Category: ରାଜ୍ୟ

ରାଜ୍ୟରେ ଡାଇରିଆ ନେଇ ସବୁ ଜିଲ୍ଲାକୁ ଜାରି ହେଲା ଆଲର୍ଟ

ରାଜ୍ୟରେ ଝାଡ଼ାବାନ୍ତି ଡ଼ର । ସବୁ ଜିଲ୍ଲାକୁ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ । ଏନେଇ ମୁଖ୍ୟ ଶାସନ ସଚିବଙ୍କ ବୈଠକ ପରେ ସ୍ୱାସ୍ଥ୍ୟ ସଚିବ ଅଶ୍ୱଥୀ ଏସଙ୍କ ସୂଚନା । ସେ କହିଛନ୍ତି ୫ ଜିଲା ନୁହେଁ ସବୁ ଜିଲ୍ଲା ଆଲର୍ଟ…

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା; ମହିଳାମାନଙ୍କ ସୁରକ୍ଷା ନେଇ ପ୍ରଶ୍ନ ଉଠାଇଲେ ନବୀନ

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଉଦ୍‌ବେଗ ପ୍ରକାଶ କରିଛନ୍ତି ପୁର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ଉଦବେଗ ପ୍ରକାଶ କରି ନବୀନ କହିଛନ୍ତି ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଗୋପାଳପୁର ବେଳାଭୂମିରେ…

ଖୁବ୍‌ଶୀଘ୍ର ଅନ୍‌ଲାଇନ୍‌ରେ ମିଳିବ ଆମ୍ବୁଲାନ୍ସ ସେବା

ଖୁବ୍‌ଶୀଘ୍ର ଅନ୍‌ଲାଇନ୍‌ରେ ମିଳିବ ଆମ୍ବୁଲାନ୍ସ ସେବା । ଅନ୍‌ଲାଇନ୍‌ରେ ଆମ୍ବୁଲାନ୍ସ ବୁକିଂ କରିବେ ସାଧାରଣ ଲୋକ । ଏ ନେଇ ଆଜି ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ସେ କହିଛନ୍ତି ଏଣିକି ଓଡ଼ିଶା ଯାତ୍ରୀ ଆପ୍‌ରେ…

ବିକଶିତ ଓଡ଼ିଶାର ଲକ୍ଷ୍ୟ ପୂରଣ ପାଇଁ କୃଷି ଓ କୃଷକମାନଙ୍କ ବିକାଶ ଏକ ବଳିଷ୍ଠ ଭୂମିକା ଗ୍ରହଣ କରିବ: ମୁଖ୍ୟମନ୍ତ୍ରୀ 

ରାଜ୍ୟ ସରକାରଙ୍କ ୧ ବର୍ଷ ପୂର୍ତ୍ତି ପାଳନ ଅବସରରେ ବଲାଙ୍ଗୀର ଠାରେ ଆୟୋଜିତ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ରାଜ୍ୟରେ କୃଷକ ମାନଙ୍କୁ ସଶକ୍ତ କରିବା ପାଇଁ ସରକାର ସମସ୍ତ ପ୍ରକାର ଯାନ୍ତ୍ରିକ…

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ନେଇ ସୁରକ୍ଷା ବୈଠକ; ବିମାନବନ୍ଦରରୁ ଜନତା ମୈଦାନ ରୋଡ ସୋ

ଜୁନ୍‌ ୨୦ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦରରରେ ପହଞ୍ଚିବା ପରେ ବିମାନବନ୍ଦରରୁ ଜନତା ମୈଦାନ ପର୍ଯ୍ୟନ୍ତ ରୋଡ୍ ସୋ’ କରିବେ । ଏହାକୁ ନେଇ ବିମାନବନ୍ଦର ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ବୈଠକ କରାଯାଇଛି । ଏହି…

ବଲାଙ୍ଗିରର ଜରୁରୀ ବିକାଶ ଦାବି ସହ ପ୍ରୋଟୋକଲ ଲ୍ୟାପ୍ସ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଧାୟକ କଳିକେଶ ନାରାୟଣ

ଆଜି ବଲାଙ୍ଗୀର ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବଲାଙ୍ଗିରରେ ହେବାକୁଥିବା ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ଯୋଗଦେବେ । କିନ୍ତୁ ଏହା ପୂର୍ବରୁ ବରିଷ୍ଠ ବିଜେଡି ନେତା ତଥା ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂହ ଦେଓ ମୁଖ୍ୟମନ୍ତ୍ରୀ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ୨ଟି ଲଘୁଚାପ କ୍ଷେତ୍ର; ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଦୁଇଟି ଲଘୁଚାପ । ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଓ ଦକ୍ଷିଣ ଗୁଜରାଟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା…

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା: ୧୦ ଗିରଫ

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ।ସମସ୍ତ ୧୦ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ। ସୋମବାର ୭ ଜଣ ଯୁବକଙ୍କୁ ଅଟକ ରଖାଯାଇଥିବା ବେଳେ ଆଜି ଗୋପାଳପୁର ପୋଲିସ ୩ ଜଣ ଯୁବକଙ୍କୁ ଗିରଫ କରିଛି । ବାହାର ରାଜ୍ୟକୁ ଫେରାର ପାଇଁ…

ଧର୍ମଶାଳାରେ ହୋଟେଲ, ଫାଷ୍ଟଫୁଡ୍ ଦୋକାନ ୨ ସପ୍ତାହ ପାଇଁ ବନ୍ଦ

ଯାଜପୁର ଜିଲ୍ଲାରେ ଡାଇରିଆ ବ୍ୟାପିଥିବାରୁ ଧର୍ମଶାଳା ତହସିଲ ପ୍ରଶାସନର କଡ଼ା ନିର୍ଦ୍ଦେଶ । ଧର୍ମଶାଳା ତହସିଲ ଅଧୀନରେ ଥିବା ସମସ୍ତ ହୋଟେଲ, ଢାବା, ତେଲଭାଜି ଦୋକାନ, ମିଠା ଦୋକାନ, ଫାଷ୍ଟଫୁଡ଼/ଚାଟ/ଗୁପଚୁପ ଦୋକାନ, ଆଇସକ୍ରିମ କାରଖାନା, ପାଣି ପାଉଚ କାରଖାନା, ମାଛ/ଚିକେନ ଏ…

ରାଜ୍ୟରେ ଆରମ୍ଭ ହେଲା ‘‘ଷ୍ଟପ୍-ଡାଇରିଆ’’ ଅଭିଯାନ

ବର୍ଷା ଋତୁରେ ଜଳବାହିତ ରୋଗ ଡାଇରିଆର ନିରାକରଣ ନିମନ୍ତେ ସାରା ରାଜ୍ୟରେ ଷ୍ଟପ ଡାଇରିଆ ଅଭିଯାନ ଆରମ୍ଭ କରାଯାଇଛି । ଡାଇରିଆ ସ୍ଥିତି ଉପରେ ନଜର ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ତତ୍ତ୍ଵାବଧାନରେ ରାଜ୍ୟ ସରକାର ନିରାକରଣ ଓ ପ୍ରତିଷେଧ…