Category: ରାଜ୍ୟ

ଭୁବନେଶ୍ବରରେ ଖୋଲିବ ଚାଉଳ ଏଟିଏମ୍‌

ଭୁବନେଶ୍ବରରେ ଖୋଲିବାକୁ ଯାଉଛି ଚାଉଳ ଏଟିଏମ୍‌ । ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ରାଜଧାନୀ ଭୁବନେଶ୍ୱରରେ ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଏହି ଚାଉଳ ଏଟିଏମ୍‌ ଖୋଲିବ। ଏଥିପାଇଁ ହିତାଧିକାରୀଙ୍କୁ ସ୍ୱତନ୍ତ୍ର କାର୍ଡ ଦିଆଯିବ, ଯାହାଦ୍ୱାରା ସେମାନେ…

ବାରବାଟୀରେ ଖେଳାହେବ ଭାରତ-ଇଂଲଣ୍ଡ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍‌

ଦୀର୍ଘ ଦିନ ପରେ କଟକ ବାରବାଟୀ କ୍ରିକେଟ୍‌ ଷ୍ଟାଡିୟମକୁ ଫେରିଛି ଅନ୍ତର୍ଜାତୀୟ ମୁକାବିଲା । ଯାହାକୁ ନେଇ ପୁଣି ଉତ୍ସାହିତ ହୋଇପଡିଛନ୍ତି କ୍ରିକେଟ୍‌ ପ୍ରେମୀ । କଟକର ଐତିହାସିକ ବାରବାଟୀ କ୍ରିକେଟ୍ ଷ୍ଟାଡିୟମରେ ଖେଳାଯିବ ଭାରତ ଓ ଇଂଲଣ୍ଡର ଅନ୍ତର୍ଜାତୀୟ ଦିନିକିଆ…

ଯାଜପୁରର ୨ ଠିକାଦାରଙ୍କ ଘରେ ଜିଏସ୍‌ଟି ରେଡ୍‌

ଯାଜପୁର ଧର୍ମଶାଳା ଜାରକା ବଜାରରେ ଆୟକର ବିଭାଗର ଚଢ଼ାଉ । ୨ ଠିକାଦାରଙ୍କ ଘରେ କେନ୍ଦ୍ରୀୟ ଜିଏସଟି ବିଭାଗର ଚଢାଉ କରିଥିବା ସୂଚନା । ଟିକସ ଫାଙ୍କି ଅଭିଯୋଗରେ କେନ୍ଦ୍ରୀୟ ଜିଏସଟି ବିଭାଗର ଚଢାଉ ହୋଇଛି । ଜାରକା ବଜାରରେ ଥିବା…

ଆଜି ରାତି ୧୨ଟାରୁ କାଲି ଦିନ ୧୧ଟା ଯାଏଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ଦିନକ ପରେ ଦେବସ୍ନାନ ପୂର୍ଣ୍ଣିମା। ମହାପ୍ରଭୁ ସୁବାଶିତ କଳସରେ ଗାଧୋଇବେ। ଦେବସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଭକ୍ତମାନଙ୍କର ଆଗମନ ହେଉଛି। ଧୀରେ ଧୀରେ ଭିଡ଼ ବଢ଼ିବାରେ ଲାଗିଛି। ଦେବସ୍ନାନ ମଣ୍ଡପକୁ ପହଣ୍ଡି ବିଜେ ପାଇଁ ଶ୍ରୀବିଗ୍ରହମାନଙ୍କ ସେନାପଟା ଲାଗି ନୀତି ଅନୁଷ୍ଠିତ…

କାଲି ସାରା ରାଜ୍ୟରେ ସକାଳୁଆ ସ୍କୁଲ

ସାରା ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବାରୁ ପାଣିପାଗ ବିଭାଗର ସୂଚନାକୁ ଆଧାର କରି ରାଜ୍ୟ ସରକାର ସମସ୍ତ ସରକାରୀ, ବେସରକାରୀ ବିଦ୍ୟାଳୟଗୁଡ଼ିକ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଆଉ ଗୋଟିଏ ଦିନ ପାଇଁ ସକାଳୁଆ ସ୍କୁଲ କରିବା ନେଇ…

