Category: ରାଜ୍ୟ

କୋଷାଗୁମୁଡ଼ା ଯୁବତୀ ମୃତ୍ୟୁ ଘଟଣାରେ ଅଭିଯୁକ୍ତ ପୁରୁଷ ବନ୍ଧୁ ଗିରଫ

ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ଅଞ୍ଚଳର ଯୁବତୀ ମୃତ୍ୟୁ ଘଟଣାର ହେଲା ପର୍ଦ୍ଦାଫାଶ । ପୁରୁଷ ବନ୍ଧୁ ଦିନେଶ୍ୱର ସରାବୁଙ୍କ ଅନ୍ୟତ୍ର ବିବାହ ଠିକ୍‌ ହେବାରୁ ପ୍ରେମିକାକୁ ହତ୍ୟା କରିଥିବା କଥା ସାମ୍ବାଦିକ ସମ୍ମିଳନୀରେ ଅତିରିକ୍ତ ଏସ୍‌ପି ଆଦିତ୍ୟ ସେନ୍ ସ୍ପଷ୍ଟ କରିଛନ୍ତି…

ରାଜ୍ୟରେ ଖୋଲିବ ୩ଟି ନୂଆ ଭିଜିଲାନ୍ସ କୋର୍ଟ, ୮ଟି ଏଡିଜେ କୋର୍ଟ

ଓଡ଼ିଶା ସରକାରଙ୍କ ଆଇନ ବିଭାଗ ରାଜ୍ୟରେ ୮ଟି ନୂଆ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍‌ (ଏଡିଜେ) କୋର୍ଟ ଏବଂ ୩ଟି ଭିଜିଲାନ୍ସ କୋର୍ଟ ପ୍ରତିଷ୍ଠା ପାଇଁ ବିଜ୍ଞପ୍ତି ଜାରି କରିଛି । ବିଜ୍ଞପ୍ତି ଅନୁଯାୟୀ, ନୂଆ ଏଡିଜେ କୋର୍ଟଗୁଡ଼ିକ ବାଙ୍କୀ,…

ଶ୍ରୀମନ୍ଦିରରେ ପୁଣି ଗୁପ୍ତ କ୍ୟାମେରା ଯୁକ୍ତ ଚଷମା

ପୁରୀ ଶ୍ରୀମନ୍ଦିରରେ ହିଡେନ୍ କ୍ୟାମେରା ନେଇ ଜଣେ ଯୁବକଙ୍କ ପ୍ରବେଶ ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ଗୁଜରାଟର ଜଣେ ଭକ୍ତ ଚଷମାରେ ଗୁପ୍ତ କ୍ୟାମେରା ଲଗାଇ ଫଟୋ ଉଠାଉଥିବା ସମୟରେ ଧରାପଡିଛନ୍ତି । କୀର୍ତ୍ତନଚକଡା ନିକଟରୁ ତାଙ୍କୁ ସିଂହଦ୍ୱାର ଥାନା…

ବଳଙ୍ଗା ପୀଡ଼ିତା ମୃତ୍ୟୁ ଘଟଣା; ସରକାରଙ୍କ ଚାପରେ ପୋଲିସ ନୀରବ ହୋଇ ବସିଛି: ସୁବ୍ରତ ଛାଟୋଇ

ବଳଙ୍ଗା ପୀଡ଼ିତା ମୃତ୍ୟୁ ଘଟଣାକୁ ନେଇ ତେଜୁଛି ରାଜନୀତି । ପୀଡ଼ିତା ମୃତ୍ୟୁ ଘଟଣାକୁ ନେଇ ସରକାରଙ୍କ ଉପରେ ବର୍ଷିଲା ବିଜେଡି। ସରକାରଙ୍କ ଚାପରେ ପୋଲିସ ନୀରବ ହୋଇ ବସିଛି ତେଣୁ ଏ ପର୍ଯ୍ୟନ୍ତ କୌଣସି ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିପାରି…

ଏଫଏମ ଘଟଣାରେ ୨ ଛାତ୍ରଙ୍କୁ ଗିରଫ ମାମଲା: ପୋଲିସର କାର୍ଯ୍ୟାଧାରାକୁ ନେଇ ଗୁରୁତର ଆପତ୍ତି ଉଠାଇଲା ଏବିଭିପି

ଏଫଏମ ସ୍ବୟଂଶାସିତ କଲେଜ ଛାତ୍ରୀ ପୋଡ଼ି ହୋଇ ମୃତ୍ୟୁ ବରଣ କରିବା ଘଟଣାରେ ୨ ଛାତ୍ରଙ୍କୁ ଗିରଫ କରିବା ଘଟଣାରେ ଆପତ୍ତି ଉଠାଇଲା ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏଭିବିପି) । ଏକ ପ୍ରେସ୍ ବିଜ୍ଞପ୍ତି ମାଧ୍ୟମରେ ଏବିଭିପି କହିଛି ବାଲେଶ୍ୱରରେ ଅଖିଳ ଭାରତୀୟ…

