Category: ରାଜ୍ୟ

୨୦୨୪ ବର୍ଷରେ ଭିଜିଲାନ୍ସକୁ ମିଳିଛି ବଡ଼ ସଫଳତା

୨୦୨୪ରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ୧୮୧ ସରକାରୀ ବାବୁ । ଚଳିତ ବର୍ଷ ଚଢାଉ ଓ ମାମଲା ସଂମ୍ପର୍କରେ ତଥ୍ୟ ଦେଇଛି ଓଡ଼ିଶା ଦୁର୍ନୀତି ନିବାରଣ ନିର୍ଦ୍ଦେଶାଳୟ । ତଥ୍ଯ ଅନୁସାରେ ୨୦୨୪ରେ ମୋଟ୍ ୨୦୦ଟି ଫୌଜଦାରୀ ମାମଲା ରୁଜୁ ହୋଇଛି…

ରେମୁଣାରେ ଆଦିବାସୀ ମହିଳାଙ୍କୁ ନିର୍ଯ୍ୟାତନା: ମୁଖ୍ୟ ଅଭିଯୁକ୍ତ ସମେତ ୪ ଗିରଫ

ବାଲେଶ୍ୱର ରେମୁଣା ଅଞ୍ଚଳରେ ଧର୍ମ ପରିବର୍ତ୍ତନକୁ କେନ୍ଦ୍ର କରି ଆଦିବାସୀ ମହିଳାଙ୍କୁ ମାଡ ମାରିବା ଘଟଣାରେ ନିଆଯାଇଛି କାର୍ଯାନୁଷ୍ଠାନ। ଡିସେମ୍ବର ୨୬ ତାରିଖରେ ବାଲେଶ୍ଵର ଜିଲ୍ଲାର ମୁଖୁରା ପଞ୍ଚାୟତର ଛଣଖଣପୁର ଗ୍ରାମରେ ଆଦିବାସୀ ମହିଳାଙ୍କ ଉପରେ ହୋଇଥିବା ନିର୍ଯ୍ୟାତନାରେ ମୁଖ୍ୟ ଅଭିଯୁକ୍ତ…

ସାମ୍ବାଦିକଙ୍କ ଲୋକସେବା ଭବନ ପ୍ରବେଶ ପାଇଁ ନୂଆ ଅଧିସୂଚନା

ସାମ୍ବାଦିକଙ୍କ ପାଇଁ ହଟିଲା କଟକଣା । ଲୋକସଭା ଭବନରେ ପ୍ରବେଶ କରିବା ପାଇଁ ସାମ୍ବାଦିକଙ୍କୁ ମିଳିଲା ଅନୁମତି । ସ୍ବୀକୃତି ଓ ଅଣସ୍ବୀକୃତିପ୍ରାପ୍ତ ସାମ୍ବାଦିକଙ୍କୁ ଅନୁମତି ମିଳିଛି । ଏନେଇ ଆଜି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…

ନୂଆବର୍ଷରେ ଜଗା ଦର୍ଶନ; ଆଜି ରାତି ୧ଟାରୁ ଖୋଲିବ ସିଂହଦ୍ବାର

ରାତି ପାହିଲେ ନୂଆ ଆଶା, ଆକାଂକ୍ଷା ଓ ସମ୍ଭାବନାକୁ ନେଇ ଆସିବ ବର୍ଷ ୨୦୨୫ । ପୁରୁଣା ବର୍ଷକୁ ବିଦାୟ ଏବଂ ନୂଆବର୍ଷକୁ ସ୍ୱାଗତ ଜଣାଇବା ଲାଗି ପୁରୀ ସହର ସମ୍ପୂର୍ଣ୍ଣ ପ୍ରସ୍ତୁତ । ମହାପ୍ରଭୁଙ୍କ ଆଶୀର୍ବାଦ ନେଇ ନବ ବର୍ଷର…

ଜାନୁଆରୀ ୫ ରେ ମାଧୋ ସିଂ ହାତଖର୍ଚ୍ଚ ଯୋଜନାର ଶୁଭାରମ୍ଭ

ନୂଆବର୍ଷରେ ଛାତ୍ରୀଛାତ୍ରଙ୍କୁ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଅଧାରୁ ପାଠ ଛାଡୁଥିବା ଜନଜାତି ସମ୍ପ୍ରଦାୟର ଛାତ୍ରଛାତ୍ରୀଙ୍କୁ ପୁଣି ସ୍କୁଲକୁ ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ମାଧୋ ସିଂ ହାତଖର୍ଚ୍ଚ ଯୋଜନା ପ୍ରସ୍ତୁତ କରିଛନ୍ତି । ଜାନୁଆରୀ ୫ରେ ଏହି…

