ରାଜ୍ୟ ‘ଜାତୀୟ ସଡ଼କ ସୁରକ୍ଷା’ ମାସର ରାଜ୍ୟସ୍ତରୀୟ ଉତ୍ସବ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ January 4, 2025 Nirvay ସୁରକ୍ଷିତ… ଘରକୁ ଫେରନ୍ତୁ । “Come Home Safe” । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ସଡ଼କ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉତ୍ସବ ଉଦଘାଟନ କରି ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଏହି ସ୍ଲୋଗାନ ଦେଇଛନ୍ତି । ଏହି ଅବସରରେ ସଡ଼କ…
ତାଜା ଖବର ରାଜ୍ୟ ପାଣିକୋଇଲିରେ ଲୁଟ୍ ଉଦ୍ୟମ ବେଳେ ଗୁଳିମାଡ଼; ୨ ମୃତ January 4, 2025 Nirvay ଯାଜପୁର ପାଣିକୋଇଲିରେ ଲୁଟ୍ ଉଦ୍ୟମ ହୋଇଥିବା ଗୁଳିମାଡ଼ରେ ଦୁଇ ଜଣ ମୃତ୍ୟୁବରଣ କରିଛନ୍ତି । ସୁନା ଦୋକାନରୁ ଲୁଟ୍ ଉଦ୍ୟମ ବେଳେ ପ୍ରତିରୋଧ ବେଳେ ଦୁଇ ଜଣଙ୍କୁ ଗୁଳିମାଡ଼ ହୋଇଥିଲା । ପାଣିକୋଇଲି ବଜାରକୁ ବାଇକ୍ରେ ଆସିଥିଲେ ଦୁର୍ବୃତ୍ତ। ଜଣଙ୍କୁ ସ୍ଥାନୀୟ…
ତାଜା ଖବର ରାଜ୍ୟ ଆସ୍କା-୪୦ ଓ ବିୟର୍ ଦର ବଢ଼ିଲା January 4, 2025 Nirvay ଆସ୍କା-୪୦ ଓ ବିୟର୍ର ଦାମ୍ ବୃଦ୍ଧି କଲେ ରାଜ୍ୟ ସରକାର । ଏ ନେଇ ସୂଚନା ଦେଲେ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ବିୟର୍ ବୋତଲ ପିଛା ୧୦ ଟଙ୍କା ଦାମ ବଢ଼ିଲା । ସେହିପରି ୨୦୦ ମିଲି ଆସ୍କା-୪୦…
ରାଜ୍ୟ ଉତ୍କର୍ଷ ଓଡିଶା ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ; ୨୮ ରେ ଆସିବେ ପ୍ରଧାନମନ୍ତ୍ରୀ January 4, 2025 Nirvay ଉତ୍କର୍ଷ ଓଡିଶା କାର୍ଯ୍ୟକ୍ରମ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଆଜି ଏ ସମ୍ପର୍କରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ପ୍ରସ୍ତୁତି ସମ୍ପର୍କରେ ଏକ ବିସ୍ତୃତ ଉପସ୍ଥାପନ କରି ଜଣାଇଛନ୍ତି । ସମସ୍ତ କାର୍ଯ୍ୟକ୍ରମକୁ…
ରାଜ୍ୟ ଜାନୁୟାରୀ ୧୫ ପରେ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ମିଳିବା ନେଇ ଉପ ମୁଖ୍ୟମନ୍ତ୍ରୀଙ୍କ ସୂଚନା January 4, 2025 Nirvay ଆସନ୍ତା ଜାନୁଆରୀ ମାସ ୧୫ ତାରିଖ ପରେ ହିତାଧିକାରୀଙ୍କୁ ‘ସୁଭଦ୍ରା’ର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ । ଏକ କୋଟି ହିତାଧିକାରୁଙ୍କୁ ମିଳିବ ସୁଭଦ୍ରା ଟଙ୍କା । ଏ ନେଇ ଘୋଷଣା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…
ଦେଶ ରାଜ୍ୟ ଜାନୁଆରୀ ୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି January 4, 2025 Nirvay ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜାନୁଆରୀ ୮ ତାରିଖ ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚି ରାଜଭବନ ଯାଇ ରାତ୍ରିଯାପନ କରିବେ । ୯ ତାରିଖ ଜନତା ମଇଦାନରେ ଅନୁଷ୍ଠିତ ପ୍ରବାସୀ ଭାରତୀୟ…
ରାଜ୍ୟ ଜଗତସିଂହପୁରରେ ଭୟଙ୍କର ବେଆଇନ ବାଣ ବିସ୍ଫୋରଣରେ ୨ ମୃତ, ୨ ଗୁରୁତର January 4, 2025 Nirvay ଜଗତସିଂହପୁର ବଡ଼ବାଗ ଅଞ୍ଚଳରେ ବେଆଇନ ବାଣ ଭିଡିବା ବେଳେ ଭୟଙ୍କର ବାଣ ବିସ୍ଫୋରଣ ହୋଇ ୨ ଜଣଙ୍କ ମୃତ୍ୟୁ ହୋଇଛି । ବଡ଼ବାଗ ଅଞ୍ଚଳର ସୁଶୀଲ ଦାସ ନାମକ ବ୍ୟକ୍ତିଙ୍କ ଘରେ ବେଆଇନ ବାଣ ଭିଡିବା ବେଳେ ଏହି ଅଘଟଣ ଘଟିଛି…
ଖେଳ ଦେଶ ରାଜ୍ୟ ୩ ବର୍ଷ ପାଇଁ ଜାତୀୟ ଖୋ ଖୋ ଟିମ୍ ର ପ୍ରାୟୋଜକ ହେବେ ଓଡ଼ିଶା ସରକାର January 3, 2025 Nirvay ଦେଶର ‘ଖୋ ଖୋ’ ଖେଳ ପାଇଁ ଆସିଛି ଏକ ସୁବର୍ଣ୍ଣ ସମୟ । ଓଡିଶା ସରକାର ଏହି ଖେଳକୁ ଯୋଗାଇ ଦେବେ ପ୍ରୋତ୍ସାହନ। ପୂର୍ବରୁ ଜାତୀୟ ହକି ଖେଳକୁ ଓଡିଶା ସ୍ପନସର୍ କରିଥିବା ବେଳେ, ଏବେ ଖୋ ଖୋ ଖେଳକୁ ପ୍ରୋତ୍ସାହନ…
ତାଜା ଖବର ରାଜ୍ୟ ୯ ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ର ମୋହର; ୮୦%ରୁ ଅଧିକ ଭିନ୍ନକ୍ଷମ ଓ ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କଙ୍କୁ ମିଳିବ ୩୫୦୦ ଟଙ୍କା ମାସିକ ଭତ୍ତା January 3, 2025 Nirvay ଆଜି ସନ୍ଧ୍ୟାରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ବିଭିନ୍ନ ବିଭାଗର ୯ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ଏନେଇ ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୂଚନା ଦେଇଛନ୍ତି । ଏହି କ୍ୟାବିନେଟ୍ ବୈଠକରେ ମୁଖ୍ୟମନ୍ତ୍ରୀ କୃଷି…
ରାଜ୍ୟ ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆରା ପଦକ୍ଷେପ; ଫୁଲତୋଡ଼ା, ନବବର୍ଷରେ ଡାଏରୀ ବଦଳରେ ଶିକ୍ଷା ଉପକରଣକୁ ସ୍ୱାଗତ January 3, 2025 Nirvay ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆରା ପଦକ୍ଷେପ । ନୟାଗଡ଼ ଜିଲ୍ଲା ପ୍ରଶାସନ ନବବର୍ଷ ଅବସରରେ ଜିଲ୍ଲାର ସମସ୍ତ ସରକାରୀ ଅଧିକାରୀଙ୍କୁ ଶୁଭେଚ୍ଛା ଜଣାଇବାପାଇଁ ଫୁଲତୋଡ଼ା ଓ ଡାଏରୀ ନ ଆଣି ତା ପ୍ରତିବଦଳରେ ବହି, ଖାତା, କଲମ ଓ ପେନସିଲ…