Category: ରାଜ୍ୟ

୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍‌: ଚାଷୀଙ୍କ ପାଇଁ ଘୋଷଣା ହେଲା ‘ପ୍ରଧାନମନ୍ତ୍ରୀ ଧନଧାନ୍ୟ ଯୋଜନା’ ଘୋଷଣା

ବଜେଟରେ ଚାଷୀଙ୍କ ପାଇଁ ରହିଛି ଖୁସି ଖବର । କୃଷି ହେଉଛି ଆମର ପ୍ରଥମ ଇଞ୍ଜିନ୍ କହି ଆଜି ବଜେଟରେ ଚାଷୀଙ୍କ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ‘ପ୍ରଧାନମନ୍ତ୍ରୀ ଧନଧାନ୍ୟ ଯୋଜନା’ ଘୋଷଣା କରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଏହି…

ଭୁବନେଶ୍ୱର ରେ ଆରମ୍ଭ ହେଲା ତିନି ଦିନିଆ ମୟୂରଭଞ୍ଜ ଉତ୍ସଵ

ମୟୂରଭଞ୍ଜ ମାଟି ହେଉଛି କଳା ଓ ସଂସ୍କୃତିର ମାଟି – ମୁଖ୍ୟମନ୍ତ୍ରୀ ମୟୂରଭଞ୍ଜରେ ଛଉ ଏକାଡେମୀ ଓ ସାଂସ୍କୃତିକ ଗବେଷଣା କେନ୍ଦ୍ର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ବାରିପଦାରେ 60 କୋଟି ଟଙ୍କା ବିନିଯୋଗରେ ବୁଢ଼ାବଳଙ୍ଗ ରିଭର୍ ଫ୍ରଣ୍ଟ ବିକଶିତ କରାଯିବ ମୟୂରଭଞ୍ଜ…

ରାଷ୍ଟ୍ରପତିଙ୍କ ବିରୋଧରେ କଂଗ୍ରେସର ମନ୍ତବ୍ୟ ଦଳର ‘ସାମନ୍ତବାଦୀ ଚିନ୍ତାଧାରା ଓ ରୁଗ୍‌ଣ ମାନସିକତା’: ମନମୋହନ ସାମଲ

ସଂସଦରେ ମହାମହିମ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ କଂଗ୍ରେସ ନେତ୍ରୀ ଶ୍ରୀମତୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ ଯେଉଁଭଳି ଟିପ୍ପଣୀ ଦେଇଛନ୍ତି, ତାହା ଅତ୍ୟନ୍ତ ନିନ୍ଦନୀୟ ଏବଂ ସାଢ଼େ ୪ କୋଟି ଓଡ଼ିଆଙ୍କୁ କଷ୍ଟ ଦେଇଛି । ଏକ ଦାୟିତ୍ୱ ସମ୍ପନ୍ନ…

ଓଡ଼ିଶା ବିଧାନସଭା ନୂଆ ସଚିବ ହେଲେ ଆଇଏଏସ ସତ୍ୟବ୍ରତ ରାଉତ

ଓଡ଼ିଶା ବିଧାନସଭାର ସଚିବ ଭାବେ ବରିଷ୍ଠ ଆଇଏଏସ ଅଫିସର ସତ୍ୟବ୍ରତ ରାଉତଙ୍କୁ ଶୁକ୍ରବାର ଦିନ ନିଯୁକ୍ତି ପ୍ରଦାନ କରାଯାଇଛି । ସତ୍ୟବ୍ରତଙ୍କ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଶ୍ରୀ ରାଉତ ଏବେ ପୂର୍ତ୍ତ…

