Category: ରାଜ୍ୟ

ରାଜ୍ୟପାଳ ହରି ବାବୁ କମ୍ଭମ୍‌ପତିଙ୍କୁ ଭେଟିଲେ ସାଂସଦ ବୈଜୟନ୍ତ ପଣ୍ଡା

ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ଆଜି ରାଜଭବନରେ ରାଜ୍ୟପାଳ ହରି ବାବୁ କମ୍ଭମ୍‌ପତିଙ୍କୁ ଭେଟି ରାଜ୍ୟ ଓ ଦେଶର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେବାପରେ ହରିବାବୁ…

କଂଗ୍ରେସକୁ ଫେରିଲେ ବରିଷ୍ଠ ନେତା ସୁର ରାଉତରାୟ

୯ ମାସ ପରେ ଦଳକୁ ଫେରିଲେ ବରିଷ୍ଠ କଂଗ୍ରେସ ନେତା ପୂର୍ବତନ ଜଟଣୀ ବିଧାୟକ ସୁର ରାଉତରାୟ । ମାର୍ଚ୍ଚ ୨୭ରେ କଂଗ୍ରେସର ସବୁ କମିଟିରୁ ସେ ଇସ୍ତଫା ଦେଇଥିଲେ । ସମର୍ଥକଙ୍କ ସହ କଂଗ୍ରେସ ଭବନକୁ ମୁଣ୍ଡିଆ ମାରି ପ୍ରବେଶ…

ହଟ୍ଟଗୋଳ ଯୋଗୁ ଚାଲିପାରିଲାନି ଗୃହ, ୧୨ଟା ଯାଏଁ ବିଧାନସଭା ମୁଲତବୀ

ବିଧାନସଭା ବଜେଟ୍‌ ଅଧିବେଶନର ଆଜି ତୃତୀୟ ଦିନ । ତେବେ ଶନିବାର ଦିନ ବିଧାନସଭା ଆରମ୍ଭରୁ ଗୃହରେ ଅଚଳାବସ୍ଥା ଦେଖାଦେଇଛି । ପ୍ରବଳ ହଟ୍ଟଗୋଳ କାରଣରୁ ମଧ୍ୟାହ୍ନ ୧୨ଟା ଯାଏଁ ଗୃହକୁ ମୁଲତବି ରଖିଛନ୍ତି ବାଚସ୍ପତି ସୁରମା ପାଢ଼ୀ । ଆଇନ…

ପୁଣି ଜୀବନ ନେଲା ‘ମୋ ବସ୍‌’; ଧକ୍କାରେ ମହିଳା ମୃତ

ରାଜଧାନୀରେ ଚିନ୍ତା ବଢ଼ାଉଛି ମୋ ବସ୍ ଦୁର୍ଘଟଣା । ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚିଛି ବସ୍‌ ଚାଳକମାନଙ୍କ ବେପରୁଆ ଚାଳନା । ନାବାଳିକାର ମୁତ୍ୟୁ ଘଟଣା ରାଜଧାନୀବାସୀ ଭୁଲି ନଥିବା ବେଳେ କାଲି ସନ୍ଧ୍ୟାରେ ପୁଣି ଅଘଟଣ ଘଟାଇଛି ମୋ ବସ ।…

ମହିମା ପୀଠର ବିକାଶ ପାଇଁ ଡିପିଆର ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ଆଜି ସନ୍ଧ୍ୟାରେ ମହିମା ପୀଠରେ ପହଞ୍ଚି ପ୍ରଥମେ ଧୂନି ମନ୍ଦିରରେ ଅଲେଖ ସ୍ଵାମୀଙ୍କ ଆଶୀର୍ବାଦ ନେଇଥିଲେ । ପରେ ଭଜନ ମଣ୍ଡପରେ ପହଞ୍ଚି ମହିମା ସାଧୁଙ୍କ ସହ ଆଲୋଚନା କରିଥିଲେ । ବକଳ ଧାରୀ ମହିମା ସମାଜର ସାଧୁମାନଙ୍କ ସହ…

