Category: ରାଜ୍ୟ

ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କଲେ ମୋହନ ମାଝୀ, ଧର୍ମେନ୍ଦ୍ର ପ୍ରଧାନ

ନବୀନଙ୍କ ଅସୁସ୍ଥତା ବିଷୟରେଜାଣିବା ପରେ ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଚିକିତ୍ସା ପାଇଁ ଆସନ୍ତା ୨୨ ତାରିଖରେ ମୁମ୍ବାଇର କୋକିଲା ବେନ୍‌ ଧୀରୁଭାଇ ଅମ୍ବାନୀ…

କେନ୍ଦୁଝରରେ ନାବାଳିକା ଗଣଦୁଷ୍କର୍ମ ଓ ହତ୍ୟା ଘଟଣାରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

କେନ୍ଦୁଝର ଜିଲ୍ଲା ପଣ୍ଡାପଡ଼ା ଥାନା ଅନ୍ତର୍ଗତ ତେନ୍ତଳାପଶି ଗାଁରେ ଜଣେ ୧୭ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଭୟଙ୍କର ଗଣଦୁଷ୍କର୍ମ ଓ ନିର୍ମମ ହତ୍ୟା ହୋଇଛି । ଏହି ଘଟଣାରେ ସମ୍ପୃକ୍ତ ଥିବା ସମସ୍ତ ଆସାମୀ ମାନଙ୍କୁ ତୁରନ୍ତ ଗିରଫ କରିବା ଦାବିରେ…

ପୁରୀରେ ବିଜେଡିର ବିଶାଳ ଯୁବ ଛାତ୍ର ଜନଜାଗରଣ ଅଭିଯାନ କାର୍ଯ୍ୟକ୍ରମ

ପୁରୀ ଠାରେ ଆୟୋଜିତ ଏକ ବିଶାଳ ଯୁବ ଛାତ୍ର ଜନଜାଗରଣ ଅଭିଯାନ କାର୍ଯ୍ୟକ୍ରମ ମାଧ୍ୟମରେ ଆଜି ବିଜୁ ଜନତା ଦଳର ଯୁବ ଛାତ୍ର ନେତୃମଣ୍ଡଳୀ ରାଜ୍ୟ ବିଜେପି ସରକାରଙ୍କ ଏକ ବର୍ଷର ବିଫଳତାକୁ ନେଇ ବର୍ଷିଛନ୍ତି । ସରକାରଙ୍କ ଲମ୍ୱା ବିଫଳତା…

ଆସନ୍ତା ୨୦ ତାରିଖରେ ବନ୍ଦ ରହିବ ଭୁବନେଶ୍ୱର ଓ କଟକ ମହାନଗରର ସମସ୍ତ ସ୍କୁଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି ଆସନ୍ତା ୨୦ ତାରିଖରେ ଭୁବନେଶ୍ୱର ଓ କଟକର ସମସ୍ତ ସ୍କୁଲ ବନ୍ଦ ରହିବ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଖୋର୍ଦ୍ଧା ଏବଂ କଟକ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖାଯାଇଛି ।…

ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ ପଟ୍ଟନାୟକ

ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ ପଟ୍ଟନାୟକ । ୨୨ରେ ମୁମ୍ବାଇର କୋକିଲା ବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ ଯିବେ ।ଏନେଇ ଆଜି ନିଜ ସୋସିଆଲ ମିଡ଼ିଆ ‘ଏକ୍ସ’ରେ ସୂଚନା ଦେଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧିଦଳ ନେତା ନବୀନ ପଟ୍ଟନାୟକ।…

ଓଡ଼ିଶାର ବିକାଶ ପାଇଁ ୨୦୩୬ର ରୋଡ୍‌ମ୍ୟାପ୍ ଘୋଷଣା ହେବ: ମନମୋହନ ସାମଲ

ଯଶସ୍ୱୀ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱ କେନ୍ଦ୍ର ସରକାର ଗରିବ, ଯୁବକ, କୃଷକ ଓ ମହିଳା କେନ୍ଦ୍ରୀକ ଯୋଜନା ଆଧାରିତ ବିଭିନ୍ନ ଯୋଜନାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରୁଛନ୍ତି । ଆନ୍ତରୀଣ ଓ ବାହ୍ୟ ସୁରକ୍ଷାରେ ଭାରତବର୍ଷ ଆଜି ସଶକ୍ତ ହୋଇଛି ।…

ବାରିପଦା ଠାରେ ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବାରିପଦାର ଛଉ ପଡ଼ିଆ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତିଯେ, ଓଡ଼ିଶା ସାଂସ୍କୃତିକ ବୈଭବ ଚିତ୍ରପଟରେ ଜନଜାତି ସଂସ୍କୃତି ଏକ ସ୍ୱତନ୍ତ୍ର…

ଆଦିବାସୀ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

କେନ୍ଦୁଝର ଜିଲ୍ଲାରେ ଆଜି ଜଣେ ଆଦିବାସୀ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ । କେନ୍ଦୁଝର ଜିଲ୍ଲା ପଣ୍ଡାପଡା ଥାନା ତେନ୍ତେଳାପଶି ଗାଁରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ଏକ ସଜନା ଗଛରେ ନାବାଳିକାର ଝୁଲନ୍ତା ଶବ ଉଦ୍ଧାର…

ଆକ୍ସନ ମୋଡରେ CMC ସ୍ବାସ୍ଥ୍ୟ ବିଭାଗ; କଟକରେ ୨ଟି ପାଣି କମ୍ପାନୀରେ ରେଡ୍

ରାଜ୍ୟରେ ହଇଜା ମାଡ଼ିବାରେ ଲାଗିଛି । ଦିନକୁ ଦିନ ଡାଇରିଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗୁଥିବା ବେଳେ ହୋଟେଲ ଠାରୁ ଆରମ୍ଭ କରି ପିଇବା ପାଣି ପର୍ଯ୍ୟନ୍ତ ସବୁ କିଛି ଯାଞ୍ଚ କରୁଛି ସ୍ୱାସ୍ଥ୍ୟ ବିଭାଗ ପକ୍ଷ । ଏହାର ମଧ୍ୟରେ…

ପାଣିରୁ ବ୍ୟାପିଛି ଡାଇରିଆ!

ପାଣିରୁ ବ୍ୟାପିଛି ଡାଇରିଆ । ଫିଲ୍ଡ ଭିଜିଟ୍ ବେଳେ କେନ୍ଦ୍ରୀୟ ଟିମ୍ ତଥ୍ୟ ପାଇଥିବା ସୂଚନା ପାଇଥିବା ଜଣାପଡିଥିବା ବେଳେ ହଇଜା ସ୍ଥିତିକୁ ନେଇ କେନ୍ଦ୍ରୀୟ ଟିମ୍ ସହ ଲୋକସେବା ଭବନରେ ସ୍ୱାସ୍ଥ୍ୟବିଭାଗର ବୈଠକ ଆରମ୍ଭ ହୋଇଛି । ଏଥିସହ ସ୍ଥିତି…