Category: ରାଜ୍ୟ

ଫୋଟୋରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜୟପୁର ଗସ୍ତ

କୋରାପୁଟ ଜିଲ୍ଲାର ଜୟପୁର ଠାରେ “ସୁଭଦ୍ରା” ତୃତୀୟ କିସ୍ତି ପ୍ରଦାନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଜୟପୁରରେ ସୁଭଦ୍ରା ଯୋଜନା କାର୍ଯ୍ୟକ୍ରମ ଅବସରରେ ରକ୍ଷା ବନ୍ଧନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ…

ରକ୍ଷା ବନ୍ଧନରେ ଆସିଲା ସୁଭଦ୍ରା ତୃତୀୟ କିସ୍ତି ଟଙ୍କା

ଆଜି ରାକ୍ଷୀ ପୂର୍ଣ୍ଣିମା ଅବସରରେ କୋରାପୁଟ ଜିଲ୍ଲା ଜୟପୁର ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହିତାଧିକାରୀଙ୍କୁ ସୁଭଦ୍ରାର ତୃତୀୟ କିସ୍ତି ଟଙ୍କା ବାଣ୍ଟିଛନ୍ତି । ସମଗ୍ର ରାଜ୍ୟରେ କୋଟିଏରୁ ଅଧିକ ହିତାଧିକାରୀ ତୃତୀୟ କିସ୍ତିର ୫ ହଜାର ଟଙ୍କା…

ନାରୀଙ୍କ ପାଇଁ ଅସୁରକ୍ଷିତ ହେଉଛି ଓଡ଼ିଶା; କୁମ୍ଭକର୍ଣ୍ଣ ନିଦ୍ରାରେ ସରକାର

ଦିନକୁ ଦିନ ଓଡ଼ିଶା ଅସୁରକ୍ଷିତ ହେବାରେ ଲାଗିଛି। ମହିଳା ଓ ଛାତ୍ରୀ ମାନଙ୍କ ପାଇଁ ବାହାରକୁ ଯିବା ବି କଷ୍ଟକର ହୋଇପଡ଼ିଲାଣି। ପ୍ରତିଦିନ ନାରୀ ନିର୍ଯାତନାର ଖବର ଆସୁଛି। କିନ୍ତୁ ସରକାର ଓ ପୋଲିସର କାର୍ଯ୍ୟାନୁଷ୍ଠାନ ଶୁନ। ମହିଳା ମାନଙ୍କୁ ସୁରକ୍ଷା…

ହୋମଗାର୍ଡ ଆଶାୟୀଙ୍କ ମୃତ୍ୟୁ: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ହୋମଗାର୍ଡ ଚାକିରି ଆଶାୟୀଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରି ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଉକ୍ତ ଘଟଣାରେ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା…

୧୮ ଅଗଷ୍ଟରେ ବରଗଡ଼ ଠାରେ ବିଜେଡିର ବିରାଟ
ଚାଷୀ ସମାବେଶ

ରାଜ୍ୟରେ ବିଜେପି ସରକାରଙ୍କ ଚାଷୀ ମାରଣ ନୀତିକୁ ବିରୋଧ କରି ଆସନ୍ତା ୧୮ ତାରିଖରେ ବରଗଡ଼ ଠାରେ ବିରାଟ ଚାଷୀ ସମାବେଶ କରିବ ବୋଲି ବିଜୁ ଜନତା ଦଳ ଆଜି ଘୋଷଣା କରିଛି । ଭୁବନେଶ୍ୱର ଶଙ୍ଖ ଭବନ ଠାରେ ବିଜୁ…

କୋଟିଆ ଅଞ୍ଚଳକୁ ଯିବେ ରାଜ୍ୟ ସରକାର: ଉପମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ଅର୍ଥାତ ଅଗଷ୍ଟ ୯ ରାକ୍ଷୀ ପୂର୍ଣ୍ଣିମାରେ ଖାତାକୁ ଆସିବ ସୁଭଦ୍ରା ଯୋଜନାର କିସ୍ତି ଟଙ୍କା । ଆସନ୍ତାକାଲି କୋଟିଏ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଯୋଜନାର ୩ୟ କିସ୍ତି । ତେବେ ରାଜ୍ୟ ସରକାରଙ୍କ ଫୋକସରେ ଏବେ କୋଟିଆ । ସୁଭଦ୍ରା…

