Category: ରାଜ୍ୟ

ମଝି ଚିଲିକାରେ ଫସିଲା ଯାତ୍ରୀବାହୀ ଡଙ୍ଗା

ଜହ୍ନିକୁଦା ଘାଟପେଣ୍ଠରୁ ସାତପଡ଼ା ଯାଉଥିବା ବେଳେ ମଝି ଚିଲିକାରେ ଫସିରହିଥିଲା ଯାତ୍ରୀବାହୀ ଡଙ୍ଗା। ମଏଁସା ନିକଟରେ ହଠାତ୍ ଯାନ୍ତ୍ରିକ ତ୍ରୁଟି ଲାଗି ଡଙ୍ଗାଟି ଅଟକି ଯାଇଥିଲା । ଯାହାଫଳରେ ଯାତ୍ରୀଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। ସୁଚନମୂତାବକ, ଡଙ୍ଗାଟି ଆଜି…

ଅଜଣା ରୋଗରେ ଗଲାଣି ୫ ଶିଶୁଙ୍କ ଜୀବନ

ରାୟଗଡ଼ା ଜିଲା କାଶୀପୁର ବ୍ଲକ ମୁନିସିଂ ପଞ୍ଚାୟତରେ ବ୍ୟାପୁଛି ଅଜଣା ରୋଗ ଆତଙ୍କ। ଏକ ସପ୍ତାହ ମଧ୍ୟରେ ୫ ଶିଶୁଙ୍କ ମୃତ୍ୟୁ ସହ ଅନେକ ଆକ୍ରାନ୍ତ ହୋଇଛନ୍ତି ହୋଇଥିବା ସୂଚନା ମିଳିଛି । ମେଡିକାଲରେ ଜଣେ ଓ ଗାଁରେ ୪ ଜଣଙ୍କ…

ଖୁବଶୀଘ୍ର ବିଭାଗ ବଣ୍ଟନ ହେବ: ମୁଖ୍ୟମନ୍ତ୍ରୀ

କେଉଁ ମନ୍ତ୍ରୀଙ୍କୁ କେଉଁ ବିଭାଗ ମିଳିବ ସେ ନେଇ ସମସ୍ତେ ଆଶା ଆଶଙ୍କାରେ ଅଛନ୍ତି। ବିଭାଗ ବଣ୍ଟନକୁ ସମସ୍ତେ ଚାହିଁ ରାହିଥିବାବେଳେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନରେ ବିଳମ୍ବ ହେଉଛି। ଏ ନେଇ ମନ୍ତବ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ। ଖୁବ୍‌…

କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଭାବେ ଦାୟିିତ୍ୱ ଗ୍ରହଣ କଲେ ଜୁଏଲ ଓରାମ

ଆଜି କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଭାବେ ଜୁଏଲ ଓରାମ ନିଜ ଦାୟିିତ୍ୱ ଗ୍ରହଣ କରିଛନ୍ତି। କାର୍ଯ୍ୟାଳୟରେ ଶ୍ରୀଗଣେଶଙ୍କୁ ଧୂପ, ଦୀପ ଲଗାଇ ପୂଜାର୍ଚ୍ଚନା ପରେ ତୃତୀୟ ଥର ପାଇଁ କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରଣାଳୟ ଦାୟିତ୍ୱ ଗ୍ରହଣ କରିଛନ୍ତି ଜୁଏଲ…

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଗୁରୁତ୍ୱପୂର୍ଣ୍ଣ ବୈଠକ। ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସହ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ। ଉନ୍ନୟନ କମିଶନର, ଅର୍ଥ ସଚିବଙ୍କ ସହ ଅନ୍ୟ ବିଭାଗୀୟ ସଚିବ ମଧ୍ୟ ଉପସ୍ଥିତ। ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ…

ସୁର ନାୟକଙ୍କୁ ଭେଟିଲେ ଛତିଶଗଡ଼ ରାଜ୍ୟପାଳ

ବରିଷ୍ଠ ରାଜନେତା ସୁର ନାୟକଙ୍କୁ ଭେଟିଲେ ଛତିଶଗଡ଼ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ। ଭୁବନେଶ୍ବର ବାସଭବନରେ ଭେଟିବା ସହ ସୁରଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ ଶ୍ରୀ ହରିଚନ୍ଦନ।

କଟକରେ ବୋମା ନିଷ୍କ୍ରିୟ ବେଳେ ହାବିଲଦାର ମୃତ୍ୟୁ

ରଜରେ କଟକ ଗୋପାଳପୁର ଅଞ୍ଚଳରେ ଅଘଟଣ ଘଟିଛି। ଜବତ ବୋମା ନିଷ୍କ୍ରିୟ କଲା ବେଳେ ନିଷ୍କ୍ରିୟକାରୀ ପୁଲିସ ଟିମ୍‌ରେ ଥିବା ଜଣେ ହାବିଲଦାରଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ପୁଲିସ ଜବତ କରିଥିବା ବୋମା ପାଣିରେ ନିଷ୍କ୍ରିୟ କରିବା ସମୟରେ ହଠାତ…

ଆସନ୍ତା ୧୭ରୁ ଛେଚିବ ବର୍ଷା

ଆସନ୍ତା ୧୭ରୁ ବଢ଼ିବ ବର୍ଷା। ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ସୂଚନା। ୧୮ ତାରିଖରେ ମଧ୍ୟ ଦକ୍ଷିଣ ଓଡ଼ିଶାରେ ହେବ ବର୍ଷା। ମୌସୁମୀ ବର୍ତ୍ତମାନ କୋରାପୁଟରେ ସକ୍ରିୟ ରହିଥିବାବେଳେ ଆଗାମୀ ୩ରୁ ୪ ଦିନ ଭିତରେ ଆଗକୁ ଅଗ୍ରସର ହେବ।…

କାମଚଳା ବାଚସ୍ପତି ଭାବେ ଶପଥ ନେଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ

ପ୍ରୋ-ଟେମ୍ ସ୍ପିକର ବା କାମଚଳା ବାଚସ୍ପତି ଭାବେ ଶପଥ ନେଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ। ଆଜି ସପ୍ତଦଶ ଓଡ଼ିଶା ବିଧାନସଭାର ଆଠଗଡ ବିଧାୟକ ରାଜା ସ୍ୱାଇଁଙ୍କୁ କାମଚଳା ବାଚସ୍ପତି ଭାେବେ ଶପଥପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ । କାମଚଳା ବାଚସ୍ପତି…

‘ରଜ’ ପର୍ବର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଆଜିଠୁ ଆରମ୍ଭ ଓଡ଼ିଶାର ପାରମ୍ପରିକ ଗଣପର୍ବ ରଜ। ଆଜି ହେଉଛି ପହିଲି ରଜ। ରଜ ପର୍ବ ପାଇଁ ଆଜି ସାରା ରାଜ୍ୟ ଉତ୍ସବ ମୁଖର। ଆଜି ଏହି ଗଣପର୍ବ ‘ରଜ’ର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ…