Category: ରାଜ୍ୟ

ଡ୍ରେନରେ ପଡ଼ି ନାବାଳକର ମୃତ୍ୟୁ ଘଟଣାରେ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱରରେ ମୁକୁଳା ଡ୍ରେନ୍‌ରେ ପଡ଼ି ନାବାଳକ ମୃତ୍ୟୁ ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବାଳକଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ଚାରି ଲକ୍ଷ ଟଙ୍କାର ଅନୁକମ୍ପାମୂଳକ…

ବରଗଡ଼ରେ ପିଏମ କିଷାନ ଉତ୍ସବ: ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ଆଜି ଚାଷୀମାନଙ୍କୁ ମିଳିଛି ପିଏମ କିଷାନ ସମ୍ମାନ ନିଧି ଟଙ୍କା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତର ପ୍ରଦେଶର ବାରଣାସୀରେ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବରଗଡ଼ ଗସ୍ତ କରିଛନ୍ତି। ବରଗଡ଼ର ଜର୍ଜ…

ବିବାହ ବନ୍ଧନରେ ବାନ୍ଧି ହେଲେ ନବୀନ ପଟ୍ଟନାୟକଙ୍କ ପୁତୁରା ଅରୁଣ ପଟ୍ଟନାୟକ

ବିବାହ ବନ୍ଧନରେ ବାନ୍ଧି ହେଲେ ନବୀନଙ୍କ ପୁତୁରା ଅରୁଣ ପଟ୍ଟନାୟକ ।ନେଦରଲାଣ୍ଡସରେ ବିବାହ କଲେ ଅରୁଣ ପଟ୍ଟନାୟକ। ଇନଷ୍ଟାଗ୍ରାମରେ ଅରୁଣଙ୍କ ଭଉଣୀ ଗାୟତ୍ରୀ ପଟ୍ଟନାୟକ ଏହି ସୂଚନା ଦେଇଛନ୍ତି। ବାହାଘର ବେଳର ବିଭିନ୍ନ ଫଟୋ ଓ ଭିଡିଓ ମଧ୍ଯ ସେ ସେୟାର…

ମୁକୁଳା ଡ୍ରେନରେ ଭାସି ଯାଇ ନାବାଳକଙ୍କ ମୃତ୍ୟୁ

ବର୍ଷା ଯୋଗୁଁ ଆଜି ଭୁବନେଶ୍ବରରେ ଘଟିଛି ଅଘଟଣ। ଡ୍ରେନ୍‌ରେ ଭାସି ଯାଇଥିବା ନାବାଳକଙ୍କ ମୃତ୍ୟୁ ହୋଇଛି। ୟୁନିଟ ୩ ମସଜିଦ କଲୋନୀ ପାଖରେ ଥିବା ମୁକୁଳା ଡ୍ରେନ୍‌ରେ ଭାସିଯାଇଥିବା ୮ ବର୍ଷର ନାବାଳକର ମୃତ୍ୟୁ ହୋଇଛି । କ୍ୟାପିଟାଲ ହସ୍ପିଟାଲରେ ଡାକ୍ତର…

୪୮ ଘଣ୍ଟା ବାଲେଶ୍ୱରରେ ଇଣ୍ଟରନେଟ୍ ସେବା ବନ୍ଦ

ବାଲେଶ୍ୱର ସହରରେ ବନ୍ଦ ହେଲା ଇଣ୍ଟରନେଟ ସେବା। ୪୮ ଘଣ୍ଟା ପାଇଁ ବନ୍ଦ ରହିବ ଇଣ୍ଟରନେଟ୍। ଶାନ୍ତ ଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନ ଏଭଳି ନିଷ୍ପତ୍ତିି ନେଇଛି। ଗତକାଲିଠାରୁ ଲାଗି ରହିଥିବା ଉତ୍ତେଜନା ପରେ ପୁରା ସହରରେ ଅନିର୍ଦ୍ଧିଷ୍ଟ କାଳ ପାଇଁ…

