Category: ରାଜ୍ୟ

ସ୍ଥଗିତ ରହିଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ୍

ଝାରସୁଗୁଡ଼ା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ପ୍ରସଙ୍ଗ ସ୍ଥଗିତ ରହିଲା ଅନାସ୍ଥା ଭୋଟ୍ । ଝାରସୁଗୁଡ଼ା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଦେବାକୁ ଆସିଲେ ନାହିଁ ସମିତି ସଭ୍ୟ କି ସରପଞ୍ଚ । କେହି ନଆସିବାରୁ…

ପୁରୀ ଚାଷୀଙ୍କୁ ମିଳିଲା କ୍ଷତିପୂରଣ ବୀମା ରାଶି

ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ମିଳିଲା ସହାୟତା । ପୁରୀ ଜିଲ୍ଲାର ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଥମ ପର୍ଯ୍ୟାୟ ବୀମା ଟଙ୍କା । ୫୬ ହଜାର ଚାଷୀ କ୍ଷତିପୂରଣ ନେଇ ଅନଲାଇନରେ ଆବେଦନଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୧୬୯୫ ଜଣ ଚାଷୀଙ୍କୁ…

ସହଦେବ ନାୟକ ହତ୍ୟା: BMC ଅଫିସ ଘେରିଲେ ସଫେଇ କର୍ମଚାରୀ

ଭୁବନେଶ୍ବର ରସୁଲଗଡ଼ ଫ୍ଲାଏ ଓଭରରେ ଯୁବକଙ୍କୁ ବୀଭତ୍ସ ହତ୍ୟା ମାମଲାର ନ୍ୟାୟ ଦାବିରେ ଏକାଠି ହୋଇଛନ୍ତି ଶହ ଶହ ସଫେଇ କର୍ମଚାରୀ । ସଫେଇ ସଂଘ ସଭାପତି ସହଦେବ ନାୟକଙ୍କ ହତ୍ୟାରେ ନ୍ୟାୟ ଦାବିରେ ବିଏମ୍‌ଏସ୍ ଅଫିସ ଘେରାଉ କରିଛନ୍ତି ସଫେଇ…

ହଂସିତାଙ୍କ କଂଗ୍ରେସ-ବିଜଦ ଲିଙ୍କ !

ଅନେକ ରୂପ, କେତେ ସ୍ବାମୀ ! କେତେ ନାଁ ! ଶୁଣିଲେ ଟିକେ ଆଶ୍ଚର୍ଯ୍ୟ ଲାଗୁଥିବ । ହେଲେ ଘଟଣାଟି ସମ୍ପୂର୍ଣ୍ଣ ସତ। ଚର୍ଚ୍ଚାରେ ବିଷ୍ଣୁପ୍ରିୟା ଚାନ୍ଦ, ହର୍ଷିତା ମିଶ୍ର, ହଂସିତା ଅଭିଲିପ୍ସା । ଜଣେ ମହିଳା, ଠକେଇ ପାଇଁ ନାଁ…

ଦାଦନ ଦୁଃଖ: ତେଲେଙ୍ଗାନାରେ ସଡ଼କ ଦୁର୍ଘଟଣାରେ ୪ ଓଡ଼ିଆ ଶ୍ରମିକ ମୃତ

ତେଲେଙ୍ଗାନାରେ ବସ୍‌ ଦୁର୍ଘଟଣାରେ ୪ ଜଣ ଓଡ଼ିଆଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେଲେଙ୍ଗାନାର ସୂର୍ଯ୍ୟାପେଟ-ଖମାମ ହାଇଓ୍ବେରେ ଦୁର୍ଘଟଣା ହୋଇଛି । ନୂଆପଡ଼ା ସିନାପାଲିରୁ ୩୨ ଜଣଙ୍କୁ ନେଇ ହାଇଦ୍ରାବାଦ ଯାଉଥିଲା ବସ୍‌। ରାସ୍ତାରେ ଛିଡା ହୋଇଥିବା ଟ୍ରକ୍‌କୁ ଧକ୍କା ଦେଇଥିଲା…

ନବ ଦାସଙ୍କ ପୁଅ ବିଶାଳ ଦାସ ଛତିଶଗଡ଼ ପୋଲିସ ଦ୍ୱାରା ଅଟକ

ଛତିଶଗଡ଼ରେ ସ୍ବର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସ ଅଟକ । ଛତିଶଗଡ଼ ମହାସମୁଦ୍ ଜିଲ୍ଲା ସରେଇପାଲି ଥାନାରେ ବିଶାଲଙ୍କୁ ଅଟକ ରଖାଯାଇଛି । ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’…

୨୦୩୬ ଅଲିମ୍ପିକ୍ସ ନେଇ ଆଶାୟୀ ଭାରତ; ଓଡ଼ିଶାରେ ହେଇପାରେ ହକି ଇଭେଣ୍ଟ

୨୦୩୬ ଅଲିମ୍ପିକ୍ସ ଆୟୋଜନ ନେଇ ଆଶାୟୀ ଭାରତ । କିଛି ଗଣମାଧ୍ୟମରେ ଅହମ୍ମଦାବାଦକୁ ୨୦୩୬ ଅଲିମ୍ପିକ୍ସର ହୋଷ୍ଟ ସିଟି ମିଳିବା ନେଇ ଚର୍ଚ୍ଚା ହେଉଥିବାବେଳେ ଓଡ଼ିଶାରେ ୨୦୩୬ ଅଲିମ୍ପିକ୍ସ ହକି କୁ ନେଇ ରାଜ୍ୟବାସୀଙ୍କ ମନରେ ଆଶା ବଢ଼ିଛି । ଅହମ୍ମଦାବାଦରେ…

ସମ୍ବଲପୁର ଉତ୍ତରାଞ୍ଚଳ ପୋଲିସ IGଙ୍କୁ ଭେଟିଲେ ନବ ଦାସଙ୍କ ପୁଅ ବିଶାଳ

ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ପୂର୍ବତନ ବିଧାୟିକା ଦୀପାଳି ଦାସଙ୍କ ଭାଇ ବିଶାଳ ଦାସ ଆଜି ସମ୍ବଲପୁର ଉତ୍ତରାଞ୍ଚଳ ପୋଲିସ IGଙ୍କୁ ଭେଟି ଅଇଁଠାପାଲି ସ୍ଥିତ ହୋଟେଲରେ ପୋଲିସ ଯାଞ୍ଚକୁ ନେଇ ଫେରାଦ ହୋଇଛନ୍ତି । ବିନା…

ଓଡ଼ିଶା ହେବ ଆଇଟି ହବ୍, ସୂଚନା ଦେଲେ ଅଶ୍ୱିନୀ ବୈଷ୍ଣବ

କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ ତଥା ଇଲେକ୍ଟ୍ରୋନିକ୍ସ ଓ ଆଇ.ଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ଉଭୟଙ୍କ ମଧ୍ୟରେ ଓଡିଶାରେ ରେଳ ଯୋଗାଯୋଗ…

ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ, ପ୍ରବାସୀ ଭାରତୀୟ ଦିବସରେ ଯୋଗ ଦେବେ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୮ ତମ ‘ପ୍ରବାସୀ ଭାରତୀୟ ଦିବସ’ରେ ଯୋଗଦେବା ନିମନ୍ତେ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଆଜି ସନ୍ଧ୍ୟାରେ ଭୁବନେଶ୍ୱର ବିମାନବନ୍ଦରଠାରେ ଆସି ପହଞ୍ଚିଛନ୍ତି । ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ମୁର୍ମୁଙ୍କୁ ଭୁବନେଶ୍ୱର ବିମାନବନ୍ଦରଠାରେ ମୁଖ୍ୟମନ୍ତ୍ରୀ ମୋହନ…