ତାଜା ଖବର ରାଜ୍ୟ ସିବିଆଇ ଫାଶରେ ଜ୍ୟୋତି ବିହାର ପ୍ରଫେସର February 2, 2025 Papirani ସମ୍ବଲପୁରରେ ସିବିଆଇ ସ୍କାନରରେ ନାକ୍ ଟିମ୍ ସଦସ୍ୟ।ନ୍ୟାସନାଲ ଆସେସ୍ମେଣ୍ଟ ଆଣ୍ଡ ଆକ୍ରିଡେସନ କାଉନସିଲ (ନାକ) ରେଟିଂ ଲାଞ୍ଚ ମାମଲାରେ ୧୦ଜଣ ଗିରଫ ହୋଇଛନ୍ତି। ଆନ୍ଧ୍ର ପ୍ରଦେଶର ଏକ ଶିକ୍ଷାନୁଷ୍ଠାନର ରେଟିଂ ବଢ଼ାଇବାକୁ ଲାଞ୍ଚ ଅଭିଯୋଗରେ ୧୦ଜଣଙ୍କୁ ଗିରଫ କରାଯାଇଥିବା ସୂଚନା। ୧୦ଜଣଙ୍କ…
ରାଜ୍ୟ ୨୦୨୫-୨୬ କେନ୍ଦ୍ରୀୟ ବଜେଟ୍କୁ ଲୋକାଭିମୁଖୀ କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ February 1, 2025 Nirvay ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଆଗତ ହୋଇଥିବା ଐତିହାସିକ କେନ୍ଦ୍ରୀୟ ବଜେଟ୍ କୁ ନେଇ କେନ୍ଦ୍ର ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସେ ଧନ୍ୟବାଦ ଜଣେଇ ସେ କହିଛନ୍ତି ଯେ…
ରାଜ୍ୟ ବଜେଟ-୨୦୨୫ ରେ ‘ଅଭିବୃଦ୍ଧି ଓ ‘ସର୍ବସମାବେଶୀ’ର ଗଣିତକୁ ନେଇ “ବିକାଶର ଖସଡ଼ା” ପ୍ରତିଫଳିତ ହୋଇଛି: ମନମୋହନ ସାମଲ February 1, 2025 Nirvay ଦୂରଦୃଷ୍ଟିସଂପନ୍ନ ବଜେଟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅର୍ଥମନ୍ତ୍ରୀ ନିର୍ମଳା ସୀଥାରମଣଙ୍କୁ ଅଭିନନ୍ଦନ ଜଣାଇବା ସହିତ ରାଜ୍ୟବାସୀଙ୍କ ତରଫରୁ ଧନ୍ୟବାଦ ଜ୍ଞାପନ କରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ‘ଅଭିବୃଦ୍ଧି ଓ ‘ସର୍ବସମାବେଶୀ’ର ଗଣିତକୁ ନେଇ “ବିକାଶର…
ଦେଶ ରାଜ୍ୟ ବଜେଟକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲେ ନବୀନ February 1, 2025 Nirvay ଆଜି ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ ହୋଇଥିବାବେଳେ ଏହାକୁ ନେଇ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଆଜି ଦେଶର ଯୁବବର୍ଗଙ୍କୁ ଚାକିରିର ଘୋର ଆବଶ୍ୟକତା ଥିବାବେଳେ ଏବଂ ଅତ୍ୟାବଶ୍ୟକ…
ତାଜା ଖବର ରାଜ୍ୟ ଭିଜିଲାନ୍ସ ଜାଲରେ ସୁକିନ୍ଦା ଥାନା ଏସଆଇ ଅଭୟ ନାୟକ February 1, 2025 Papirani ଭିଜିଲାନ୍ସ ଜାଲରେ ସୁକିନ୍ଦା ଥାନା ଏସଆଇ । ୪ ହଜାର ଟଙ୍କା ଲାଞ୍ଚ ନେବାବେଳେ ଏସଆଇ ଅଭୟ ନାୟକଙ୍କୁ ଧରିଛି ଭିଜିଲାନ୍ସ । ନୀଳାଚଳ ଇସ୍ପାତ କାରଖାନା ଆଗରେ ଧରାପଡ଼ିଲେ ଲାଞ୍ଚୁଆ ଏସଆଇ । ସ୍ବାମୀ ସ୍ତ୍ରୀଙ୍କ ପାରିବାରିବ ବିବାଦର ସମାଧାନ…