ପରଲୋକରେ ସଂସ୍କୃତି ଗବେଷକ,ଭାଷ୍ୟକାର ଓ ଭୁତପୁର୍ବ ମୁଖ୍ୟ ଶାସନ ସଚିବ ଡ଼କ୍ଟର ସୁବାସ ପାଣି

ସଂସ୍କୃତି ଗବେଷକ,ଭାଷ୍ୟକାର ଓ ଭୁତପୁର୍ବ ମୁଖ୍ୟ ଶାସନ ସଚିବ ଡ଼କ୍ଟର ସୁବାସ ପାଣିର ଭୁବନେଶ୍ୱରରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା। ଆଜି ଭୁବନେଶ୍ବର ସତ୍ୟନଗର ଶ୍ମଶାନରେ ତାଙ୍କର ଶେଷକୃତ୍ୟ ହେବ। ସେ ଜଣେ ବିଶିଷ୍ଟ…

ଏଫଏମ ପୀଡ଼ିତା ଆତ୍ମହତ୍ୟା କରିନି ତାକୁ ହତ୍ୟା କରାଯାଇଛି: ବିଜେଡି

ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ବିଏଡ୍‌ ଛାତ୍ରୀଙ୍କ ଆତ୍ମଦାହ ଘଟଣାରେ ୨ ଛାତ୍ରଙ୍କ ଗିରଫଦାରିକୁ ନେଇ ଆଜି ସାମ୍ୱାଦିକ ସମ୍ମିଳନୀରେ ବର୍ଷିଲା ବିଜେଡି। ଆଜି ଶଙ୍ଖ ଭବନରେ ସାମ୍ବାଦିକ ସମ୍ମିଳନୀ କରି ବିଧାୟକ ଗୌତମବୁଦ୍ଧ ଦାସ କହିଛନ୍ତି FM ପୀଡ଼ିତା…

ବଳଙ୍ଗା ପୀଡିତା ମୃତ୍ୟୁ ଘଟଣା; ୭ରେ ବିଜେଡିର ପୁରୀ ହରତାଳ

ବଳଙ୍ଗା ପୀଡ଼ିତା ପୋଡ଼ି ଘଟଣାରେ ବନ୍ଦ ଡାକରା ଦେଲା ବିଜେଡି। ଆସନ୍ତା ୭ ତାରିଖରେ ପୁରୀ ବନ୍ଦ ଡାକରା ଦେଲା ବିଜୁ ଜନତା ଦଳ। ଆସନ୍ତା ୭ରେ ସକାଳ ୬ରୁ ଦିନ ୧୨ ଯାଏଁ ପୁରୀରେ ହରତାଳ ଆହ୍ବାନ ଦେଇଛି ବିଜେଡ଼ି…

ଗିରଫ ହେଲେ ଏମଭିଆଇ ଗୋଲାପ ଚନ୍ଦ୍ର ହାଁସଦା

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ। ବୌଦ୍ଧ ଏମଭିଆଇ ଗୋଲାପ ହାଁସଦାଙ୍କୁ ଗିରଫ କଲା ଭିଜିଲାନ୍ସ । ଗୋଲାପଙ୍କ ନିକଟରୁ ୪୪ ପ୍ଲଟ୍‌, ବିଲ୍ଡିଂ, ୧ କେଜି ସୁନା ସହ ନଗଦ ୨.୩୮ ଲକ୍ଷ ଟଙ୍କା ଓ ୫୦ ଲକ୍ଷ…

ନାଇଟ ସିଫ୍ଟ ପାଇଁ କର୍ମଜୀବୀ ମହିଳା ଦେବେ ସହମତି ପତ୍ର

କର୍ମଜୀବୀ ମହିଳାଙ୍କ ନାଇଟ୍ ସିଫ୍ଟ ପାଇଁ ଆସିଲା ନୂଆ ବିଜ୍ଞପ୍ତି। ଏଣିକି କର୍ମଜୀବୀ ମହିଳା ରାତିରେ ବିଭିନ୍ନ ଘରୋଇ ସଂସ୍ଥାରେ କାର୍ଯ୍ୟ କରିପାରିବେ। କିନ୍ତୁ ସେଥିପାଇଁ ସେମାନଙ୍କୁ ଦେବାକୁ ପଡ଼ିବ ସହମତି ପତ୍ର। ଏ ନେଇ ଶ୍ରମ ବିଭାଗ ପକ୍ଷରୁ ଏନେଇ…