ଅଜୟ କୁମାର ଲଲ୍ଲୁ ଓଡ଼ିଶା ପ୍ରଦେଶ କଂଗ୍ରେସର ନୂଆ ପ୍ରଭାରୀ

ଓଡ଼ିଶା ପ୍ରଦେଶ କଂଗ୍ରେସ ପାଇଁ ନୂଆ ପ୍ରଭାରୀଙ୍କୁ ନିଯୁକ୍ତି ମିଳିଛି । ବରିଷ୍ଠ କଂଗ୍ରେସ ନେତା ଭକ୍ତ ଚରଣ ଦାସଙ୍କୁ ପିସିସି ସଭାପତି ଭାବେ ଏଆଇସିସି ନିଯୁକ୍ତି ପରେ ଏବେ ଅଜୟ କୁମାର ଲଲ୍ଲୁଙ୍କୁ ଏହି ଗୁରୁଦାୟିତ୍ୱ ମିଳିଛି । ଏନେଇ…

ଓଡ଼ିଆ ଅସ୍ମିତାକୁ ନେଇ ବିଧାନସଭାରେ ମୁହାଁମୁହିଁ ହେଲେ ଅରୁଣ ସାହୁ ଓ ସୂର୍ଯ୍ୟବଂଶୀ

ଗୃହରେ ଉଠିଲା ଓଡ଼ିଆ ଅସ୍ମିତା ଝଡ । ଓଡ଼ିଆ ଅସ୍ମିତାକୁ ନେଇ ମୁହାଁମୁହିଁ ହେଲେ ବିରୋଧୀ ଦଳର ବିଧାୟକ ଅରୁଣ ସାହୁ ଏବଂ କ୍ରୀଡ଼ା ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ । ଆଜି ବିଧାନସଭାରେ ବିଧାୟକ ଅରୁଣ ସାହୁ ଲିଖିତ ପ୍ରଶ୍ନ…

ନବ ଦାସଙ୍କ ରୋଷେୟା ମୃତ୍ୟୁ ମାମଲାରେ ପୁଣି ଆରମ୍ଭ ହେବ ତଦନ୍ତ

ବହୁଚର୍ଚ୍ଚିତ ସ୍ୱର୍ଗତ ନବ ଦାସଙ୍କ ରୋଷେୟା ଲଲିତ ସାହୁଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ଆଜି ନୂଆ ମୋଡ ନେଇଛି । ତଦନ୍ତରେ ଅସନ୍ତୋଷ ପ୍ରକାଶ କରି ଲଲିତଙ୍କ ବାପା ବେଲାଲସେନ ସାହୁ ଡିଜିପିଙ୍କୁ ଚିଠି ଲେଖିବାପରେ ପୁନଃତଦନ୍ତ ପାଇଁ ଉତ୍ତରାଞ୍ଚଳ ଆଇଜି…

କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କୁ ମିଳିବ ୧୦ ମାସର ବକେୟା ରାଶି; ଉପକୃତ ହେବେ ୬୨ ହଜାରରୁ ଊର୍ଦ୍ଧ୍ବ ଷ୍ଟାଫ୍

ଜାତୀୟ ଗ୍ରାମୀଣ ଜୀବିକା ମିଶନ ଅଧୀନରେ ଓଡିଶା ଜୀବିକା ମିଶନ ୨୦୧୨ ମସିହା ଅପ୍ରେଲ ୧ ତାରିଖରୁ କାର୍ଯ୍ୟକାରୀ ହେଉଅଛି । ଏହି ଯୋଜନାର ଆଭିମୁଖ୍ୟ ଅନୁଯାୟୀ ଗ୍ରାମୀଣ ପରିବାରମାନଙ୍କର ଜୀବନ ଜୀବିକାରେ ଉନ୍ନତି ନିମନ୍ତେ ସ୍ଵୟଂ ସହାୟକ ଗୋଷ୍ଠୀ ଗଠନ…

କଂଗ୍ରେସରୁ ସବୁ ନିଲମ୍ବନ, ବହିଷ୍କାର ପ୍ରତ୍ୟାହାର ଘୋଷଣା କଲେ ଭକ୍ତ ଦାସ

ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଦାସ ଙ୍କ ବଡ଼ ନିଷ୍ପତ୍ତି । ନିଲମ୍ବନ ହୋଇଥିବା ପୁରୁଖା ନେତାଙ୍କୁ ଦଳକୁ ଅଣାଯିବ । ରାଜ୍ୟ କଂଗ୍ରେସରୁ ସମସ୍ତ ନିଲମ୍ବନ ଓ ବହିଷ୍କାର ପ୍ରତ୍ୟାହାର କରିଛନ୍ତି ଭକ୍ତ ଦାସ ।…