ତାଜା ଖବର ରାଜ୍ୟ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼ ପାଇଁ କେନ୍ଦ୍ର ସରକାରଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ February 1, 2025 Papirani ଚଳିତ ବଜେଟରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼ ପାଇଁ କେନ୍ଦ୍ର ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଏକ୍ସ ଯୋଗେ କୃତଜ୍ଞତା ଜଣାଇ ପ୍ରଧାନମନ୍ତ୍ରୀ ଓ ଅର୍ଥ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ…
ତାଜା ଖବର ରାଜ୍ୟ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍: ଚାଷୀଙ୍କ ପାଇଁ ଘୋଷଣା ହେଲା ‘ପ୍ରଧାନମନ୍ତ୍ରୀ ଧନଧାନ୍ୟ ଯୋଜନା’ ଘୋଷଣା February 1, 2025 Papirani ବଜେଟରେ ଚାଷୀଙ୍କ ପାଇଁ ରହିଛି ଖୁସି ଖବର । କୃଷି ହେଉଛି ଆମର ପ୍ରଥମ ଇଞ୍ଜିନ୍ କହି ଆଜି ବଜେଟରେ ଚାଷୀଙ୍କ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ‘ପ୍ରଧାନମନ୍ତ୍ରୀ ଧନଧାନ୍ୟ ଯୋଜନା’ ଘୋଷଣା କରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଏହି…
ରାଜ୍ୟ ଭୁବନେଶ୍ୱର ରେ ଆରମ୍ଭ ହେଲା ତିନି ଦିନିଆ ମୟୂରଭଞ୍ଜ ଉତ୍ସଵ February 1, 2025 Nirvay ମୟୂରଭଞ୍ଜ ମାଟି ହେଉଛି କଳା ଓ ସଂସ୍କୃତିର ମାଟି – ମୁଖ୍ୟମନ୍ତ୍ରୀ ମୟୂରଭଞ୍ଜରେ ଛଉ ଏକାଡେମୀ ଓ ସାଂସ୍କୃତିକ ଗବେଷଣା କେନ୍ଦ୍ର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ବାରିପଦାରେ 60 କୋଟି ଟଙ୍କା ବିନିଯୋଗରେ ବୁଢ଼ାବଳଙ୍ଗ ରିଭର୍ ଫ୍ରଣ୍ଟ ବିକଶିତ କରାଯିବ ମୟୂରଭଞ୍ଜ…
ରାଜ୍ୟ ରାଷ୍ଟ୍ରପତିଙ୍କ ବିରୋଧରେ କଂଗ୍ରେସର ମନ୍ତବ୍ୟ ଦଳର ‘ସାମନ୍ତବାଦୀ ଚିନ୍ତାଧାରା ଓ ରୁଗ୍ଣ ମାନସିକତା’: ମନମୋହନ ସାମଲ January 31, 2025 Nirvay ସଂସଦରେ ମହାମହିମ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ କଂଗ୍ରେସ ନେତ୍ରୀ ଶ୍ରୀମତୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ ଯେଉଁଭଳି ଟିପ୍ପଣୀ ଦେଇଛନ୍ତି, ତାହା ଅତ୍ୟନ୍ତ ନିନ୍ଦନୀୟ ଏବଂ ସାଢ଼େ ୪ କୋଟି ଓଡ଼ିଆଙ୍କୁ କଷ୍ଟ ଦେଇଛି । ଏକ ଦାୟିତ୍ୱ ସମ୍ପନ୍ନ…
ରାଜ୍ୟ ଓଡ଼ିଶା ବିଧାନସଭା ନୂଆ ସଚିବ ହେଲେ ଆଇଏଏସ ସତ୍ୟବ୍ରତ ରାଉତ January 31, 2025 Nirvay ଓଡ଼ିଶା ବିଧାନସଭାର ସଚିବ ଭାବେ ବରିଷ୍ଠ ଆଇଏଏସ ଅଫିସର ସତ୍ୟବ୍ରତ ରାଉତଙ୍କୁ ଶୁକ୍ରବାର ଦିନ ନିଯୁକ୍ତି ପ୍ରଦାନ କରାଯାଇଛି । ସତ୍ୟବ୍ରତଙ୍କ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଶ୍ରୀ ରାଉତ ଏବେ ପୂର୍ତ୍ତ…