ତାଜା ଖବର ରାଜ୍ୟ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ନେଇ ସୁରକ୍ଷା ବୈଠକ; ବିମାନବନ୍ଦରରୁ ଜନତା ମୈଦାନ ରୋଡ ସୋ June 17, 2025 Papirani ଜୁନ୍ ୨୦ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦରରରେ ପହଞ୍ଚିବା ପରେ ବିମାନବନ୍ଦରରୁ ଜନତା ମୈଦାନ ପର୍ଯ୍ୟନ୍ତ ରୋଡ୍ ସୋ’ କରିବେ । ଏହାକୁ ନେଇ ବିମାନବନ୍ଦର ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ବୈଠକ କରାଯାଇଛି । ଏହି…
ତାଜା ଖବର ରାଜନୀତି ରାଜ୍ୟ ବଲାଙ୍ଗିରର ଜରୁରୀ ବିକାଶ ଦାବି ସହ ପ୍ରୋଟୋକଲ ଲ୍ୟାପ୍ସ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଧାୟକ କଳିକେଶ ନାରାୟଣ June 17, 2025 Papirani ଆଜି ବଲାଙ୍ଗୀର ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବଲାଙ୍ଗିରରେ ହେବାକୁଥିବା ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ଯୋଗଦେବେ । କିନ୍ତୁ ଏହା ପୂର୍ବରୁ ବରିଷ୍ଠ ବିଜେଡି ନେତା ତଥା ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂହ ଦେଓ ମୁଖ୍ୟମନ୍ତ୍ରୀ…
ତାଜା ଖବର ରାଜ୍ୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ୨ଟି ଲଘୁଚାପ କ୍ଷେତ୍ର; ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା June 17, 2025 Papirani ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଦୁଇଟି ଲଘୁଚାପ । ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଓ ଦକ୍ଷିଣ ଗୁଜରାଟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା…
ତାଜା ଖବର ରାଜ୍ୟ ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା: ୧୦ ଗିରଫ June 17, 2025 Papirani ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ।ସମସ୍ତ ୧୦ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ। ସୋମବାର ୭ ଜଣ ଯୁବକଙ୍କୁ ଅଟକ ରଖାଯାଇଥିବା ବେଳେ ଆଜି ଗୋପାଳପୁର ପୋଲିସ ୩ ଜଣ ଯୁବକଙ୍କୁ ଗିରଫ କରିଛି । ବାହାର ରାଜ୍ୟକୁ ଫେରାର ପାଇଁ…
ରାଜ୍ୟ ଧର୍ମଶାଳାରେ ହୋଟେଲ, ଫାଷ୍ଟଫୁଡ୍ ଦୋକାନ ୨ ସପ୍ତାହ ପାଇଁ ବନ୍ଦ June 16, 2025 Nirvay ଯାଜପୁର ଜିଲ୍ଲାରେ ଡାଇରିଆ ବ୍ୟାପିଥିବାରୁ ଧର୍ମଶାଳା ତହସିଲ ପ୍ରଶାସନର କଡ଼ା ନିର୍ଦ୍ଦେଶ । ଧର୍ମଶାଳା ତହସିଲ ଅଧୀନରେ ଥିବା ସମସ୍ତ ହୋଟେଲ, ଢାବା, ତେଲଭାଜି ଦୋକାନ, ମିଠା ଦୋକାନ, ଫାଷ୍ଟଫୁଡ଼/ଚାଟ/ଗୁପଚୁପ ଦୋକାନ, ଆଇସକ୍ରିମ କାରଖାନା, ପାଣି ପାଉଚ କାରଖାନା, ମାଛ/ଚିକେନ ଏ…
ରାଜ୍ୟ ରାଜ୍ୟରେ ଆରମ୍ଭ ହେଲା ‘‘ଷ୍ଟପ୍-ଡାଇରିଆ’’ ଅଭିଯାନ June 16, 2025 Nirvay ବର୍ଷା ଋତୁରେ ଜଳବାହିତ ରୋଗ ଡାଇରିଆର ନିରାକରଣ ନିମନ୍ତେ ସାରା ରାଜ୍ୟରେ ଷ୍ଟପ ଡାଇରିଆ ଅଭିଯାନ ଆରମ୍ଭ କରାଯାଇଛି । ଡାଇରିଆ ସ୍ଥିତି ଉପରେ ନଜର ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ତତ୍ତ୍ଵାବଧାନରେ ରାଜ୍ୟ ସରକାର ନିରାକରଣ ଓ ପ୍ରତିଷେଧ…
ରାଜ୍ୟ ଭୁବନେଶ୍ୱରରେ ତିଆରି ହେବ ସରକାରୀ ଅତିଥି ଭବନ June 16, 2025 Nirvay ବିଭିନ୍ନ ଜିଲ୍ଲାରୁ ଓଡ଼ିଶା ରାଜଧାନୀକୁ ବିଭିନ୍ନ ଉଦ୍ଦେଶ୍ୟରେ ଆସୁଥିବା ଲୋକଙ୍କ ପାଇଁ ସୁଲଭ ବାସସ୍ଥାନ ଯୋଗାଇବା ନିମନ୍ତେ ଓଡ଼ିଶା ସରକାର ଭୁବନେଶ୍ୱରରେ ‘ଅତିଥି ଭବନ’ର ନିର୍ମାଣ ପାଇଁ ଏକ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ…
ତାଜା ଖବର ରାଜ୍ୟ ୨୮,୩୪୬ ଜଣଙ୍କୁ ସରକାରୀ ଓ ୪୫ ହଜାରଙ୍କୁ ବେସରକାରୀ ସ୍ତରରେ ନିଯୁକ୍ତି ଦେଇଛନ୍ତି ନୂଆ ସରକାର: ମୁଖ୍ୟମନ୍ତ୍ରୀ June 16, 2025 Papirani ଯୁବ ଶକ୍ତି ହେଉଛନ୍ତି ଆମ ରାଜ୍ୟର ବିକାଶ ରଥର ସାରଥୀ। ଯୁବ ଶକ୍ତିଙ୍କ ଭିତରେ ଥିବା ଶକ୍ତି, ସାମର୍ଥ୍ୟ ଓ ଉତ୍ସାହକୁ ରାଜ୍ୟର ବିକାଶ ସହିତ ସମାଜ କଲ୍ୟାଣରେ ଉପଯୋଗ କରିବା ପାଇଁ ଆମେ ପ୍ରାଧାନ୍ୟ ଦେଉଛୁ ବୋଲି ଆଜି ମୁଖ୍ୟମନ୍ତ୍ରୀ…
ତାଜା ଖବର ରାଜ୍ୟ ବ୍ୟାସନଗରରେ ଫାଷ୍ଟଫୁଡ୍ ବନ୍ଦ June 16, 2025 Papirani ମାଡୁଛି ହଇଜା । ଏହାକୁ ଦୃଷ୍ଟିରେ ରଖି ଯାଜପୁର ବ୍ୟାସନଗର ଅଞ୍ଚଳରେ ଫାଷ୍ଟଫୁଡ୍ ବନ୍ଦ । ଚାଟ୍, ଗୁପ୍ଚୁପ୍, ଜଳଖିଆ ଦୋକାନ ବନ୍ଦ ରଖିବାକୁ ନିର୍ଦ୍ଦେଶ । ହୋଟେଲ୍ଗୁଡ଼ିକୁ ସ୍ବଚ୍ଛତା ରଖିବାକୁ ପ୍ରଶାସନର ନିର୍ଦ୍ଦେଶ ଜାରି କରାଯାଇଛି । ଏହି ନିଷ୍ପତ୍ତି…
ତାଜା ଖବର ରାଜ୍ୟ ଏସସିବିରେ ଜଣେ ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ମୃତ୍ୟୁ June 16, 2025 Papirani ଯାଜପୁରରେ କାୟା ମେଲାଉଛି ଝାଡାବାନ୍ତି । ଏହାରି ମଧ୍ୟରେ କଟକ ଏସସିବିରେ ଆଉ ଜଣେ ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ମୃତ୍ୟୁ ସ୍ପଷ୍ଟ କରିଛନ୍ତି ହସ୍ପିଟାଲ୍ କର୍ତ୍ତୃପକ୍ଷ । ମୃତକ ଜଣଙ୍କ ଯାଜପୁର ସୁକିନ୍ଦା ଅଞ୍ଚଳର ସୂଚନା ।…