ରାଜ୍ୟ ରାଜ୍ୟରେ ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା April 1, 2025 Nirvay ନବରଙ୍ଗପୁର ଜିଲ୍ଲା, ଉମରକୋଟରେ ଥିବା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ପୋଷଣ ଯୁକ୍ତ ମାଣ୍ଡିଆ ଲଡ଼ୁ ବାଣ୍ଟି ‘ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା’ର ଶୁଭାରମ୍ଭ କରିଛନ୍ତି ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଗଣ ଶିକ୍ଷା ମନ୍ତ୍ରୀ ପିଲାମାନଙ୍କୁ ନିଜ ହାତରେ…
ରାଜନୀତି ରାଜ୍ୟ ୨୦୦୦ ରୁ ୨୦୨୪ ଥିଲା ଓଡିଶା ବିକାଶର ନୂଆ ଯୁଗ: ନବୀନ ପଟ୍ଟନାୟକ April 1, 2025 Nirvay ଓଡ଼ିଶା ଦିବସ ଅବସରରେ ଶଙ୍ଖ ଭବନରେ ଆୟୋଜିତ ସ୍ଵତନ୍ତ୍ର ଉତ୍ସବରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ଯୋଗ ଦେଇ ସମସ୍ତଙ୍କୁ ଓଡିଶା ଦିବସର ଶୁଭେଚ୍ଛା ଜଣାଇଥିଲେ । ପଟ୍ଟନାୟକ କହିଥିଲେ, “୨୦୦୦ ରୂ ୨୦୨୪ ଥିଲା ଓଡିଶା ବିକାଶ ର ନୂଆ…
ରାଜ୍ୟ ୨ ସପ୍ତାହ ମଧ୍ୟରେ ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଯୋଜନା: ମୋହନ ମାଝୀ April 1, 2025 Nirvay ଦୁଇ ସପ୍ତାହ ଭିତରେ ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ । ଏନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମମାଟି କଟକ ଜିଲ୍ଲା, ସତ୍ୟଭାମାପୁରରେ ଉତ୍କଳ ଦିବସ…
ଦେଶ ରାଜ୍ୟ ଆଜିଠୁ ନୂଆ ଆର୍ଥିକ ବର୍ଷ; ୩ ଘଣ୍ଟା ପାଇଁ ଏସବିଆଇ ଡିଜିଟାଲ ସେବା ବନ୍ଦ April 1, 2025 Nirvay ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସବିଆଇ) ର ଉପଭୋକ୍ତାଙ୍କ ପାଇଁ ଜରୁରୀ ସୂଚନା । ନୂତନ ଆର୍ଥିକ ବର୍ଷ ଆଜି ଅର୍ଥାତ୍ ୧ ଏପ୍ରିଲରୁ ଆରମ୍ଭ ହୋଇଛି । ତେଣୁ ବାର୍ଷିକ ସମାପନ କାର୍ଯ୍ୟ ପାଇଁ ଡିଜିଟାଲ୍ ସର୍ଭିସ୍ ୩ ଘଣ୍ଟା ପାଇଁ…
ରାଜ୍ୟ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମପୀଠରେ ରାଜ୍ୟସ୍ତରୀୟ ‘ଓଡ଼ିଶା ଦିବସ’ ପାଳନ April 1, 2025 Nirvay ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମପୀଠ କଟକ ଜିଲ୍ଲା, ସତ୍ୟଭାମାପୁରରେ ରାଜ୍ୟ ସ୍ତରୀୟ ‘ଓଡ଼ିଶା ଦିବସ’ ପାଳନ କରାଯାଉଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶା ଦିବସ କାର୍ଯ୍ୟକ୍ରମରେ ସାମିଲ ହୋଇ ବରପୁତ୍ରଙ୍କ ସ୍ମୃତି ଚାରଣ କରି ଓଡ଼ିଆ…
