Category: ରାଜ୍ୟ

FM ଛାତ୍ରୀ ଆତ୍ମାହୁତି ମାମଲା: ଘଟଣାସ୍ଥଳରେ ଉପସ୍ଥିତଥିବା ୨ ଛାତ୍ରୀଙ୍କ ସାକ୍ଷ୍ୟଗ୍ରହଣ

FM ଛାତ୍ରୀ ଆତ୍ମାହୁତି ମାମଲାରେ ଉଠିପାରେ ପରଦା । ୨ ଛାତ୍ରୀଙ୍କ ହେଲା ସାକ୍ଷ୍ୟଗ୍ରହଣ । FM ଛାତ୍ରୀ ଆତ୍ମାହୁତି ମାମଲାରେ ଘଟଣାସ୍ଥଳରେ ଉପସ୍ଥିତ ଥିବା ୨ ଛାତ୍ରୀଙ୍କ ସାକ୍ଷ୍ୟଗ୍ରହଣ ହୋଇଛି। କୋର୍ଟରେ ବିଏନ୍‌ଏସ୍‌ର ଧାରା ୧୮୩ରେ ବୟାନ ରେକର୍ଡ କରାଯାଇଛି…

ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର ହେଲେ ରାଇଘର ନର୍ସିଂ ଛାତ୍ରୀ

ନବରଙ୍ଗପୁର ଜିଲ୍ଲା ରାଇଘର ଅଞ୍ଚଳର ବିଷଖାଇ ଆତ୍ମହତ୍ୟା ଉଦ୍ୟମ କରିଥିବା ନର୍ସିଙ୍ଗ ଛାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ନବରଙ୍ଗପୁର ମେଡିକାଲ୍‌ ରୁ ଭୁବନେଶ୍ୱର ଏମ୍ସ କୁ ସ୍ଥାନାନ୍ତରର କରାଯାଇଛି । ରାଇଘର ଅଞ୍ଚଳର ନର୍ସିଙ୍ଗ ଛାତ୍ରୀ କୋରାପୁଟ ଜିଲ୍ଲା ଜୟପୁର ଠାରେ ଏକ…

ନାରୀ ନ୍ୟାୟ ପାଇଁ ଲଢ଼ିବ ନାରୀ ନ୍ୟାୟ ବାହିନୀ: ଭକ୍ତଚରଣ ଦାସ

ନାରୀ ନ୍ୟାୟ ପାଇଁ ଲଢ଼ିବ ନାରୀ ନ୍ୟାୟ ବାହିନୀ। ଆଉ ବାରମ୍ବାର ନାରୀ ଅତ୍ୟାଚାର ହେବନି। ନାରୀ ନ୍ୟାୟ ପାଇଁ ଜନ ସାଧାରଣଙ୍କ ଭିତରେ ସଚେତନତା ସୃଷ୍ଟି କରାଯିବ। ନାରୀ ନ୍ୟାୟ ସ୍ୱତଃ ଓଡ଼ିଶାରେ ଜାଗି ଉଠୁ। ସମାଜରେ ନାରୀ ଆଉ…

ସନ୍ତୋଷଙ୍କ ସହ ମନ୍ତ୍ରଣା ପାଇଁ ମନମୋହନ ଗଲେ ଦିଲ୍ଲୀ

ସୋମବାର ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଗଲେ ରାଜଭବନ । ରାଜ୍ୟପାଳ ହରିବାବୁ କମ୍ଭମ୍‌ପାଟିଙ୍କ ସହ ବେଶ୍ କିଛି ସମୟ ଆଲୋଚନା କଲେ । ଚର୍ଚ୍ଚା ଜୋର ଧରିଲା । ମଙ୍ଗଳବାର ସକାଳେ ସଭାପତି ମନମୋହନ ସାମଲ ଏବଂ ସଂଗଠନ ସମ୍ପାଦକ ମାନସ…

ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିବା ବଳଙ୍ଗାର ପୀଡ଼ିତାଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଭେଟିଛନ୍ତି । ପରିଡ଼ା ପୀଡ଼ିତାଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପରିବାର ଲୋକଙ୍କ ସହିତ କଥାବାର୍ତ୍ତା ହୋଇଛନ୍ତି । ରାଜ୍ୟ ସରକାର ସମସ୍ତ ସହଯୋଗ ଯୋଗାଇ ଦେବେ ବୋଲି ପରିବାର…

ବିଭିନ୍ନ ପ୍ରକଳ୍ପ ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘଟଗାଁ ମା’ ତାରିଣୀ ପୀଠ, ଯାଜପୁର ମା’ ବିରଜା ମନ୍ଦିର ପରିକ୍ରମା ପ୍ରକଳ୍ପ ଏବଂ ଏକାମ୍ର କ୍ଷେତ୍ର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରୁ ଜଣାଯାଇଛି ଯେ, ଘଟଗାଁ…

ଭିଜିଲାନ୍ସ ଜାଲରେ ବିଏମସି କାର୍ଯ୍ୟନିର୍ବାହୀ ଯନ୍ତ୍ରୀ; ଜବତ ହେଲା ୩ ପ୍ଲଟ ସହ ଫାର୍ମହାଉସ୍

ଭିଜିଲାନ୍ସ ଜାଲରେ ବିଏମସି କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ବିଏମସି ଅଫିସ୍‌ ସମେତ ଭୁବନେଶ୍ବର ଘରେ ଚଢାଉ ଜାରି ରହିଛି। ଭୁବନେଶ୍ବର, ଖୋର୍ଦ୍ଧା ଓ…

ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କଲେ ରାଜ୍ୟପାଳ

ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମ୍‌ପତି । ଏନେଇ ଆଡଭୋକେଟ୍ ଜେନେରାଲ୍ ପୀତାମ୍ବର ଆଚାର୍ଯ୍ୟ ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କରିଛନ୍ତି । ଆଗକୁ ନୂଆ କୁଳପତି ନିଯୁକ୍ତି ନେଇ ନୂଆ ଅଧ୍ୟାଦେଶ ଅଣାଯିବ ।…

ବଳଙ୍ଗାରେ ଛାତ୍ରୀଙ୍କୁ ପୋଡ଼ିଦେବା ଘଟଣାରେ ୩ ଅଟକ

ପୁରୀ ଜିଲ୍ଲା, ନିମାପଡ଼ା ବଳଙ୍ଗାରେ ନାବାଳିକା ଛାତ୍ରୀଙ୍କୁ ଜିଅନ୍ତା ଜାଳିଦେବା ଘଟଣାରେ ଆଜି ପୋଲିସ ତିନି ଜଣଙ୍କୁ ଉଠାଇ ନେଇଛି । ବଳଙ୍ଗା ପୋଲିସ ସହିତ ସ୍ପେଶାଲ ଟିମ ସେମାନଙ୍କୁ ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା କରୁଛି । ଅଟକ ଥିବା…

ରାଜ୍ୟର ୨୩ ଜିଲ୍ଲାରେ ପ୍ରତିଷ୍ଠା ହେବ ୫୬ ନୂଆ କୋର୍ଟ  

ରାଜ୍ୟର ୨୩ଟି ଜିଲ୍ଲାରେ ୫୬ଟି ନୂତନ ଅଦାଲତ ପ୍ରତିଷ୍ଠା ପାଇଁ ମିଳିଲା ଅନୁମୋଦନ । ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଏବଂ ଭଦ୍ରକ ବାସୁଦେବପୁରେ ଗୋଟିଏ ଲେଖାଏଁ ଅତିରିକ୍ତ ଜିଲ୍ଲା ଦୌରା ଜର୍ଜ ସ୍ଥାପନ କରାଯିବ । ଏହା ସହ ମୟୂରଭଞ୍ଜରେ ସର୍ବାଧିକ…