ରାଜନୀତି ରାଜ୍ୟ ରାଜ୍ୟ ସରକାରଙ୍କୁ ନବ ଦାସ ହତ୍ୟା ମାମଲାରେ ରିପୋର୍ଟ ମାଗିଲେ ହାଇକୋର୍ଟ February 12, 2025 Nirvay ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ପ୍ରସଙ୍ଗ ନେଇ ହୋଇଥିବା ଜନସ୍ୱାର୍ଥ ମାମଲାରେ ରିପୋର୍ଟ ମାଗିଛି ଓଡିଶା ହାଇକୋର୍ଟ । ନବ ଦାସଙ୍କୁ ଗୁଳି ମାରି ହତ୍ୟା କରାଯିବା ଘଟଣା ସଂପର୍କିତ ଫୌଜଦାରୀ ମାମଲା…
ରାଜନୀତି ରାଜ୍ୟ ଓଡିଶା ଓ ଓଡିଶା ବାସୀଙ୍କ ସ୍ୱାର୍ଥ ପାଇଁ ବିଧାନସଭାରେ ଦୃଢ଼ ସ୍ୱର ଉଠାଇବ ବିଜେଡି: ନବୀନ ପଟ୍ଟନାୟକ February 12, 2025 Nirvay ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସଭାପତିତ୍ୱରେ ଶଙ୍ଖ ଭବନରେ ଆଜି ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପଟ୍ଟନାୟକ ଡବଲ ଇଞ୍ଜିନ ସରକାରକୁ ଦାୟିତ୍ବହୀନ ବୋଲି କହିଛନ୍ତି । ସେ ପୁଣି କହିଛନ୍ତି ଯେ…
ଦେଶ ରାଜ୍ୟ ବ୍ୟକ୍ତିଗତ ସଚିବଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ଜୁଏଲ ଓରାମଙ୍କ ଚିଠି February 12, 2025 Nirvay ବ୍ୟକ୍ତିଗତ ସଚିବଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଲେ ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ । ଦାୟିତ୍ୱରେ ଦୀର୍ଘ ଦିନ ଅନୁପସ୍ଥିତି ପାଇଁ ଆଇଏଏସ ପରାଗ ହର୍ଷଦ ଗଭାଲିଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ କେନ୍ଦ୍ରମନ୍ତ୍ରୀ ଜୁଏଲ…
ତାଜା ଖବର ରାଜ୍ୟ ବାରବାଟୀରେ ହେବ ସେଲିବ୍ରିଟି କ୍ରିକେଟ୍ ଲିଗ୍: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରସିଦ୍ଧ ଚଳଚ୍ଚିତ୍ର ନିର୍ମାତା ବୋନି କାପୁର ଏବଂ ଅଭିନେତା ଅର୍ଜୁନ କାପୁର February 12, 2025 Papirani ଆଜି ଓଡିଶା ବିଧାନସଭା ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରସିଦ୍ଧ ବଲିଉଡ୍ ଫିଲ୍ମ ନିର୍ମାତା ବୋନି କାପୁର ଏବଂ ଅଭିନେତା ଅର୍ଜୁନ କାପୁର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଓଡିଶାରେ ଆୟୋଜିତ ହେବାକୁ ଥିବା ସେଲିବ୍ରିଟି କ୍ରିକେଟ୍ ଲିଗରେ ମୁଖ୍ୟ…
ତାଜା ଖବର ରାଜନୀତି ରାଜ୍ୟ ଦଳକୁ ଫେରିଲେ ନିସର୍ତ୍ତରେ ଗ୍ରହଣ: ନୂଆ ପିସିସି ସଭାପତି ଭକ୍ତ ଚରଣ ଦାସ February 12, 2025 Papirani ଦୀର୍ଘ ୮ ମାସ ପରେ ରାଜ୍ୟ କଂଗ୍ରେସକୁ ମିଳିଲେ ନୂଆ ମୁଖିଆ।ଗତକାଲି ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ ଓଡ଼ିଶା କଂଗ୍ରେସ ସଭାପତି ନିଯୁକ୍ତ କରାଯାଇଥିବା ବେଳେ କଟକ ଜିଲ୍ଲା ସଭାପତି ମାନସ ଚୌଧୁରୀଙ୍କୁ ଉପରୁ…
