Category: ରାଜ୍ୟ

ଜୁନ୍ ୨୩ରେ ପଞ୍ଚାୟତ ଉପନିର୍ବାଚନ

ଜୁନ୍ ୨୩ରେ ହେବ ପଞ୍ଚାୟତ ଉପନିର୍ବାଚନ । ୪୩ ପଞ୍ଚାୟତ ପାଇଁ ଉପନିର୍ବାଚନ ହେବ । ଏନେଇ ପ୍ରକାଶ ପାଇଛି ବିଜ୍ଞପ୍ତି। ୪୩ ସରପଞ୍ଚ, ୨୭୨ ୱାର୍ଡସଭ୍ୟ ପାଇଁ ଉପନିର୍ବାଚନ ହେବ। ମୃତ, ଇସ୍ତଫା, ଅଯୋଗ୍ୟ ଘୋଷଣା ଆଦି କାରଣରୁ ଏହି…

ଜୁଲାଇ ୧ ରୁ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ) ପକ୍ଷରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଏହି ସପ୍ଲିମେଣ୍ଟାରୀ ପରୀକ୍ଷା ଜୁଲାଇ ୧ ତାରିଖରୁ ଆରମ୍ଭ ହୋଇ ୧୦ ତାରିଖ ଯାଏଁ ଚାଲିବ । ଏହି ପରୀକ୍ଷା ଗୋଟିଏ ସିଟିଂରେ ସକାଳ…

ଆସନ୍ତାକାଲି ପ୍ରକାଶ ପାଇବ +୨ ପରୀକ୍ଷା ଫଳ

+୨ ପରୀକ୍ଷା ଫଳାଫଳକୁ ନେଇ ବଡ଼ ଖବର । ଆସନ୍ତାକାଲି ଅପରାହ୍ଣ ୪ଟା ବେଳେ ପ୍ରକାଶ ପାଇବ +୨ ପରୀକ୍ଷାଫଳ । ଭୁବନେଶ୍ୱର ସ୍ଥିତ ପରିଷଦ କାର୍ଯ୍ୟାଳୟ ପରିସରରେ ଏହା ପ୍ରକାଶ ପାଇବ । ଏକା ସଙ୍ଗେ କଳା, ବାଣିଜ୍ୟ ଓ…

ରାଜ୍ୟ ସରକାରଙ୍କ ଦ୍ୱାରା ଓଡିଶା ଦୁଃସାହସିକ ପର୍ଯ୍ୟଟନ ନିର୍ଦ୍ଦେଶାବଳୀ ଚୁଡାନ୍ତ

ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଓଡିଶା ଦୁଃସାହସିକ ପର୍ଯ୍ୟଟନ ନିର୍ଦ୍ଦେଶାବଳୀ-୨୦୨୫ (Odisha Adventure Tourism Guidelines-2025) କୁ ଚୁଡାନ୍ତ କରାଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅନ୍ୟାନ୍ୟ କ୍ଷେତ୍ର…

ପୋଲାଭରମ ପ୍ରସଙ୍ଗରେ ଆଭିମୁଖ୍ୟ ସ୍ପଷ୍ଟ କରନ୍ତୁ ରାଜ୍ୟ ସରକାର: ବିଜେଡି

ପୋଲାଭରମ ପ୍ରକଳ୍ପ ଦ୍ୱାରା ପ୍ରଭାବିତ ହେବାକୁ ଥିବା ୪ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନେଇ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆସନ୍ତା ୨୮ ତାରିଖରେ ହେବାକୁ ଥିବା ବୈଠକରେ ଓଡିଶା ସରକାର ତାଙ୍କର ପକ୍ଷ ରଖିବା ପୂର୍ବରୁ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟବାସୀଙ୍କ ସମ୍ମୁଖରେ ତାଙ୍କର…

ଗିରଫ ଜ୍ୟୋତିଙ୍କ ସହ ପୁରୀ ଝିଅଙ୍କ ଲିଙ୍କ୍‌ ପ୍ରସଙ୍ଗ; ତଦନ୍ତରେ ସହଯୋଗ କରୁଛନ୍ତି ପ୍ରିୟଙ୍କା: ଏସ୍‌ପି

ପାକିସ୍ତାନ ଗୁପ୍ତଚର ଭାବେ କାମ କରୁଥିବା ହରିୟାଣା ୟୁଟ୍ୟୁବର୍ ଜ୍ୟୋତି ମଲହୋତ୍ରାଙ୍କ ସହିତ ପୁରୀ ଝିଅ ପ୍ରିୟଙ୍କା ସେନାପତିଙ୍କ ସହିତ ସମ୍ପର୍କ ନେଇ ତଦନ୍ତ ଜାରି ରହିଛି । ଏ ନେଇ ସୂଚନା ଦେଇଛନ୍ତି ପୁରୀ ଏସପି କନୱାର ବିଶାଲ ସିଂ…

ରାଜ୍ୟ କ୍ୟାବିନେଟ୍‌ ଢାଞ୍ଚା ହେଲା ପରିବର୍ତ୍ତନ; ସଚିବଙ୍କ କ୍ଷମତା ସଂକୁଚିତ

ପରିବର୍ତ୍ତନ ହେଲା ରାଜ୍ୟ କ୍ୟାବିନେଟ୍‌ ଢାଞ୍ଚା । କ୍ୟାବିନେଟ୍‌ ବୈଠକରେ ସଚିବଙ୍କ କ୍ଷମତା ହେଲା ସଂକୁଚିତ । ମନ୍ତ୍ରୀଙ୍କ କ୍ଷମତା ବୃଦ୍ଧି ପାଇଁ ହେଲା ନିଷ୍ପତ୍ତି । ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ସବୁ…

ବିଜେଡ଼ି ଓ କଂଗ୍ରେସ ସବୁବେଳେ ପଛୁଆ ବର୍ଗଙ୍କୁ ଅବହେଳା କରିଛନ୍ତି: ମନମୋହନ ସାମଲ

ପଛୁଆ ବର୍ଗଙ୍କୁ ସଂରକ୍ଷଣ ପ୍ରସଙ୍ଗରେ ଆଜି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଦଳୀୟ କାର୍ଯ୍ୟାଳୟରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ସାମ୍ୱାଦିକ ସମ୍ମିଳନୀ ମାଧ୍ୟମରେ ବିରୋଧୀ ଦଳକୁ ଟାର୍ଗେଟ କରି ମନମୋହନ ସାମଲ କହିଛନ୍ତି ପଛୁଆ ବର୍ଗଙ୍କୁ ଅଗ୍ରାଧିକାର ଦେବାକୁ ଜାତି…

ଦିନେ ଦୁଇ ଦିନ ଭିତରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

ଦିନେ ଦୁଇ ଦିନ ଭିତରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ଏ ନେଇ ଆଜି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସେ କହିଛନ୍ତି ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ…