Category: ରାଜ୍ୟ

ଓଡିଶାର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଦ୍ଧପରିକର : ପ୍ରତାପ ଷଡଙ୍ଗୀ

ପୂର୍ବୋଦୟର ବିକାଶରେ ବିକଶିତ ଭାରତ ବର୍ଷ ଗଠନ ସମ୍ଭବ । ଓଡିଶାର ବିକାଶ ପାଇଁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ବଦ୍ଧପରିକର ଏବଂ ଏଥି ପାଇଁ ଶାସନ ଦାୟୀତ୍ୱ ନେବାର ପ୍ରଥମ ଦିନରୁ କାର୍ଯ୍ୟ କରିଆସୁଛନ୍ତି । ମୋଦିଜୀଙ୍କ ତତ୍ୱାବଧାନରେ…

ଆରମ୍ଭ ହେଲା ପିଏମ୍ ଆବାସ ଯୋଜନା ସର୍ଭେ

ପିଏମ ଆବାସ ଯୋଜନା ପାଇଁ ଆଜିଠାରୁ ସର୍ଭେ ଆରମ୍ଭ । ପୁରୀ ଜିଲ୍ଲା ଅର୍ଜୁନସିଂହପୁର ଗ୍ରାମରୁ ଆରମ୍ଭ ହୋଇଯାଇଛି ପ୍ରଧାନମନ୍ତ୍ରୀ ଆବାସ ପାଇଁ ସର୍ଭେ। ପୁରୀରୁ ସର୍ଭେର ଶୁଭାରମ୍ଭ କଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ । ପିଏମ୍‌ ଆବାସ ଯୋଜନାରୁ…

ଭୁବନେଶ୍ବର ଗାନ୍ଧୀମାର୍ଗରେ ଚାଲିଛି ଫୁଲ୍ ଡ୍ରେସ୍ ପରେଡ ରିହର୍ସାଲ

ଆଉ ଦିନକ ପରେ ଦେଶ ପାଳିବ ୭୬ତମ ସାଧାରଣତନ୍ତ୍ର ଦିବସ । ଏଥିପାଇଁ ସାରା ଦେଶରେ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସେହିପରି ରାଜଧାନୀ ଭୁବନେଶ୍ୱର ଗାନ୍ଧୀମାର୍ଗରେ ଆୟୋଜିତ ହେବାକୁ ରାଜ୍ୟ ସ୍ତରୀୟ ପରେଡ୍ ପାଇଁ ଚାଲିଛି ପ୍ରସ୍ତୁତି ।…

ପୁଣି ରିମାଣ୍ଡରେ ଆସିବେ ହାଇପ୍ରୋଫାଇଲ୍ ଠକ ଦମ୍ପତି ହଂସିତା-ଅନିଲ

ଖୋଲୁଛି ରାଜଧାନୀର ହାଇପ୍ରୋଫାଇଲ୍ ଠକ ବଣ୍ଟି-ବବଲିଙ୍କ କଳାସାମ୍ରାଜ୍ୟ ଗୁମର । ପୁଣି ରିମାଣ୍ଡରେ ଆସିବେ ହାଇପ୍ରୋଫାଇଲ୍ ଠକ ଦମ୍ପତି ହଂସିତା-ଅନିଲ । ଯୁବତୀ ଚାଲାଣ କରିଥିବା ନେଇ ତଥ୍ୟ ପାଇବା ପରେ ଉଭୟଙ୍କୁ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ କରିଛି ପୋଲିସ…

ରାଜଧାନୀରେ ଟଙ୍କା ସହ ତାଡ଼ିନେଲେ ଏଟିଏମ୍ ମେସିନ୍

ରାଜଧାନୀରେ ମାତିଛନ୍ତି ଏଟିଏମ୍ ଲୁଟେରା । ଟଙ୍କା ସହ ତାଡ଼ିନେଲେ ଏଟିଏମ୍ ମେସିନ୍ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଶ୍ରୀରାମନଗରୀ ସ୍ଥିତ ଏସବିଆଇ ଏଟିଏମରୁ ହୋଇଛି ଲୁଟ୍ । ଘଟଣାସ୍ଥଳରେ ପୋଲିସର ତଦନ୍ତ ଜାରି । ହେଲେ ଏଟିଏମରେ କେତେ ଟଙ୍କା…

