Category: ରାଜ୍ୟ

କୋଟିଆକୁ ଗଡ଼ିବ ମୁଖ୍ୟମନ୍ତ୍ରୀ ବସ୍‌

କୋରାପୁଟ କୋଟିଆକୁ ଖୁବ ଶୀଘ୍ର ଆରମ୍ଭ ହେବାକୁ ଯାଉଛି ମୁଖ୍ୟମନ୍ତ୍ରୀ ବସ୍‌ ସେବା। ଏ ନେଇ ଆଜି ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ସେ କହିଛନ୍ତି କୋଟିଆ ଓଡ଼ିଶାର ଏକ ଅବିଚ୍ଛେଦ ଅଙ୍ଗ । ଯିଏ…

ଖୁବଶୀଘ୍ର ନିଲାମ ହେବ ରାଜ୍ୟର ଆଉ ୨୨ଟି ଖଣି

ଖୁବଶୀଘ୍ର ନିଲାମ ହେବ ରାଜ୍ୟର ଆଉ ୨୨ଟି ଖଣି । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ଖଣି ମନ୍ତ୍ରୀ ବିଭୂତି ଜେନା । ସେ କହିଛନ୍ତି ଖଣି ନିଲାମ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି । ଖଣି ନିଲାମ…

ଦିଲ୍ଲୀ ଗଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଦିଲ୍ଲୀ ଗସ୍ତ । ସଭାପତି ଭାବେ ପୁନଃ ନିର୍ବାଚିତ ହେବା ପରେ ଏହା ତାଙ୍କର ୨ୟ ଥର ଦିଲ୍ଲୀ ଗସ୍ତ । ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଦିଲ୍ଲୀ ଗଲେ ମନମୋହନ । ଗତକାଲି…

ଡିଏଫଓ ନିତ୍ୟାନନ୍ଦ ନାୟକ ଗିରଫ

ଡିଏଫଓ ଗିରଫ । କେନ୍ଦୁଝର କେନ୍ଦୁପତ୍ର ଡିଭିଜନ୍‌ ଡିଏଫଓ ନିତ୍ୟାନନ୍ଦ ନାୟକ ଗିରଫ । ୩ ଦିନ ହେବ ଚଢାଉ ଜାରି ରଖିଥିଲା ଭିଜିଲାନ୍ସ ଟିମ୍। ଗିରଫ ପରେ ନିତ୍ୟାନନ୍ଦଙ୍କୁ ନିଆଗଲା କେନ୍ଦୁଝର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ। ଚଢାଉ ବେଳେ ୮…

ରାଜ୍ୟପାଳଙ୍କୁ ଭେଟିଲେ ମୋହନ, ଯିବେ କେବେ ଦିଲ୍ଲୀ ?

ରାଜ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ରାଜଭବନରେ ଭେଟିଛନ୍ତି ରାଜ୍ୟପାଳ ଡ. ହରି ବାବୁ କମ୍ଭାମପାଟିଙ୍କୁ । ସୋମବାର ସଂସ୍କରଣରେ ‘ରାଜ୍ୟପାଳଙ୍କୁ ସମୟ ମାଗିଲେ ମୁଖ୍ୟମନ୍ତ୍ରୀ, ହୋଇପାରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଶୀର୍ଷକ ଖବର ନିର୍ଭୟରେ…

ମାଲକାନଗିରିରେ ନାବାଳିକାକୁ ଦୁଷ୍କର୍ମ

ମାଲକାନଗିରିରେ ଲଜ୍ଜ୍ୟା । ମାଲକାନଗିରି ସଦର ଥାନା ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ସାଙ୍ଗର ଜନ୍ମଦିନରେ ଯୋଗ ଦେବାକୁ ଯାଉଥିବା ବେଳେ ଗଣଦୁଷ୍କର୍ମ ଶିକାର ହୋଇଛନ୍ତି ନାବାଳିକା । ସଦରରୁ ଜୟପୁରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ବିଜା…

ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟ ସମ୍ପୂର୍ଣ୍ଣ ନିଷେଧ କଲେ ରାଜ୍ୟ ସରକାର

ରାଜ୍ୟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟକୁ ସମ୍ପୂର୍ଣ୍ଣ ନିଷେଧ କରିଛନ୍ତି ରାଜ୍ୟ ସରକାର । କୌଣସି ପେଟ୍ରୋଲ ପମ୍ପରୁ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ କ୍ରୟକୁ ପ୍ରୋତ୍ସାହିତ ନ କରିବାକୁ ବିଭିନ୍ନ ସଂଘ ସହ ଆଲୋଚନା କରାଯାଇଛି । ଖାଦ୍ୟଯୋଗାଣ ଓ ଖାଉଟି…

୨୪ ତାରିଖ ସୌମ୍ୟାଶ୍ରୀଙ୍କ ଏକାଦଶାହକୁ ଶ୍ରଦ୍ଧାଞ୍ଜଳି ଦିବସ ରୂପେ ପାଳନ କରିବ କଂଗ୍ରେସ

ବାଲେଶ୍ୱର ସୌମ୍ୟାଶ୍ରୀ ଆତ୍ମାହୁତି, ନିମାପଡ଼ା ପୋଡ଼ି ଘଟଣା ତଥା ରାଜ୍ୟରେ ବୃଦ୍ଧି ପାଉଥିବା ନାରୀ ନିର୍ଯାତନା ଏବଂ ସରକାରଙ୍କ ନିରବତା ବିରୋଧରେ ପୁନଶ୍ଚ ଆଜି କଂଗ୍ରେସ ଭବନରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ସରକାରଙ୍କୁ କଡା ସମାଲୋଚନା…

ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ। ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ରାଜଭବନରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିବା ସୂଚନା । ତେବେ ରାଜ୍ୟପାଳଙ୍କୁ କାହିଁକି ଭେଟିଛନ୍ତି ତାହା ଜଣାପଡ଼ିନାହିଁ। ରାଜ୍ୟରେ ବଢୁଥିବା ଆଇନଶୃଙ୍ଖଳା ସ୍ଥିତି ଓ…

ଛାତ୍ରୀ ନିର୍ଯାତନା ମାମଲା; ସ୍ୱାମୀ ଅରୂପାନନ୍ଦ କଲେଜ ଅଧ୍ୟକ୍ଷଙ୍କୁ ନୋଟିସ୍‌

ଜଗତସିଂହପୁର ସ୍ୱାମୀ ଅରୂପାନନ୍ଦ କଲେଜ ଅଧ୍ୟକ୍ଷଙ୍କୁ ନୋଟିସ । ଜନ ଶୁଣାଣି ପୋର୍ଟାଲରେ ଆସିଥିବା ଅଭିଯୋଗ ଆଧାରରେ ନୋଟିସ୍‌ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ତରଫରୁ ନୋଟିସ୍‌ ଦିଆଯାଇଥିବା ଜଣାପଡିଛି । ଅଭିଯୋଗର ଆକ୍ସନ ନେଇ ୩ ଦିନ ଭିତରେ ତଥ୍ୟ ଦେବାକୁ…