Category: ରାଜ୍ୟ

ବାବା ଧବଳେଶ୍ବରଙ୍କ ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର: ଓଡିଶାର ପ୍ରସିଦ୍ଧ ଶୈବପୀଠ ଆଠଗଡର ଆରାଧ୍ୟ ମହାପ୍ରଭୁ ବାବା ଧବଳେଶ୍ଵରଙ୍କୁ ଦର୍ଶନ କରିବା ସହିତ ବାବାଙ୍କ ନିକଟରେ ପୂଜାର୍ଚ୍ଚନା କଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ଧବଳେଶ୍ଵର ପୀଠକୁ ପର୍ଯ୍ୟଟନସ୍ଥଳୀରେ ବିକାଶମୂଳକ କାର୍ଯ୍ୟ ହେବା ସେଥିପ୍ରତି ଗୁରୁତ୍ୱ ଦେବା ପାଇଁ ପ୍ରକାଶ…

ସମ୍ବଲପୁର କ୍ରୀଡା କ୍ଷେତ୍ର ବିକାଶ ପାଇଁ ୧୨୦ ଟଙ୍କାର ପ୍ରକଳ୍ପ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ସମ୍ବଲପୁରରେ କ୍ରୀଡା କ୍ଷେତ୍ରରେ ବିକାଶ ପାଇଁ ୧୨୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବୁର୍ଲାରେ ୩୨ କୋଟି ବ୍ୟୟ ଅଟକଳରେ ନିର୍ମିତ ବୁର୍ଲା ଇନଡୋର ଷ୍ଟାଡିୟମର ଉଦଘାଟନ କରିଛନ୍ତି l ଏଥିସହ ୧୭…

ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ କଂଗ୍ରେସ ପ୍ରଭାରୀ ଡାକ୍ତର ଅଜୟ କୁମାର

ଭୁବନେଶ୍ବର: ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି ନୂଆ କଂଗ୍ରେସ ପ୍ରଭାରୀ ଡାକ୍ତର ଅଜୟ କୁମାର। ସେ କହିଛନ୍ତି, ବାହାର ଲୋକଙ୍କୁ ହଟାଅ, ଓଡ଼ିଆଙ୍କୁ ଆଣ। ଓଡ଼ିଶା ଫର ଓଡ଼ିଆ, ଅଫ ଓଡ଼ିଆ, ବାୟ ଓଡ଼ିଆ। ବାହାର ଲୋକ ଓଡ଼ିଶାରେ ଚାକିରି, ମାଇନିଂ…

ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ବର: ରାଜ୍ୟରେ ସ୍ଥଗିତ ରହିଲା ଡ୍ରାଇଭରଙ୍କ ଆନ୍ଦୋଳନ । ଘଣ୍ଟେ ଦୁଇ ଘଣ୍ଟା ଭିତରେ କାର୍ଯ୍ୟରେ ଯୋଗଦେବେ ଡ୍ରାଇଭର । ସ୍ୱାଭାବିକ ହେବ ପରିବହନ ବ୍ୟବସ୍ଥା । ଡ୍ରାଇଭର ଏକତା ମଞ୍ଚ ସହ ଆଲୋଚନା ପରେ ରାଜ୍ୟ ପରିବହନ କମିଶନର ଏହି…

ଆଜିଠୁ ଦଶପଲ୍ଲାକୁ ଗଡ଼ିଲା ଟ୍ରେନ୍

ଏଣିିକି ରେଳରେ ଯାଇ ହେବ ଦଶପଲ୍ଲା । ରାଜଧାନୀ, ପୁରୀ ଓ ଭଦ୍ରକ ସହ ଯୋଡି ହେଲା ଦଶପଲ୍ଲା । ଆଜି ଦଶପଲ୍ଲା ଷ୍ଟେସନର ଉଦଘାଟନ କଲେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ନବ । ଦଶପଲ୍ଲାକୁ ନିୟମିତ ରେଳ ଚଳାଚଳ ପାଇଁ…