ଓଲଟିଲା ପିକନିକ୍ ବସ୍ ; ୨ ଆହତ

ପିକନିକ୍ ବସ୍ ଦୁର୍ଘଟଣା । କଟକ- ସମ୍ବଲପୁର ରାସ୍ତା ଦ୍ବାରବତୀପୁର ଗାଁ ନିକଟରେ ଏକ ପିକନିକ୍ ବସ୍ ଓଲଟି ୨ ଆହତ ହୋଇଛନ୍ତି । ସମସ୍ତେ ଘଟଗାଁ ମା’ ତାରିଣୀଙ୍କ ଦର୍ଶନ ସାରି ଫେରୁଥିବାବେଳେ ବସଟି ଭାରସାମ୍ୟ ହରାଇ ରାସ୍ତା କଡକୁ…

ମଣ୍ଡିରୁ ଧାନ ଉଠାଇବାରେ ଅବହେଳା କାରଣରୁ ୧୧ ଜଣ ମିଲରଙ୍କୁ ଜିଲ୍ଲା ପ୍ରଶାସନର କାରଣ ଦର୍ଶାଅ ନୋଟିସ

ମଣ୍ଡିରୁ ଧାନ ଉଠାଇବାରେ ବିଳମ୍ୱ ଓ ଅବହେଳା କାରଣରୁ ପ୍ରଦର୍ଶନ କରିଥିବା ହେତୁ ଜିଲ୍ଲା ପ୍ରଶାସନ ପକ୍ଷରୁ ୬ ଘଣ୍ଟା ମଧ୍ୟରେ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି । ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଳକର ୪ ଜଣ, ଗଞ୍ଜାମ ବ୍ଳକର…

ସମ୍ପ୍ରସାରିତ ହେବ ରାଜଧାନୀ ଭୁବନେଶ୍ୱର

ରାଜଧାନୀ ଭୁବନେଶ୍ୱର ସମ୍ପ୍ରସାରିତ ହେବ । ଗୁରୁବାର ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ମହାପାତ୍ର । ସେ କହିଛନ୍ତି ଯେ ରାଜଧାନୀ ଭୁବନେଶ୍ୱରରେ ଲୋକସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଇବାରେ ଲାଗିଛି । ଏବେ ଭୁବନେଶ୍ୱରରେ ନୂଆ…

ରାଜ୍ୟରେ ପ୍ରତିଷ୍ଠା ହେବ ହାଇ ଇମ୍ପାକ୍ଟ ସେମି କଣ୍ଡକ୍ଟର କାରଖାନା

ଓଡିଶାକୁ ବଡ ଆଇଟି ହବରେ ପରିଣତ କରାଯିବ । ରାଜ୍ୟରେ ପ୍ରତିଷ୍ଠା ହେବ ହାଇ ଇମ୍ପାକ୍ଟ ସେମି କଣ୍ଡକ୍ଟର କାରଖାନା । ଏନେଇ ସୂଚନା ଦେଇଛନ୍ତି ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ । RiR କମ୍ପାନୀ ଏହା ପ୍ରତିଷ୍ଠା କରିବ ।…

ଗଣତନ୍ତ୍ରରେ ବିରୋଧୀଙ୍କ ସ୍ବର ଚପାଇ ପାରିବେ ନାହିଁ ବାଚସ୍ପତି:  ପ୍ରମିଳା ମଲ୍ଲିକ

ବାଚସ୍ପତିଙ୍କୁ କଟାକ୍ଷ କଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ବାଚସ୍ପତି ସୁରମା ପାଢ଼ୀ ବିରୋଧୀଙ୍କୁ ତାଗିଦ କରିବା ପରେ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସେ କହିଛନ୍ତି ବିଜେପି ଅଫିସକୁ…