ମହାନଦୀରୁ ୨ଟି ପୂରାତନ ମୂର୍ତ୍ତି ଉଦ୍ଧାର

ମହାନଦୀରୁ ମିଳିଲା ପ୍ରାଚୀନ ମୂର୍ତ୍ତି । ମତ୍ସ୍ୟଜୀବୀଙ୍କ ଜାଲରେ ଲାଗିଲା ଶନିଦେବ ଓ ମହାବୀରଙ୍କ ମୂର୍ତ୍ତି । ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ ପଦ୍ମାବତୀ ଗାଁ ପାଖ ମହାନଦୀରୁ ଉଦ୍ଧାର ୪ ଫୁଟର ଶନିଦେବ ଓ ହନୁମାନଙ୍କ ମୂର୍ତ୍ତି ଉଦ୍ଧାର କରିଛନ୍ତି…

ନୂଆବର୍ଷ ଉତ୍ସବ ପାଳିବେନି ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଏଥର ଇଂରାଜୀ ନୂଆବର୍ଷ ପାଳନ କରିବେନାହିଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଇଂରାଜୀ ନବବର୍ଷ ଅବସରରେ ଆନୁଷ୍ଠାନିକ ଭାବରେ କୌଣସି ଉତ୍ସବ କିମ୍ବା ଅଭିନନ୍ଦନ କାର୍ଯ୍ୟକ୍ରମରେ ସାମିଲ ହେବେନାହିଁ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଆଜି ଏସମ୍ପର୍କରେ ସୂଚନା ଦେଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ…

ଆକାଶପଥରେ ଅଧିକ ସହର ସହ ଯୋଡ଼ି ହେବ ଓଡ଼ିଶା; ଭୁବନେଶ୍ୱର, ଝାରସୁଗୁଡାରୁ ଉଡ଼ିବ ଅଧିକ ବିମାନ

ଆକାଶପଥରେ ଅଧିକ ସହର ସହ ଯୋଡ଼ି ହେବ ଓଡ଼ିଶା । ଏହା ରାଜ୍ୟର ଅର୍ଥନୈତିକ ବିକାଶକୁ ଦେବ ନୂଆ ଦିଗ । ଜାନୁଆରୀ ୧ରୁ ଝାରସୁଗୁଡା ବିମାନ ବନ୍ଦରରୁ ଅଧିକ ୪ଟି ସହରକୁ ଆଉ ଜାନୁଆରୀ ୩ରୁ ଭୁବନେଶ୍ୱର ବିମାନ ବନ୍ଦରରୁ…

ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ଓଡ଼ିଶା ଆସୁଛି ଇ-ଡବଲ ଡେକର ବସ୍

ପ୍ରବାସୀ ଭାରତୀୟ ଦିବସକୁ ନେଇ ସଜେଇ ହେଉଛି ରାଜଧାନୀ ଭୁବନେଶ୍ୱର । ସବୁଠି ଦେଖିବାକୁ ମିଳୁଛି ଓଡିଆ ସଂସ୍କୃତିର ଝଲକ । ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ କଟକ-ଭୁବନେଶ୍ୱର-ପୁରୀ ମଧ୍ୟରେ ଚାଲିବ ଇଲେକ୍ଟ୍ରିକ ଡବଲ ଡେକର ବସ୍ । ପ୍ରଥମ ପର୍ଯ୍ୟାୟରେ…

ବିଜେପି କର୍ମୀଙ୍କ ଗୁଣ୍ଡାରାଜରେ ଅତିଷ୍ଠ ରାଜ୍ୟବାସୀ: ବିଜେଡି

ବାଲେଶ୍ୱର ରେମୁଣା ଅଞ୍ଚଳରେ ଧର୍ମ ପରିବର୍ତ୍ତନକୁ କେନ୍ଦ୍ର କରି ଆଦିବାସୀ ମହିଳାଙ୍କୁ ମାଡ ମାରିବା ଘଟଣାକୁ ନିନ୍ଦା କରିବା ସହ ଭିଡିଓ ଦେଖାଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ବିଜୁ ଜନତା ଦଳ । ରାଜ୍ୟରେ ନୂଆ ସରକାରକୁ କଡା ନିନ୍ଦା…