ନବୀନ ଚାଲି ଯାଉଥିବା ଦେଖି ଛିଡ଼ା ହୋଇଗଲେ ଲକ୍ଷ୍ମଣ

ଆଜି ବିଧାନସଭାରେ ଶପଥ ଗ୍ରହଣ ସମୟରେ ନବୀନ ଚାଲି ଯାଉଥିବା ବେଳେ ତାଙ୍କୁ ଦେଖି ଅଟକି ଗଲେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ। ଛିଡ଼ା ହୋଇ ନିଜ ପରିଚୟ ଦେଇଥିଲେ ଶ୍ରୀ ବାଗ। ପରିଚୟ ପାଇବା ପରେ ଲକ୍ଷ୍ମଣ ବାଗଙ୍କୁ ଶୁଭେଚ୍ଛା…

ଗୋଟିଏ ପରିବାରର ୩ ଜଣଙ୍କୁ ଦଳିଦେଲା ହାତୀ

ବରଗଡ଼ ଜିଲ୍ଲାରେ ହାତୀ ଆକ୍ରମଣରେ ଗୋଟିଏ ପରିବାରର ୩ ଜଣଙ୍କ ପ୍ରାଣହାନୀ ଘଟିଥିବା ସୂଚନା ରହିଛି। ଝାରବନ୍ଧ ବ୍ଲକ୍ ଅନ୍ତର୍ଗତ ଗୋଠୁଗୁଡ଼ା ଗ୍ରାମ ପଞ୍ଚାୟତର ସଲଡିହି ଗ୍ରାମରେ ଏକ ପରିବାରର ତିନି ଜଣକର ମୃତ୍ୟୁ ଘଟିଥିବା ବେଲେ ଜଣେ ଗୁରୁତର ଥିବା…

କନିଷ୍ଠ ଶିକ୍ଷକ ଚୟନ ମାମଲାରେ ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି

ରାଜ୍ୟରେ କନିଷ୍ଠ ଶିକ୍ଷକ ଚୟନ ମାମଲାକୁ ନେଇ ହାଇକୋର୍ଟ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ଓସେପା ପ୍ରକାଶ କରିଥିବା ମେରିଟ୍‌ ଲିଷ୍ଟ୍‌କୁ କାଏମ ରଖିଛନ୍ତି ମାନ୍ୟବର କୋର୍ଟ। ଏ ନେଇ ପୂର୍ବରୁ ପ୍ରକାଶ ପାଇଥିବା ଜଣିକିଆ ଖଣ୍ଡପୀଠଙ୍କ ରାୟରେ ସଂଶୋଧନ କରିଛନ୍ତି ଡିଭିଜନ…

ସଂକ୍ରମଣର ରୂପ ନେଲାଣି ଡିପଥେରିଆ

ରାଜ୍ୟରେ ସଂକ୍ରମଣର ରୂପ ନେଲାଣି ଡିପଥେରିଆ। ଏ ନେଇ ସୂଚନା ଦେଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର। ରାୟଗଡ଼ା ପରେ କୋରାପୁଟ ଓ କଳାହାଣ୍ଡିକୁ ମାଡ଼ିଲାଣି। ଏବେ ସୁଦ୍ଧା ଡିପଥେରିଆରେ ୩ ଜିଲ୍ଲାରେ ୨୧ ଚିହ୍ନଟ ହୋଇଛନ୍ତି। ଡିପଥେରିଆରେ ୫ ଜଣଙ୍କ…

୩ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ଆଜି ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥି। ଏହି ଦିନକୁ ରୁକ୍ମିଣୀ ହରଣ ଏକାଦଶୀ ବୋଲି କୁହାଯାଏ। ଏହି ପବିତ୍ର ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ମହୋତ୍ସବ ଅନୁଷ୍ଠିତ ହେବ। ତେବେ ମହାପ୍ରଭୁଙ୍କ ସ୍ବତନ୍ତ୍ର ପୂଜାର୍ଚ୍ଚନା ଓ ନୀତିକାନ୍ତି ପାଇଁ ସାଧାରଣ…