତ୍ୟୁ ମାମଲା: ନେପାଳ କାଉନସେଲରଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ February 19, 2025 Papirani ଏବେ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଥିବା କିଟ୍ରେ ଛାତ୍ରୀଙ୍କ ଆତ୍ମହତ୍ୟା ମାମଲାକୁ ନେଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନେପାଳୀ ସହ କଥା ହେଇଥିବା ଜଣାପଡିଛି । ନେପାଳ କାଉନସେଲର ସଞ୍ଜୀବ ଦାସଶର୍ମା ଓ ନବୀନରାଜ ଅଧିକାରୀଙ୍କ ସହ…
ତାଜା ଖବର ରାଜ୍ୟ ୩ ଲକ୍ଷରୁ ଉର୍ଦ୍ଧ୍ୱ ଭୂତ ଖାଉଥିଲେ ରାସନ ଚାଉଳ February 19, 2025 Papirani ବିଧାନସଭା ଗୃହରେ ଉଠିଲା ରାସନ କାର୍ଡ ହିତାଧିକାରୀ ପ୍ରସଙ୍ଗ। ଆଜି ଗୃହରେ ବିଜେଡି ବିଧାୟକ ଗଣେଶ୍ୱର ବେହେରା ଆଜି ପର୍ଯ୍ୟନ୍ତ କେତେ ଜଣ ହିତାଧିକାରୀ ଇ-କେଓ୍ୱାଇସି କରିଛନ୍ତି ପଚାରିଥିବା ପ୍ରଶ୍ନର ଲିଖିତ ଉତ୍ତରରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ…
ତାଜା ଖବର ରାଜ୍ୟ ଏଏସଓଙ୍କୁ ମାଡ଼ ମାରିବା ଘଟଣା; ପୁରୀ ସମୁଦ୍ରକୂଳ ଥାନାର ଦ୍ୱାରସ୍ଥ ହେଲେ ଏଏସଓଙ୍କ ପତ୍ନୀ February 19, 2025 Papirani ବହୁ ଚର୍ଚ୍ଚିତ ପୂର୍ବତନ ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଏଏସଓ ବୈକୁଣ୍ଠ ପ୍ରଧାନଙ୍କୁ ମାଡ଼ ମାରିବା ଘଟଣାରେ ନ୍ୟାୟ ପାଇଁ ଆଜି ପୁରୀ ସ୍ଥିତ ସମୁଦ୍ରକୂଳ ଥାନାର ଦ୍ୱାରସ୍ଥ ହୋଇଛନ୍ତି ହୋଇଛନ୍ତି ଏଏସଓ ବୈକୁଣ୍ଠନାଥ ପ୍ରଧାନଙ୍କ ପତ୍ନୀ ସାୟୋଜ ପ୍ରଧାନ ଓ…
ତାଜା ଖବର ରାଜ୍ୟ ଭିଜିଲାନ୍ସ ଜାଲରେ କେନ୍ଦୁଝର ଭୂ-ଅର୍ଜନ ଉପବିଭାଗର ଡେପୁଟି କଲେକ୍ଟର February 19, 2025 Papirani ଭିଜିଲାନ୍ସ ଜାଲରେ କେନ୍ଦୁଝର ଭୂ-ଅର୍ଜନ ଉପବିଭାଗର ଡେପୁଟି କଲେକ୍ଟର । ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଡେପୁଟି କଲେକ୍ଟର ଶରତ ଗିରି । ଜମି ଅଧିଗ୍ରହଣ ଫାଇନାଲ ବିଲ କରିବାକୁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…
ତାଜା ଖବର ରାଜ୍ୟ ଦେବଗଡ଼ରେ ସରକାରୀ ମୁଦ୍ରଣାଳୟକୁ ଅଧିକ କାର୍ଯ୍ୟକ୍ଷମ ଦାବି; ବିଭାଗୀୟ ପ୍ରମୁଖ ଶାସନ ସଚିବଙ୍କୁ ଦାବିପତ୍ର ଦେଲେ ବିଧାୟକ February 19, 2025 Papirani ଦେବଗଡ଼ ସହରରେ ଥିବା ସରକାରୀ ମୁଦ୍ରଣାଳୟକୁ ଅଧିକ କାର୍ଯ୍ୟକ୍ଷମ ଦାବିରେ ଭୁବନେଶ୍ଵରରେ ଥିବା ବିଭାଗୀୟ ପ୍ରମୁଖ ଶାସନ ସଚିବଙ୍କୁ ଦାବିପତ୍ର ଦେଇଛନ୍ତି ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ଵାଳ । ସେ ନିଜ ଦାବିପତ୍ରରେ ଉଲ୍ଲେଖ କରିଛନ୍ତି ଦେବଗଡ ସହରରେ ଥିବା ସରକାରୀ…