Category: ରାଜ୍ୟ

ଜୁନ ୧୮ରୁ ଖୋଲିବ ସ୍କୁଲ : କ୍ୟାମ୍ପସ ପରିଷ୍କାର ରଖିବାକୁ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ

ସରିବାକୁ ଯାଉଛି ଖରାଦିନ ଛୁଟି ।ରାଜ୍ୟରେ ଗ୍ରୀଷ୍ମ ଅବକାଶ ପରେ ଆସନ୍ତା ୧୮ତାରିଖରୁ ସ୍କୁଲ ଖୋଲିବ । ଏହାର ସପ୍ତାହେ ପୂର୍ବରୁ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଛି। ଶ୍ରେଣୀଗୃହଠାରୁ ଆରମ୍ଭ କରି ଶୌଚାଳୟ ପର୍ଯ୍ୟନ୍ତ ପରିଷ୍କାର କରିବାକୁ ନିର୍ଦ୍ଦେଶ ରାଜ୍ୟ ଶିକ୍ଷାବିଭାଗ…

କେନ୍ଦୁପତ୍ର ଗୋଦାମରେ ଅଗ୍ନିକାଣ୍ଡ, ୪ କୋଟିର କେନ୍ଦୁପତ୍ର ପୋଡି ପାଉଁଶ

ମାଲକାନଗିରି ଜିଲ୍ଲା ସଦର ନିକଟରେ ଥିବା ଏମଭି-୩ ସ୍ଥିତ ଜଣେ କେନ୍ଦୁପତ୍ର ବ୍ୟବସାୟୀଙ୍କ ଗୋଦାମରେ ଲାଗିଛି ନିଆଁ। ବିଳମ୍ବିତ ରାତିରେ ନିଆଁ ଲାଗିଥିବା ବେଳେ ରାତିରୁ ୪ଟି ଦମକଳ ଗାଡି ନିଆଁ ଲିଭାଇବା ପାଇଁ ନିୟୋଜିତ ହୋଇଥିଲେ । ହେଲେବି ନିଆଁ…

ପୁଣି ଥରେ ଭୁବନେଶ୍ୱରବାସୀ ଦେଖିବେ ମୋଦୀଙ୍କ ରୋଡ୍‌ ସୋ

ଭୁବନେଶ୍ୱର : ପୁଣି ଥରେ ଭୁବନେଶ୍ୱରବାସୀ ଦେଖିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରୋଡ୍‌ ସୋ’ । ମୋଦୀଙ୍କ ଏହି ରୋଡ୍‌ ସୋ’ ଆସନ୍ତା ୧୨ ତାରିଖ ବୁଧବାର ସଂଧ୍ୟା ସମୟରେ ଆୟୋଜନ କରାଯିବ। ଏକ ସ୍ୱତନ୍ତ୍ର ବାହନରେ ନରେନ୍ଦ୍ର ମୋଦୀ ଜୟଦେବ…

ଇସ୍ତଫା ଦେଲେ ଓଡ଼ିଶା ଖଦି ଓ ଗ୍ରାମ୍ୟ ଉଦ୍ୟୋଗ ବୋର୍ଡର ସଭାପତି ସଂଗ୍ରାମ କେଶରୀ

ଭୁବନେଶ୍ୱର : ଓଡ଼ିଶା ଖଦି ଓ ଗ୍ରାମ୍ୟ ଉଦ୍ୟୋଗର ସଭାପତି ପଦରୁ ଇସ୍ତଫା ଦେଲେ ସଂଗ୍ରାମ କେଶରୀ ପାଇକରାୟ ।ଆଇଏମ୍‌ଏସ୍‌ଏମ୍‌ଇ ବିଭାଗକୁ ସେ ନିଜର ଇସ୍ତଫା ପତ୍ର ପଠାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ସେ ଦୁଇ ଥର ଏଠାରେ ସଭାପତି…