ଅନୁଭବ-ବର୍ଷା ବିବାଦ ମାମଲାରେ ଅନୁଭବ ମହାନ୍ତିଙ୍କ ବିରୋଧରେ ଚାର୍ଜଫ୍ରେମ୍

ଅନୁଭବ ମହାନ୍ତି-ବର୍ଷା ବିବାଦ ମାମଲାରେ ଅନୁଭବ ମହାନ୍ତି ଓ ତାଙ୍କର ଦୁଇ ସହଯୋଗୀଙ୍କ ବିରୋଧରେ ଚାର୍ଜଫ୍ରେମ୍। ଏନବିଡବ୍ଲୁ ମାମଲାରେ କଟକ ଜେଏମ୍ ଏଫ୍ ସି କୋର୍ଟରେ ହାଜରହେଲେ ଅନୁଭବ ମହାନ୍ତି ଓ ତାଙ୍କର ଦୁଇ ସହଯୋଗୀ । ପୁରୀ ଘାଟ ଥାନା…

ଡ୍ରେନରେ ପଡି ନାବାଳକ ମୃତ୍ୟୁ ଘଟଣା: ନଗର ଉନ୍ନୟନ ବିଭାଗକୁ ରିପୋର୍ଟ ଦେଲା ବିଏମସି

ଭୁବନେଶ୍ବରରେ ମୁକୁଳା ଡ୍ରେନରେ ପଡ଼ି ନାବାଳକ ମୃତ୍ୟୁ ଘଟଣାରେ ନଗର ଉନ୍ନୟନ ବିଭାଗକୁ ରିପୋର୍ଟ ଦେଲା ବିଏମସି। ଗତକାଲି ବିଏମସିକୁ ଏନେଇ ରିପୋର୍ଟ ମାଗିଥିଲେ ନଗର ଉନ୍ନୟନ ମନ୍ତ୍ରୀ। କେତେ ଡ୍ରେନ ମୁକୁଳା ଅଛି ଓ କେତେ କାମ ବାକି ରହିଛି…

ହୁ ହୁ ହୋଇ ବଢ଼ିଚାଲିଛି ପରିବା ଦର; ଚିନ୍ତାରେ ସାଧାରଣ ଜନତା

ଦିନକୁ ଦିନ ବଢ଼ୁଛି ପରିବା ଦର। ଗ୍ରାହକଙ୍କ ପକେଟକୁ ବାଧୁଛି ଦର। ସ୍ୱାଭାବିକ ଥିବା ଦର ଏବେ ବହୁମାତ୍ରାରେ ବୃଦ୍ଧିପାଇଛି ଯାହାକୁ ନେଇ ଚିନ୍ତାରେ ଖାଉଟି। ଅମଳ ସମୟରେ ଆକାଶଛୁଆଁ ପରିବା ଦର। ଯେଉଁ ପରିବା କିଣିଲେ କିଲୋପ୍ରତି ୪୦ ଟଙ୍କାରୁ…

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ୨୨ ଜଣ ଅଫିସରଙ୍କ ବଦଳି ଉପରେ ଲାଗିଲା ରୋକ୍‌

ସରକାର ବଦଳିବା ପରେ ନୂଆ ସରକାର ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି ଥିବା ଅଫିସରମାନଙ୍କୁ ଅନ୍ୟ ବିଭାଗକୁ ବଦଳି କରିବା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ନୂଆ ମୁଖ୍ୟମନ୍ତ୍ରୀଙ୍କୁ ତୃତୀୟ ମହଲା ଆବଣ୍ଟିତ ହେବା ପରେ ସେଠାରେ ଥିବା ସଚିବାଳୟ ସେବା କ୍ୟାଡରର…

ବାଚସ୍ପତି ହେଲେ ସୁରମା ପାଢ଼ୀ

ଆଜି ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ରଣପୁର ବିଧାୟିକା ସୁରମା ପାଢ଼ୀ । ନିର୍ଦ୍ୱନ୍ଦ୍ୱରେ ବାଚସ୍ପତି ନିର୍ବାଚିତ ହୋଇଛନ୍ତି ସୁରମା। କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କଠାରୁ ସେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ବ ଗ୍ରହଣ ପରେ…