ରାସନ କାର୍ଡ ହିତାଧିକାରୀଙ୍କୁ ସରକାରଙ୍କ ଆଶ୍ୱସ୍ତି; କମ୍‌ ଦରମା ଥିଲେ କଟିବନି ରାସନ କାର୍ଡ

ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । କମ୍‌ ଦରମା ଥିଲେ, କଣ୍ଟ୍ରାଚୁଆଲ ସରକାରୀ ଚାକିରି କରିଥିଲେ କିମ୍ବା କଣ୍ଟ୍ରାଚୁଆଲ ଚାକିରି କରି ୧୦ରୁ ୧୨ ହଜାର ପାଉଥିଲେ ରାସନ କାର୍ଡ କଟିବନି ବୋଲି…

ପୂର୍ତ୍ତ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପୂର୍ତ୍ତ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ରାଜ୍ୟ ସରକାରଙ୍କ ପକ୍ଷରୁ ପରିକଳ୍ପିତ ବିଭିନ୍ନ ନୂତନ ପ୍ରକଳ୍ପ ଗୁଡିକ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ବର୍ତ୍ତମାନ ସୁଦ୍ଧା ବଜେଟ…

ଠକ ଯୋଡ଼ି ହଂସିତା-ଅନୀଲ ମାମଲା; ମନୋଜ ଆଚାର୍ଯ୍ୟଙ୍କ ଜାମିନ ଆବେଦନ ଖାରଜ

ବହୁ ଚର୍ଚ୍ଚିତ ଠକ ଯୋଡ଼ି ହଂସିତା-ଅନୀଲ ମାମଲାରେ ହଂସିତା ଅଭିଲିପ୍ସାଙ୍କ ତଥାକଥିତ ସ୍ବାମୀ ମନୋଜ ଆଚାର୍ଯ୍ୟଙ୍କ ଜାମିନ ଆବେଦନ ହେଲା ଖାରଜ । ଆଗୁଆ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ । ଇନଫୋନସିଟି ଥାନା ମାମଲାରେ ଜାମିନ ଆବେଦନ କରିଥିଲେ…

ପୁରୀ ଜିଲ୍ଲା ହଇଜା ଭୟାନକ ସ୍ଥିତି; ଉଦବେଗ ପ୍ରକାଶ କଲେ ନବୀନ

ପୁରୀ ଜିଲ୍ଲା କଣାସ ବ୍ଲକରେ ହଇଜା ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବା ସହ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବାକୁ କହିଛନ୍ତି ନବୀନ । ସେ ନିଜ ସୋସିଆଲ ମଡିଆ…

ପୂର୍ବତନ ଭିସିଙ୍କୁ ହତ୍ୟା ମାମଲାରେ ଦୋଷୀକୁ ମିଳିଲା ଆଜୀବନ କାରାଦଣ୍ଡ

ସମ୍ବଲପୁର ବିଶ୍ବ ବିଦ୍ୟାଳୟର ପୂର୍ବତନ କୂଳପତି ପ୍ରଫେସର ଡ. ଧ୍ରୁବରାଜ ନାୟକଙ୍କୁ ହତ୍ୟା ମାମଲାରେ ଦୋଷୀକୁ ମିଳିଲା ଆଜୀବନ କାରାଦଣ୍ଡ। ଦୋଷୀ ପ୍ରବୀଣ ଧୁରିଆକୁ ଆଜୀବନ ଶୁଣାଇଲେ ଏଡିଜେ କୋର୍ଟ । ଟଙ୍କା ନ ଦେବାରୁ ଘରେ ପଶି କୁଳପତି ପୂର୍ବତନ…

ରାଜ୍ୟ ନିର୍ବାଚନ ଆୟୁକ୍ତ ଭାବେ ଦାୟିତ୍ବ ଗ୍ରହଣ କଲେ ମଧୁସୂଦନ ପାଢ଼ୀ

ରାଜ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ମଧୁସୂଦନ ପାଢ଼ୀ । ଭୁବନେଶ୍ୱର ତୋଷାଳି ଭବନରେ ଥିବା କାର୍ଯ୍ୟାଳୟରେ ସେ ଆଜି ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରଛନ୍ତି । ପୂର୍ବତନ ରାଜ୍ୟ ନିର୍ବାଚନ କମିଶନର…