ରାଜନୀତିରୁ ସନ୍ନ୍ୟାସ ନେଲେ ଭି କେ ପାଣ୍ଡିଆନ

ସକ୍ରିୟ ରାଜନୀତିରୁ ଅବସର ଘୋଷଣା କଲେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ରବିବାର ଭିଡିଓ ବାର୍ତ୍ତ ଜାରି କରି ସକ୍ରିୟ ରାଜନୀତିରୁ ଅବସର ବିଷୟରେ ସୂଚନା ଦେଇଛନ୍ତି। ବିଧିବଦ୍ଧ ଭାବେ ରାଜନୀତିରୁ ସନ୍ନ୍ୟାସ ନେବା ନେଇ ଘୋଷଣା କରିଛନ୍ତି । ପାଣ୍ଡିଆନ୍…

ଜୁନ୍‌ ୧୨ ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ବଦଳିଲା ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ତାରିଖ । ଜୁନ୍‌ ୧୦ ପରିବର୍ତ୍ତେ ଜୁନ୍‌ ୧୨ରେ ହେବ ଶପଥ ଗ୍ରହଣ ସମାରୋହ। ବିଜେପି ରାଜ୍ୟ ମୁଖପାତ୍ର ଯତୀନ ମହାନ୍ତି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୧୧ ତାରିଖରେ ବିଧାୟକ…

ରାଜନୀତିରୁ ସନ୍ନ୍ୟାସ ନେଲେ ଅଚ୍ୟୁତ ସାମନ୍ତ

ରାଜନୀତିରୁ ସନ୍ନ୍ୟାସ ନେଲେ ବିଜୁ ଜନତା ଦଳର ଅନ୍ୟତମ ନେତା ତଥା କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ । ଆଜି ଏ ନେଇ ଶ୍ରୀ ସାମନ୍ତ ଘୋଷଣା କରିବା ସହ ଜୁନ୍‍ ୯ ତାରିଖଠାରୁ ସେ ରାଜନୀତିରୁ ଅବ୍ୟାହତି ନେଉଥିବା ପ୍ରକାଶ…

ଧର୍ମେନ୍ଦ୍ର, ଅଶ୍ୱିନୀ ଓ ଜୁଏଲ ଓରାମଙ୍କୁ ମିଳିପାରେ ମନ୍ତ୍ରୀ ପଦ, ଆସିଲା ଫୋନ୍‌

ଆଜି ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦି।କ୍ରମାଗତ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ କରିବେ। ଏହା ପୂର୍ବରୁ ମୋଦି କ୍ୟାବିନେଟରେ କାହାକୁ…

ହାଇକମାଣ୍ଡଙ୍କ ଡ଼ାକରାରେ ଦିଲ୍ଲୀ ଗଲେ ସୁରେଶ ପୂଜାରୀ

ଭୁବନେଶ୍ୱର : ହାଇକମାଣ୍ଡଙ୍କ ଡ଼ାକରାରେ ବ୍ରଜରାଜନଗର ଭାଜପା ବିଧାୟକ ସୁରେଶ ପୂଜାରୀଙ୍କୁ ଦିଲ୍ଲୀରେ ପହଞ୍ଚିଛନ୍ତି। ଆସନ୍ତାକାଲି ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବାର କାର୍ଯ୍ୟକ୍ରମ ଥିବା ବେଳେ ତାଙ୍କୁ କୌଣସି ବଡ଼ ଭୂମିକା ମିଳିପାରେ। ରବିବାର ସେ କେନ୍ଦ୍ରୀୟ ନେତୃତ୍ବଙ୍କ ସହ…

ଆମେ ଡିଫେନ୍ସିଭ୍ ହୋଇ ନିର୍ବାଚନ ଲଢିଲୁ- ପ୍ରଦୀପ ମାଝୀ

ବିଜେଡିର ଶୋଚନୀୟ ପରାଜୟକୁ ନେଇ ବିସ୍ଫୋରକ ବୟାନ ଦେଲେ ପ୍ରଦୀପ ମାଝୀ । ସେ ଏକ ନିର୍ଦ୍ଦିଷ୍ଟ ଗଣମାଧ୍ୟମର ସାକ୍ଷାତକାରରେ କହିଛନ୍ତି ଆମେ ଯେପରି ଲଢ଼ିଥିଲୁ ଆଶାତୀତ ନଥିଲା । ଆମେ ଡିଫେନ୍ସିଭ୍ ହୋଇ ନିର୍ବାଚନ ଲଢିଲୁ । ନବୀନଙ୍କୁ କାଉଣ୍ଟର…