ତାଜା ଖବର ରାଜ୍ୟ ଏପ୍ରିଲ ୧ ରୁ ୧୪ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ April 1, 2025 Papirani ୧ ଏପ୍ରିଲ୍ ‘ଓଡ଼ିଶା ଦିବସ’ ଠାରୁ ୧୪ ଏପ୍ରିଲ୍ ‘ଓଡ଼ିଆ ନବବର୍ଷ’ ପର୍ଯ୍ୟନ୍ତ ଏହି ୧୪ ଦିନ ଆମେ ‘ଓଡ଼ିଆ ପକ୍ଷ’ ଭାବେ ପାଳନ ହେବ। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଯେ, ଏହି ପକ୍ଷର ପ୍ରତ୍ୟେକ ମୁହୂର୍ତ୍ତ…
ତାଜା ଖବର ବିଶ୍ୱ ବ୍ୟବସାୟ ରାଜ୍ୟ ଓଡ଼ିଶାବାସୀଙ୍କୁ ‘ଉତ୍କଳ ଦିବସ’ର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀ April 1, 2025 Papirani ଆଜି ହେଉଛି ପବିତ୍ର ଉତ୍କଳ ଦିବସ । ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିବସ। ଓଡ଼ିଆ ଜାତିର ଗର୍ବ ଓ ଗୌରବ ବହନ କରୁଥିବା ଏହି ତାରିଖଟିକୁ ଉତ୍କଳ ଦିବସ ଭାବେ ପାଳନ କରିଆସୁଛି ସମ୍ପୂର୍ଣ୍ଣ ରାଜ୍ୟ । ୧୯୩୬ ମସିହା…
ତାଜା ଖବର ରାଜନୀତି ରାଜ୍ୟ ଜାତିଗତ ପ୍ରମାଣପତ୍ରରେ ଜାଲିଆତି ମୁକେଶ ମହାଲିଙ୍ଗଙ୍କ ବିରୋଧରେ ଅଭିଯୋଗ ଆଣିଲା କଂଗ୍ରେସ March 31, 2025 Papirani ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବିରୋଧରେ ସାଂଘାତିକ ଅଭିଯୋଗ । ଜାତିଗତ ପ୍ରମାଣପତ୍ରରେ ଜାଲିଆତି ନେଇ ଅଭିଯୋଗକଲା କଂଗ୍ରେସ । ଜାଲ୍ ଜାତି ପ୍ରମାଣପତ୍ର ଦେଇ ପାଠପଢିବାସହ ସରକାରୀ ଚାକିରି, ବିଧାୟକ ପଦ ଓ ଏବେ ମନ୍ତ୍ରୀ ପଦ ହାତେଇଥିବା ଅଭିଯୋଗ ଆଣିଛି…
ରାଜ୍ୟ ଓଡ଼ିଶା ଦିବସ-୨୦୨୫ ଉପଲକ୍ଷେ ଆଲୋକ ମାଳାରେ ସଜେଇ ହୋଇଛି ରାଜଧାନୀ March 31, 2025 Nirvay ଓଡ଼ିଶା ଦିବସ ଉପଲକ୍ଷେ, ପୂର୍ବ ସନ୍ଧ୍ୟାରେ ଆଜି ଭୁବନେଶ୍ୱରର ବିଭିନ୍ନ ଅଟ୍ଟାଳିକାକୁ ରଙ୍ଗୀନ ଆଲୋକରେ ଆଲୋକିତ ହୋଇଛି । ଉତ୍କଳ ଦିବସ ଅବସରରେ ରାଜଧାନୀ ଭୁବନେଶ୍ୱରରେ ଲୋକସେବା ଭବନ, ବିଧାନସଭା, ସଚିବାଳୟ, ପୁଲିସ କମିସନରେଟ୍, କୃଷି ଭବନ, ରାଜ୍ୟ ଅତିଥି ଭବନ…
ତାଜା ଖବର ରାଜ୍ୟ ଐତିହ୍ୟ ଜାତୀୟ ଲିଷ୍ଟରେ ସ୍ଥାନ ପାଇଲା ରଥଯାତ୍ରା-ବାଲିଯାତ୍ରା March 31, 2025 Papirani ଅମୂଲ୍ୟ ସାଂସ୍କୃତିକ ଐତିହ୍ୟର ଜାତୀୟ ତାଲିକାରେ ସ୍ଥାନ ପାଇଲା ରଥଯାତ୍ରା-ବାଲିଯାତ୍ରା । ଏ ନେଇ ଆଜି ‘ଏକ୍ସ’ରେ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ସେ କହିଛନ୍ତି ସର୍ବୋଚ୍ଚ ସାଂସ୍କୃତିକ ସଂସ୍ଥା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ସାମିଲ…