Category: ରାଜ୍ୟ

ଡିଲିମିଟେସନ ବୈଠକରେ ସାମିଲ ହେଲେ ବିଜେଡି ନେତା; ଓଡ଼ିଶା ପାଇଁ ନ୍ୟାୟ ମାଗିଲେ ନବୀନ

ଆଜି ଚେନ୍ନାଇରେ ଆୟୋଜିତ ସୀମା ପୁନଃ ନିର୍ଦ୍ଧାରଣ ବା ଡିଲିମିଟେସନ ସମ୍ପର୍କିତ ଯୁଗ୍ମ କାର୍ଯ୍ୟାନୁଷ୍ଠାନ କମିଟିର ପ୍ରଥମ ବୈଠକ ଆୟୋଜିତ ହୋଇଛି । ଏହି ଡିଲିମିଟେସନ ବୈଠକରେ ସାମିଲ ହୋଇଛନ୍ତି ବିଜେଡି ନେତା ଅମର ପଟ୍ଟନାୟକ ଓ ସଞ୍ଜୟ ଦାସବର୍ମା ।…

ଆଜି ସାରା ରାଜ୍ୟରେ କାଳବୈଶାଖୀ ବର୍ଷା ଆଶଙ୍କା

ଆଜି ସାରା ରାଜ୍ୟରେ କାଳବୈଶାଖୀ ବର୍ଷା ଆଶଙ୍କା ରହିଛି । ଏଥିପାଇଁ ୩୦ ଜିଲ୍ଲାକୁ ବଜ୍ରପାତ ଓ ପବନ ବହିବା ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଙ୍ଗ ଏବଂ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ…

ନବ ଦାସ ହତ୍ୟା ପରେ ବନ୍ଧୁକ ଛଡ଼ାଇଥିବା ଯୁବକଙ୍କୁ କ୍ରାଇମ୍‌ବ୍ରାଞ୍ଚର ଜେରା

ତତ୍କାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଖୋଳତାଡ଼ ଆରମ୍ଭ କରିଛି କ୍ରାଇମ୍‌ବ୍ରାଞ୍ଚ । ବ୍ରଜରାଜନଗର ଥାନାରେ ସରୋଜ ସା’ ନାମକ ଯୁବକଙ୍କୁ ପଚରାଉଚରା କରୁଛନ୍ତି କ୍ରାଇମ୍‌ବ୍ରାଞ୍ଚ । ସୂଚନା ଅନୁଯାୟୀ ହତ୍ୟାକାଣ୍ଡ ଦିନ ଘଟଣାସ୍ଥଳରେ ଥିଲେ ସରୋଜ ସା’ ।…

ପୂର୍ବତନ କଂଗ୍ରେସ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କୁ ଗାର୍ଡ ଅଫ ଅନର

ପୂର୍ବତନ କଂଗ୍ରେସ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କୁ ଆଜି ବିଧାନସଭା ପରିସରରେ ଶେଷ ଦର୍ଶନ କରିବା ସହିତ ପାର୍ଥିବ ଶରୀରରେ ପୁଷ୍ପମାଲ୍ୟ ଦେଇ ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିସହ ବିଧାନସଭା ପରିସରରେ ତାଙ୍କୁ ଗାର୍ଡ…

ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ବିରୋଧରେ ଚାଲିବ ମାମଲା

ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ବିରୋଧରେ ଚାଲିବ ହାଇକୋର୍ଟ ରେ କେସ । ବିନା ଶୁଣାଣିରେ ମାମଲା ଖାରଜ କରିବାକୁ ବିଧାୟକ ଟଙ୍କଧର ଯେଉଁ ଆବେଦନ କରିଥିଲେ ତାହାକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି । ଟଙ୍କଧରଙ୍କ ଆପରାଧିକ ମାମଲା ସମ୍ପର୍କିତ…

ଆୟୁଷ୍ମାନ ଭାରତ ଯୋଜନା ସହ ୭ଟି ବିଭାଗର ୧୦ଟି ପ୍ରସ୍ତାବକୁ ଓଡିଶା କ୍ୟାବିନେଟର ମଞ୍ଜୁରୀ

ଗତ କାଲି ୨୦୨୫ ମାର୍ଚ୍ଚ ୨୦ ତାରିଖରେ ରାଜ୍ୟ କ୍ୟାବିନେଟର ୧୬ତମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୭ଟି ବିଭାଗ – ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଇସ୍ପାତ ଓ ଖଣି, ପୂର୍ତ୍ତ, ସାଧାରଣ ପ୍ରଶାସନ, ଜଳ ସଂପଦ, ପଞ୍ଚାୟତିରାଜ…

କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

କଂଗ୍ରେସର ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲ୍ଲା ଅନ୍ତର୍ଗତ ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି । ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡିଛି । ୨୦୧୪ ରେ କଂଗ୍ରେସ…

ଖୁବ ଶୀଘ୍ର ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି ୧୦୯ ଆମ୍ବୁଲାନ୍ସ ସେବା

ଖୁବ ଶୀଘ୍ର ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି ୧୦୯ ଆମ୍ବୁଲାନ୍ସ ସେବା । ଯଦି କୌଣସି ବ୍ୟକ୍ତିଙ୍କର ହସ୍ପିଟାଲରେ ମୃତ୍ୟୁ ହୁଏ ତେବେ ତାଙ୍କୁ ହସ୍ପିଟାଲରୁ ୧୦୯ ଆମ୍ବୁଲାନ୍ସ ଯୋଗେ ଘରକୁ କିମ୍ବା ଶ୍ମଶାନକୁ ନିଆଯିବ । ଏଥିପାଇଁ କୌଣସି ଅର୍ଥ…

ଟାଟା ପାୱାର ବିରୋଧରେ ରାଜରାସ୍ତାରେ ଓଡ଼ିଶା ବିଦ୍ୟୁତ ଉପଭୋକ୍ତା ମହାସଂଘ; ସାମିଲ ହେଲା ବିଜେଡି

ଟାଟା ପାୱାରର ମନମାନୀକୁ ବିରୋଧ କରି ରାଜରାସ୍ତାକୁ ଓହ୍ଲାଇଲା ଓଡ଼ିଶା ବିଦ୍ୟୁତ ଉପଭୋକ୍ତା ମହାସଂଘ । ବିଦ୍ୟୁତ ଉପଭୋକ୍ତା ଉପରେ ଟାଟା ପାୱାର ଶୋଷଣ ଓ ଅତ୍ୟାଚାର ବିରୁଦ୍ଧରେ ଆଜି ଲୋୟର ପିଏମଜିରେ ଆନ୍ଦୋଳନ କରିଛି ଓଡ଼ିଶା ବିଦ୍ୟୁତ ଉପଭୋକ୍ତା ମହାସଂଘ…

ବାଲିଯାତ୍ରାକୁ ଐତିହ୍ୟ ମାନ୍ୟତା ଦେବା ନେଇ ପ୍ରକ୍ରିୟା ଆରମ୍ଭ: ସୂର୍ଯ୍ୟବଂଶୀ ସୁରଜ

ବାଲିଯାତ୍ରାକୁ ଐତିହ୍ୟ ମାନ୍ୟତା ଦେବା ନେଇ ପ୍ରକ୍ରିୟା ଆରମ୍ଭ । ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ । ସେ ଲିଖିତ ଉତ୍ତରରେ କହିଛନ୍ତି କଳା, ସଂସ୍କୃତି, ଐତିହ୍ୟ ଏବଂ ବାଣିଜ୍ୟ ଗନ୍ତାଘର କୁହାଯାଉଥିବା ବାଲିଯାତ୍ରା…