ତାଜା ଖବର ରାଜ୍ୟ ଆପାର୍ଟମେଣ୍ଟ ରେଜିଷ୍ଟ୍ରେସନ ବିଜ୍ଞପ୍ତି ଉପରେ ରୋକ ଲଗାଇଲେ ହାଇକୋର୍ଟ February 12, 2025 Papirani ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ନୂଆ ବିଜ୍ଞପ୍ତି ଉପରେ ହାଇକୋର୍ଟ ସ୍ଥଗିତାଦେଶ ଜାରି କରିଛନ୍ତି। ଗୃହ ଓ ନଗର ନିର୍ମାଣ ବିଭାଗ ପକ୍ଷରୁ ଜାରି ଏହି ବିଜ୍ଞପ୍ତି ଉପରେ ସ୍ଥଗିତାଦେଶ ଜାରି କରିଛନ୍ତି ହାଇକୋର୍ଟ । ରେରା ଆଇନ ପୂର୍ବରୁ ଶେଷ ହୋଇଥିବା…
ତାଜା ଖବର ରାଜ୍ୟ ସ୍ତ୍ରୀର ମାନସିକ ନିର୍ଯ୍ୟାତନା ସହି ନ ପାରି ଓଡ଼ିଆ ରାପର୍ ଅଭିନବ ସିଂହଙ୍କ ଆତ୍ମହତ୍ୟା ! February 12, 2025 Papirani ଓଡ଼ିଆ ରାପର୍ ତଥା ଇଞ୍ଜିନିୟର ଅଭିନବ ସିଂହ ଆତ୍ମହତ୍ୟା କରିଛନ୍ତି । ବେଙ୍ଗାଲୁରୁରେ ଭଡ଼ା ଘରେ ସେ ବିଷ ପିଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ସ୍ତ୍ରୀଙ୍କ ଦ୍ଵାରା ନିର୍ଯାତନା ଦେବା କାରଣରୁ ଅଭିନବ ଆତ୍ମହତ୍ୟା କରିଥିବା ପରିବାର ଲୋକ ଅଭିଯୋଗ…
ତାଜା ଖବର ରାଜ୍ୟ ରାଜା ସ୍ଵାଇଁଙ୍କ ଗାଡ଼ିକୁ ଇଟା ଓ ଅଣ୍ଡାମାଡ February 12, 2025 Papirani ତିଗିରିଆ ବ୍ଲକ ପଞ୍ଚାୟତ ସମିତି ବୈଠକରେ ଯୋଗଦେବାକୁ ଯାଇଥିବା ବେଳେ ବ୍ଲକ ସମ୍ମୁଖରେ କଟକ ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ (ରାଜା) ସ୍ୱାଇଁଙ୍କୁ ବିରୋଧ । ନାରାବାଜି, ଠେଲାପେଲା ସହ ବ୍ଲକ ସମ୍ମୁଖରେ ଦେଖା ଦେଇଛି ଉତ୍ତେଜନା । ଏହି ଉତ୍ତେଜନା…
ତାଜା ଖବର ରାଜ୍ୟ କନିଷ୍ଠ ଶିକ୍ଷକଙ୍କ ଦରମା ବଢାଇଲେ ରାଜ୍ୟସରକାର February 12, 2025 Papirani କନିଷ୍ଠ ଶିକ୍ଷକଙ୍କ ପାଇଁ ଖୁସି ଖବର ଆଣିଲେ ରାଜ୍ୟସରକାର । ବଢିଲା କନିଷ୍ଠ ଶିକ୍ଷକଙ୍କ ଦରମା । ସମଗ୍ର ଶିକ୍ଷା ଅଭିଯାନ ଅଧିନରେ କାର୍ଯ୍ୟରତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍କୁଲର ଶିକ୍ଷକଙ୍କ ଦରମା ୫ ହଜାର ଟଙ୍କା ବୃଦ୍ଧି କରିଛନ୍ତି…
ତାଜା ଖବର ରାଜ୍ୟ ଏଥର ବିଧାନସଭାରେ ପେପର ନୁହେଁ ଟ୍ୟାବ୍ରେ ପଢ଼ିବେ ବିଧାୟକ February 12, 2025 Papirani ବିଧାନସଭାରେ ଏବେ ସ୍ମାର୍ଟ ହେବେ ବିଧାୟକ। ବିଧାନସଭାରେ ଆଉ କାଗଜ ନୁହେଁ ଲାଗିଲା ଟ୍ୟାବ୍ । ଯାହା ଫଳରେ ଏଥର ବିଧାନସଭାରେ ପେପର ନୁହେଁ ଟ୍ୟାବ୍ରେ ପଢ଼ିବେ ବିଧାୟକ। ଆଜି ପେପର୍ ଲେସ୍ ବିଧାନସଭା ଉଦଘାଟନ ହୋଇଛି । ବିଧାନସଭା ଗୃହରେ…