Category: ରାଜ୍ୟ

ଆୟୁଷ୍ମାନ ଭାରତ ଯୋଜନାରେ ମହିଳାଙ୍କୁ ମିଳିବ ୧୦ ଲକ୍ଷ ଟଙ୍କା: ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ରାଜ୍ୟ ସରକାରଙ୍କ ବଡ ଘୋଷଣା । ଫେବୃଆରୀରେ ରାଜ୍ୟରେ ଲାଗୁ ହେବ ବହୁ ପ୍ରତୀକ୍ଷିତ ଆୟୁଷ୍ମାନ ଭାରତ ଯୋଜନା । ଆୟୁଷ୍ମାନ ଯୋଜନାରେ ମାଗଣା ସ୍ୱାସ୍ଥ୍ୟ ସେବା ପାଇବେ ସାଢ଼େ ୩ କୋଟି ଲୋକ । ପୁରୁଷଙ୍କ ପାଇଁ ୫ ଲକ୍ଷ…

NTCA ଛାଟ ପରେ ବାଘୁଣୀ ଜିନ୍ନତକୁ ଫେରାଇଲା ପଶ୍ଚିମବଙ୍ଗ

ପଶ୍ଚିମବଙ୍ଗରୁ ଶିମିଳିପାଳ ଫେରିଛି ବାଘୁଣୀ ‘ଜିନତ’। ପଶ୍ଚିମବଙ୍ଗ ଆଲିପୁର ଚିଡ଼ିଆଖାନାରୁ ସ୍ୱତନ୍ତ୍ର ଗାଡ଼ି ଯୋଗେ ବିଳମ୍ବିତ ରାତିରେ ଅଣାଯାଇଛି। ଓଡ଼ିଶା ପହଞ୍ଚିବା ପରେ ଶିମିଳିପାଳ ଦକ୍ଷିଣ ଡିଭିଜନର ସଫ୍ଟ ଏନକ୍ଲୋଜରରେ ଜିନତକୁ ଛଡ଼ାଯାଇଛି । ଜିନତକୁ ଆଣିବା ପାଇଁ କୋଲକାତାକୁ ଓଡ଼ିଶା…

ପୁରୀ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼; ବ୍ୟାରିକେଡ଼ ଭାଙ୍ଗିଲେ ଶ୍ରଦ୍ଧାଳୁ

ନୂଆ ଉତ୍ସାହ ଓ ନୂଆ ସମ୍ଭାବନା ସହ ପାଦ ଥାପିଛି ବର୍ଷ ୨୦୨୫ । ନୂଆ ବର୍ଷ ପାଇଁ ବଡଦାଣ୍ଡ ପାଲଟିଛି ଜନସମୁଦ୍ର । ମହାପ୍ରଭୁଙ୍କ ଦର୍ଶନ ଓ ଆଶୀର୍ବାଦ ପାଇଁ ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି ଅଗଣିତ ଭକ୍ତ । ଏଥିସହ ଶ୍ରୀମନ୍ଦିରରେ…

ଓଡିଶା ଜନଜାତିଙ୍କ ଜମି ହସ୍ତାନ୍ତର ସମ୍ପର୍କିତ ସଂଶୋଧନକୁ ପରିଷଦର ନାମଞ୍ଜୁର

ଆଜି ଲୋକସେବା ଭବନରେ ନବଗଠିତ ଜନଜାତି ଉପଦେଷ୍ଟା ପରିଷଦର ପ୍ରଥମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ପରିଷଦ ନଭେମ୍ବର ମାସରେ ଗଠିତ ହୋଇଥିଲା । ଏହାର କାର୍ଯ୍ୟକାଳ ଦୁଇ ବର୍ଷ ରଖାଯାଇଛି ।…

ଚୂଡାନ୍ତ ପର୍ଯ୍ୟାୟରେ ‘ପ୍ରବାସୀ ଭାରତୀୟ ଦିବସ’ ପ୍ରସ୍ତୁତି; ମୁଖ୍ୟମନ୍ତ୍ରୀ ମୋହନ ମାଝୀ କଲେ ସମୀକ୍ଷା