ଆଜିଠୁ ଜୋରଦାର ହେବ ଡ୍ରାଇଭର ଆନ୍ଦୋଳନ

ଭୁବନେଶ୍ୱର : ଆଜିଠୁ ଜୋରଦାର ହେବ ଡ୍ରାଇଭର ଆନ୍ଦୋଳନ । ଆହୁରି ଜୋରଦାର ହେବ ଡ୍ରାଇଭରଙ୍କ ଆନ୍ଦୋଳନ। ହିଟ୍ ଆଣ୍ଡ ରନ୍ ଆଇନ ବିରୋଧରେ ଡ୍ରାଇଭରମାନେ ଦେଶବ୍ୟାପୀ ଆନ୍ଦୋଳନ କରୁଛନ୍ତି । ଓଡ଼ିଶାରେ ବି ଏହାର ପ୍ରଭାବ ତୀବ୍ର ହେବାକୁ ଯାଉଛି…

ହାଇଟେକ ହସ୍ପିଟାଲ ଝଡ଼: ଦିଲୀପ ସାମନ୍ତରାୟ ମୃତ; ମୃତ୍ୟୁ ସଂଖ୍ୟା ୩

ଭୁବନେଶ୍ୱର -ହାଇଟେକ୍‌ ବିସ୍ଫୋରଣ ଘଟଣାରେ ତୃତୀୟ ବ୍ୟକ୍ତିଙ୍କର ମୃତ୍ୟୁ- ନିଜକୁ ଦିଲ୍ଲୀପ କହୁଥିବା ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହି ଘଟଣାରେ ତୃତୀୟ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି ।…

ମଦ ମାଫିଆଙ୍କଠାରୁ କଳାଟଙ୍କା ଜବତ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲା ବିଜେପି

ଭୁବନେଶ୍ୱର: ସମଗ୍ର ଦେଶରେ ପ୍ରଥମ ଥର ପାଇଁ ସବୁଠୁ ବଡ ମାତ୍ରାରେ କଳା ଟଙ୍କା ଜବତ୍ ହେବା ଘଟଣାକୁ ଆଜି ମାସେ ପୁରିଲା । ଓଡିଶାରେ ଜଣେ ମଦ ବ୍ୟବସାୟୀଙ୍କ ଉପରେ ଆୟକର ବିଭାଗ ତରଫରୁ ରେଡ୍ କରାଯାଇ ୩୫୦କୋଟିରୁ ଉର୍ଦ୍ଧ୍ୱ…

ପ୍ରକାଶ ପାଇଲା ରାଜ୍ୟର ଚୂଡ଼ାନ୍ତ ଭୋଟର ତାଲିକା

ପ୍ରକାଶ ପାଇଲା ରାଜ୍ୟର ଚୂଡ଼ାନ୍ତ ଭୋଟର ତାଲିକା । ମୋଟ୍ ଭୋଟର ସଂଖ୍ୟା ୩ କୋଟି ୩୨ ଲକ୍ଷ ୩୬ ହଜାର ୩୬୦ । ପ୍ରେସମିଟ୍‌ରେ ସୂଚନା ଦେଲେ ମୁଖ୍ୟ ନିର୍ବାଚନ ଅଧିକାରୀ । ସେଥିରୁ ପୁରୁଷ ଭୋଟରଙ୍କ ସଂଖ୍ୟା ୧…

ରାଉରକେଲାରେ ବିଜେପିର ମାନସ ମନ୍ଥନ

ଭୁବନେଶ୍ବର: ଆଗାମୀ ସାଧାରଣ ନିର୍ବାଚନ ରାଜନୈତିକ ଦଳଗୁଡ଼ିକ ସକ୍ରିୟ ଦେଖାଯାଇଛି। ନେତାମାନେ ଲୋକ ସମର୍ଥନ ସଂଗ୍ରହ କରିବାରେ ବ୍ୟସ୍ତ ରହୁଛନ୍ତି। ଆଗାମୀ ଦିନରେ କେନ୍ଦ୍ରୀୟ ନେତାମାନେ ମଧ୍ୟ ଓଡ଼ିଶା ଗସ୍ତରେ ଆସିବେ। ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି, ୨୧…