ଭୁବନେଶ୍ବର ଏମ୍‌ସରେ ସିବିଆଇ ଚଢ଼ାଉ

ଭୁବନେଶ୍ବର ଏମ୍‌ସରେ ସିବିଆଇ ଚଢ଼ାଉ । ବିଭିନ୍ନ ପଦପଦବୀ ନିଯୁକ୍ତିରେ ବଡ଼ ଧରଣର ଘୋଟାଲା ନେଇ ଆଜି ସିବିଆଇ ଟିମ୍ ଭୁବନେଶ୍ୱର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥା (ଏମ୍‌ସ)ରେ ପହଞ୍ଚି ଖୋଳତାଡ଼ ଆରମ୍ଭ କରିଛି। ଭୁବନେଶ୍ବର ଏମ୍‌ସ ସମେତ ଏକାଧିକ ସ୍ଥାନରେ…

ପୁଣି ଭରତପୁର ଥାନା ନାଁରେ ସାଙ୍ଘାତିକ ଅଭିଯୋଗ; ହତ୍ୟାକୁ ଆତ୍ମହତ୍ୟା ବୋଲି ଦର୍ଶାଇବାକୁ କରାଯାଉଛି ବାଧ୍ୟ

ପୁଣି ଭରତପୁର ଥାନା ନାଁରେ ସାଙ୍ଘାତିକ ଅଭିଯୋଗ । ଭରତପୁର ଥାନାର SI ହତ୍ୟାକୁ ଆତ୍ମହତ୍ୟା ବୋଲି ରିପୋର୍ଟରେ ଦର୍ଶାଇବାକୁ ଚାପ ପକାଉଥିବା ଅଭିଯୋଗ ଆଣିଲେ ମୃତକଙ୍କ ପରିବାର ଲୋକ। ଆଜି ଭରତପୁର ଥାନା ପଣ୍ଡାକୁଦିଆ ଅଞ୍ଚଳରୁ ଝୁଲନ୍ତା ମୃତଦେହ ଉଦ୍ଧାର…

ଉପରାଷ୍ଟ୍ରପତି ନିର୍ବାଚନ ଘଟଣା; ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ଆଦୌ ସମର୍ଥନ ଦେବୁନି: ମହେଶ ସାହୁ

ଉପରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ସମର୍ଥନ ଦେବ ନାହିଁ ବିଜେଡି । ଏ ନେଇ ବୟାନ ଦେଇଛନ୍ତି ବିଜେଡ଼ିର ବରିଷ୍ଠ ନେତା ମହେଶ ସାହୁ । ସେ କହିଛନ୍ତି ଉପରାଷ୍ଟ୍ରପତି ନିର୍ବାଚନରେ କାହାକୁ ସମର୍ଥନ ଦିଆଯିବ ସୁପ୍ରିମୋ ନିଷ୍ପତ୍ତି ନେବେ।…

ହୋମ୍‌ଗାର୍ଡ ପରୀକ୍ଷାର୍ଥୀଙ୍କ ମୃତ୍ୟୁ

ହୋମ୍‌ଗାର୍ଡ ପରୀକ୍ଷା ପାଇଁ ଆସିଥିବା ପରୀକ୍ଷାର୍ଥୀଙ୍କ ମୃତ୍ୟୁ । ଖୋର୍ଦ୍ଧା ଜିଲ୍ଲା ତରତୁଆ ପୋଲିସ ରିଜର୍ଭ ପଡ଼ିଆରେ ଶାରୀରିକ ପରୀକ୍ଷା ଚାଲିଥିବାବେଳେ ପରୀକ୍ଷାର୍ଥୀଙ୍କ ମୃତ୍ୟୁ । ଶାରୀରିକ ପରୀକ୍ଷା ବେଳେ ଅସୁସ୍ଥ ହୋଇ ତଳେ ପଡ଼ିଗଲେ ପରୀକ୍ଷାର୍ଥୀ । ତେବେ ଭୁବନେଶ୍ବର…