ଭୁବନେଶ୍ୱରସ୍ଥିତ ଜନତା ମଇଦାନଠାରେ ଆସନ୍ତା ଜାନୁଆରୀ ମାସ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ମୁଖ୍ୟମନ୍ତ୍ରୀ…

ନୂଆବର୍ଷ ପାଳିବେନି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ମନମୋହନ ସିଂହ ଙ୍କ ବିୟୋଗରେ ଚାଲିଥିବା ରାଷ୍ଟ୍ରୀୟ ଶୋକ ଓ ଅଦିନିଆ ବର୍ଷା ରେ କ୍ଷତିଗ୍ରସ୍ତ ଚାଷୀଙ୍କ ଦୁଃଖ ରେ ସମବେଦନା ଜଣାଇ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତକାଲି ନୂଆ…

ଶିମିଳିପାଳକୁ ଖୁବ ଶୀଘ୍ର ଫେରିବ ବାଘୁଣୀ ‘ଜୀନତ’

ସୂଚନା ଅନୁଯାୟୀ ପଶ୍ଚିମବଙ୍ଗର ବାଙ୍କୁଡାର ରାଣୀବନ୍ଧ ଜଙ୍ଗଲରେ ଟ୍ରାଙ୍କୁଲାଇଜ୍‌ କରି ଧରାଯାଇଥିବା ବାଘୁଣୀ ‘ଜୀନତ୍‌’ର ସ୍ୱାସ୍ଥ୍ୟାବସ୍ଥା ଠିକ୍‌ ନାହିଁ । ଜୀନତ୍‌କୁ ଟ୍ରାଙ୍କୁଲାଇଜ୍‌ କରିବା ପାଇଁ ୩ଟି ସଟ୍‌ ମରାଯାଇଥିଲା । ଯାହାର ପ୍ରଭାବରେ ଜୀନତ୍‌ ଅସୁସ୍ଥ ହୋଇପଡ଼ିଛି । ୩…

୪ ଜିଲ୍ଲା ବୁଲିଲେ ନବୀନ; ମୃତ ଚାଷୀଙ୍କ ପରିବାରକୁ ଭେଟିଲେ

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆଜି ଦିନିକିଆ ପୁରୀ ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲା ଗସ୍ତରେ ଯାଇ ଅଦିନିଆ ବର୍ଷା କ୍ଷତିଗ୍ରସ୍ତ ସମୀକ୍ଷା କରିଛନ୍ତି । ପୁରୀ ର ସତ୍ୟବାଦୀ,କଟକ ର ସାଲେପୁର ଜଗତସିଂହପୁର ର ବାଲିକୁଦା ଓ…

ରାଜ୍ୟରେ ମହିଳା କମିଶନ ଭଳି ଗଢ଼ାଯାଉ ପିତୃ ମାତୃ କମିଶନ: ବାବା ବଳିଆ

ରାଜ୍ୟରେ ମହିଳା କମିଶନ ଭଳି ପିତୃ ମାତୃ କମିଶନ ଗଠନ ହେବା ନିତ୍ୟାନ୍ତ ଆବଶ୍ୟକ ବୋଲି ଆଜି ମତ ବ୍ୟକ୍ତ କରିଛନ୍ତି ବାବା ବଳିଆ । ପୂଅବୋହୂ ମାନେ ବାପା ମାଆଙ୍କୁ ହଇରାଣ କରୁଛନ୍ତି । ବୃଦ୍ଧାବସ୍ଥାରେ ସେମାନଙ୍କ କଥା ବୁଝୁନାହାନ୍ତି…

୮ IPS ଅଫିସରଙ୍କୁ ମିଳିଲା ପଦୋନ୍ନତି

ଆଜି ୮ ଜଣ ଆଇପିଏସ୍‌ ଅଫିସରଙ୍କୁ ପଦୋନ୍ନତି ଦେଇଛନ୍ତି ରାଜ୍ୟ ସରକାର । ୨୦୦୦ ବ୍ୟାଚ୍‌ ଆଇପିଏସ୍ ଅଫିସର ଯତିନ୍ଦ୍ର କୋୟଲ, ପ୍ରତୀକ ମହାନ୍ତି ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଥିବା ବେଳେ ୨୦୧୧ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ପିନାକ ମିଶ୍ର, ବି.…