Category: ରାଜ୍ୟ

ଚଳିତ ବର୍ଷ ହୋଇପାରିବ ନାହିଁ ମାଟ୍ରିକ ପ୍ରଶ୍ନପତ୍ର ଲିକ୍; ଜାଣନ୍ତୁ କଣ ନିଆଯାଇଛି ପଦକ୍ଷେପ

ଫେବ୍ରୁଆରୀ ୨୧ରୁ ମାର୍ଚ୍ଚ ୬ ଯାଏଁ ଚାଲିବ ମାଟ୍ରିକ ପରୀକ୍ଷା । ଏହା ପୂର୍ବରୁ ଆଜି ବୋର୍ଡ ପକ୍ଷରୁ ପ୍ରେସମିଟ୍ କରାଯାଇଛି । ସାମ୍ୱାଦିକ ସମ୍ମିଳନୀରେ ମାଧ୍ୟମିକ ଶିକ୍ଷା ପରିଷଦର ସଭାପତି ଶ୍ରୀକାନ୍ତ ତରାଇ କହିଛନ୍ତି ଚଳିତ ବର୍ଷ ମାଟ୍ରିକ ପରୀକ୍ଷା…

ଲୋକଙ୍କ ସମସ୍ୟା ତ୍ବରିତ ସମାଧାନ କରିବାକୁ ନିର୍ଦ୍ଦେଶ ଦେଲେ ସିଏମ୍‌ଓ

ଜନଶୁଣାଣିର ଅଭିଯୋଗ ତୁରନ୍ତ ସମାଧାନ କରିବାକୁ ସିଏମ୍‌ଓରୁ ଚିଠି । ସିଏମ୍‌ଓ ପକ୍ଷରୁ ମୁଖ୍ୟ ଶାସନ ସଚିବ, ପୋଲିସ ଓ ଜିଲ୍ଲାପାଳଙ୍କୁ ଚିଠି ଲେଖାଯାଇଥିବା ସୂଚନା । ଅଭିଯୋଗ ପତ୍ର ଗୁଡ଼ିକର ତ୍ବରିତ ସମାଧାନ କରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି ।…

ରାମ ମନ୍ଦିରରେ ପଡ଼ିଲା ତାଲା; ଅସନ୍ତୋଷ ବ୍ୟକ୍ତ କଲେ ଭକ୍ତ 

ଭୁବନେଶ୍ଵର ରାମ ମନ୍ଦିରରେ ନୂଆ ପୂଜକ ନିଯୁକ୍ତି ନେଇ ବିବାଦ। ମନ୍ଦିରର ଏକ୍ଜିକ୍ୟୁଟିଭ ଅଫିସର ପ୍ରଶାନ୍ତ ପାଣି ଏବଂ ପୂଜକଙ୍କ ମଧ୍ୟରେ ବିବାଦ ଦେଖିବାକୁ ମିଳିଛି। ଟ୍ରଷ୍ଟ ବୋର୍ଡ ପୁରୁଣା ପୂଜକଙ୍କୁ ନଜଣାଇ ନୂତନ ପୂଜକ ନିଯୁକ୍ତ କରିବା ଓ ମନ୍ଦିର…

ରାଜ୍ୟ ସରକାରଙ୍କ ସହ ଅର୍ଥ କମିଶନଙ୍କ ବୈଠକ ଆରମ୍ଭ

କେନ୍ଦ୍ରୀୟ ଷୋଡ଼ଶ ଅର୍ଥ କମିଶନ ଅଧ୍ୟକ୍ଷ ଅରବିନ୍ଦ ପନଗରିୟାଙ୍କ ସମେତ ମୋଟ ୧୫ ଜଣ ସଦସ୍ୟ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ବେଳେ ରାଜ୍ୟ ସରକାରଙ୍କ ସହ ଅର୍ଥ କମିଶନଙ୍କ ବୈଠକ ଆରମ୍ଭ । ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ…

ଫେବ୍ରୁଆରି ୧୦ରୁ ହେବ ଜୋର୍‌ଦାର୍‌ ହେବ ଗାଡି ଚେକିଂ 

ଫେବ୍ରୁଆରି ୧୦ରୁ ହେବ ରାଜ୍ୟରେ ଜୋର୍‌ଦାର୍‌ ହେବ ଗାଡି ଚେକିଂ। ଏନେଇ ସୂଚନା ଦେଇଛନ୍ତି କମିଶନରେଟ ପୋଲିସ। ସୂଚନା ଅନୁଯାୟୀ, ଗାଡ଼ି କାଚରେ କଳାଜରି, ଉଚ୍ଚ ଶବ୍ଦରେ ହର୍ଣ୍ଣ ଥିଲେ କଡ଼ା ଆକ୍ସନ ନିଆଯିବ। ଗାଡ଼ିର ଆଗ ଓ ପଛକାଚ ଦେଇ…

ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଷୋଡ଼ଶ ଅର୍ଥ କମିଶନ

ଷୋଡ଼ଶ ଅର୍ଥ କମିଶନ ଅଧ୍ୟକ୍ଷ ଡ଼ଃ ଅରବିନ୍ଦ ପାନାଗାରିଆଙ୍କ ନେତୃତ୍ୱରେ ଓଡିଶା ଗସ୍ତରେ ଆସିଥିବା ୧୫ ଜଣିଆ ପ୍ରତିନିଧି ଦଳ ଆଜି ଦ୍ଵିତୀୟ ଦିନରେ ପୁରୀଗସ୍ତରେ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି । ପୁରୀ ରାଜଭବନରେ ପୁରୀ ପୌର ପାଳିକା…

ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା: କମିଶନଙ୍କ ତଦନ୍ତ ଶେଷ

ବହୁଚର୍ଚ୍ଚିତ ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ଦିଆଯାଇଥିବା ନିର୍ଯାତନା ମାମଲାରେ କମିଶନଙ୍କ ତଦନ୍ତ ଶେଷ ହୋଇଛି। ଏ ନେଇ ଆଜି ସୂଚନା ଦେଇଛନ୍ତି ଜଷ୍ଟିସ ସି.ଆର ଦାଶ କମିଶନଙ୍କ ସଚିବ ଶୁଭେନ୍ଦ୍ର ମହାନ୍ତି । ସେ କହିଛନ୍ତି ସମସ୍ତ ସାକ୍ଷ୍ୟ…

ବାରବାଟୀ ଷ୍ଟାଡିୟମ ଜଗିବେ ୫୦ ପ୍ଲାଟୁନ ପୋଲିସ ଫୋର୍ସ

ବାରବାଟୀ ଷ୍ଟାଡିୟମ ଜଗିବେ ୫୦ ପ୍ଲାଟୁନ ପୋଲିସ ଫୋର୍ସ ।ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ-ଇଂଲଣ୍ଡ ଦିନିକିଆ। ଏଥିପାଇଁ ଆଜି କମିଶନରେଟ ପୋଲିସ କାର୍ଯ୍ୟାଳୟରେ ପୋଲିସ କମିଶନରଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି । ବାରବାଟୀରେ ଦିନିକିଆ ପାଇଁ ଭିଡ଼କୁ…

ଇଓଡବ୍ଲ୍ୟୁ ଦ୍ୱାରା ଠକ ଦମ୍ପତ୍ତି ଗିରଫ

ଭୁବନେଶ୍ୱରରୁ ଠକ ଦମ୍ପତ୍ତି ଗିରଫ । ଠକେଇ ଅଭିଯୋଗରେ ଇଓଡବ୍ଲ୍ୟୁ ଦ୍ୱାରା ଦମ୍ପତ୍ତି ଗିରଫ ହୋଇଛନ୍ତି । ଜାଲ ଡକ୍ୟୁମେଣ୍ଟ ଦେଇ ଲୋନ ନେବା ଅଭିଯୋଗରେ ଦମ୍ପତ୍ତି ଗିରଫ କରାଯାଇଥିବା ସୂଚନା ମିଳିଛି । ପଟିଆ ସୀତାନାଥ ରେସିଡେନ୍ସିରେ ରହୁଥିବା ଦମ୍ପତ୍ତି…

ଜୟଦେବ ଜେନାଙ୍କୁ ମିଳିଲା ହତ୍ୟା ଧମକ

ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କୁ ମିଳିଲା ହତ୍ୟା ଧମକ। ଅଜଣା ନମ୍ବରରୁ ଫୋନ୍ କରି ଜୀବନରୁ ମାରି ଦେବାକୁ ଧମକ ଦେବା ସହ ୫୦ ଲକ୍ଷ ଟଙ୍କା ମାଗିଛନ୍ତି ଦୁର୍ବୃତ୍ତ। ଏ ନେଇ କ୍ୟାପିଟାଲ ଥାନାରେ ଅଭିଯୋଗ କରିବା ସହ…