Category: ରାଜ୍ୟ

ଭୁବନେଶ୍ୱରରେ ଶୁଭାରମ୍ଭ ହେଲା ଓଡିଶାର ପ୍ରଥମ ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ୍‌ 

ଟେକ୍ସାଟାଇଲ ଇଣ୍ଡଷ୍ଟ୍ରି କ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀଙ୍କ ମଜୁରୀ ରିହାତି ମାସକୁ ଏକ ହଜାର ଟଙ୍କା ବୃଦ୍ଧି କରାଯାଇଛି। ଏହା ଦ୍ୱାରା ମହିଳା କର୍ମଚାରୀଙ୍କୁ ମାସକୁ ୬ ହଜାର ଟଙ୍କା ବଦଳରେ ୭ ହଜାର ଏବଂ ପୁରୁଷ କର୍ମଚାରୀଙ୍କୁ ମାସକୁ ୫ ହଜାର…

ଜଳଯୋଗାଣ କାମରେ ବିଳମ୍ବ ହେଲେ ବନ୍ଦ ହେବ ଅଧିକାରୀଙ୍କ ଦରମା- ପଞ୍ଚାୟତିରାଜ ମନ୍ତ୍ରୀ

ଜଳଯୋଗାଣ କାମରେ ବିଳମ୍ବ ହେଲେ ଅଧିକାରୀଙ୍କ ଦରମା ବନ୍ଦ ହେବ। ଏନେଇ ଆଜି ଅଧିକାରୀ ଚେତାବନୀ ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ । ସେ କହିଛନ୍ତି ଜଳଯୋଗାଣ ର ସମସ୍ତ ପ୍ରକଳ୍ପ ୨୦୩୬ ସୁଦ୍ଧା ସଂପୂର୍ଣ୍ଣ ହେବ ।କାମ…

ବଢ଼ିଲା ବୁଣାକାର ଶ୍ରମିକଙ୍କ ଭତ୍ତା

ବୁଣାକାର ଶ୍ରମିକଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର । ବୟନ ଶିଳ୍ପ ଶ୍ରମିକ ମାନଙ୍କ ମଜୁରୀ ଭତ୍ତା ହଜାରେ ଟଙ୍କା ଲେଖାଏଁ ବୃଦ୍ଧି କରାଯାଇଛି। ପୁରୁଷ ବୁଣାକାର ଶ୍ରମିକଙ୍କ ଭତ୍ତା ୬ ହଜାରକୁ ବୃଦ୍ଧି ହୋଇଥିବା ବେଳେ ମହିଳା ବୁଣାକାର ଶ୍ରମିକଙ୍କ…

ଅନିଶ୍ଚିତତାରେ ଓଡ଼ିଶା ମେଟ୍ରୋ ପ୍ରକଳ୍ପ; କେନ୍ଦ୍ରକୁ ଯାଇନି ପ୍ରସ୍ତାବ

ଓଡ଼ିଶା ମେଟ୍ରୋ ପ୍ରକଳ୍ପକୁ ନେଇ ଅନିଶ୍ଚିତତା । ଓଡ଼ିଶା ମେଟ୍ରୋ ପାଇଁ କେନ୍ଦ୍ରକୁ ଯାଇନି ପ୍ରସ୍ତାବ । ଏ ନେଇ ଆଜି ସଂସଦରେ ଲିଖିତ ଉତ୍ତର ରଖିଛନ୍ତି ବିଭାଗୀୟ ମନ୍ତ୍ରୀ । ସେ କହିଛନ୍ତି କେନ୍ଦ୍ରକୁ ୧୭ଟି ପ୍ରସ୍ତାବ ଯାଇଛି ।…

ଖୋର୍ଦ୍ଧାରେ ବାର୍ଡଫ୍ଲୁ ଚିହ୍ନଟ

ଖୋର୍ଦ୍ଧାକୁ ବ୍ୟାପିଲା ବାର୍ଡ଼ ଫ୍ଲୁ । ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ କୁକୁଡ଼ା ମଡ଼କ ଦେଖାଯାଉଛି । ଖୋର୍ଦ୍ଧା ଜଙ୍କିଆ ମୁଣ୍ଡାଆମ୍ବ ଗାଁରେ ଥିବା ଏକ ଫାର୍ମରେ କୁକୁଡ଼ା ମଡ଼କ ହୋଇଥିଲେ । ଏହା ପରେ ପ୍ରାଣୀ ସମ୍ପଦ ପକ୍ଷରୁ ଫାର୍ମରୁ…

ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜରେ ସମସ୍ତ ସ୍କୁଲ୍ ଛୁଟି

ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ଅଞ୍ଚଳରେ ଏକ ଅବପାତ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ । ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରେ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏଠାରେ…

ମଣିପୁରରେ ଆଉ ୬ ମାସ ପାଇଁ ବୃଦ୍ଧି ହେଲା ରାଷ୍ଟ୍ରପତି ଶାସନ

ମଣିପୁରରେ ଆଉ ୬ ମାସ ପାଇଁ ବୃଦ୍ଧି ହେଲା ରାଷ୍ଟ୍ରପତି ଶାସନ ।କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଦ୍ୱାରା ଆଗତ ପ୍ରସ୍ତାବ ଉପରେ ବାଜିଲା ସଂସଦର ମୋହର । ମଣିପୁରରେ ରାଷ୍ଟ୍ରପତି ଶାସନର ଅବଧି ଆଉ ଛଅ ମାସ ବୃଦ୍ଧି କରାଗଲା…

ଭିଜିଲାନ୍ସ ଜାଲରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ

ଭିଜିଲାନ୍ସ ଜାଲରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକଙ୍କ ଘରେ ଓ କାର୍ଯ୍ୟାଳୟରେ ଚଢାଉ କରିଛି ଭିଜିଲାନ୍ସ । ଜୟପୁର ଓ ଭୁନେଶ୍ବରର ଏକକାଳୀନ ୬ଟି…

୪୯୮୨ କୋଟିର ୨୩ଟି ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ରାଜ୍ୟ ସରକାର

ରାଜ୍ୟରେ ପୁଞ୍ଜିନିବେଶ ପ୍ରକ୍ରିୟାକୁ ଗତିଶୀଳ କରିବା ନିମନ୍ତେ ରାଜ୍ୟ ସରକାର ଗୁରୁବାର ଦିନ ୪୯୮୨ କୋଟି ଟଙ୍କାର ୨୩ ଟି ନିବେଶ ପ୍ରକଳ୍ପକୁ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ ଦେଇଛନ୍ତି । ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସିଙ୍ଗଲୱିଣ୍ଡୋ ବୈଠକରେ…

ଇଡି ଉପ ନିର୍ଦ୍ଦେଶକ ଚିନ୍ତନ ରଘୁବଂଶୀଙ୍କୁ ମିଳିଲା ଜାମିନ୍‌

୨୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ସିବିଆଇ ହାତରେ ଧରାପଡିଥିବା ଭୁବନେଶ୍ୱରର ଇଡି ଉପନିର୍ଦ୍ଦେଶକ ଚିନ୍ତନ ରଘୁବଂଶୀଙ୍କୁ ଆଜି ଜାମିନ ମିଳିଛି । ସହଯୋଗୀ ବିନୋଦ ବେହେରାଙ୍କ ସହ ଚିନ୍ତନ ରଘୁବଂଶୀଙ୍କୁ ଓଡିଶା ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ୍‌ ମିଳିଛି । ୧…