Category: ରାଜ୍ୟ

ମାନସ ଚୌଧୁରୀଙ୍କ ଉପରୁ ହଟିଲା ନିଲମ୍ବନ

ଓଡ଼ିଶା ପ୍ରଦେଶ କଂଗ୍ରେସକୁ ମିଳିଛି ଏହାର ନୂଆ ମୁଖିଆ । ପୂର୍ବତନ ସାଂସଦ ତଥା ବରିଷ୍ଠ କଂଗ୍ରେସ ନେତା ଭକ୍ତ ଚରଣ ଦାସଙ୍କୁ ପିସିସି ସଭାପତି ନିଯୁକ୍ତ କରାଯାଇଛି । ନୂଆ ପିସିସି ସଭାପତି ହେବା ପରେ କଂଗ୍ରେସରେ ହଲ୍‌ଚଲ ସୃଷ୍ଟି…

ମଧ୍ୟାହ୍ନ ଭୋଜନରେ ସାମିଲ ହେବେ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ

ପିଲାଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ମଙ୍ଗଳବାର ଦିନ ବଡ଼ ନିଷ୍ପତ୍ତି ନେଇଛନ୍ତି । ଏଣିକି ନବମ ଓ ଦଶମ ପିଲାଙ୍କୁ ମଧ୍ୟାହ୍ନ ଭୋଜନରେ ସାମିଲ କରାଯିବ । ଏ ନେଇ ରାଜ୍ୟ ସରକାର କ୍ୟାବିନେଟ୍‌ରେ ନିଷ୍ପତ୍ତି…

ମିଳିତ ଭାବେ କାର୍ଯ୍ୟକାରୀ ହେବ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା

ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ମମତା ଯୋଜନା ସହିତ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା ମିଳିତ ଭାବେ କାର୍ଯ୍ୟକାରୀ କରାଯିବ । ଏଥିରେ କନ୍ୟା ସନ୍ତାନ ଜନ୍ମ ପାଇଁ ଗର୍ଭବତୀମାନଙ୍କୁ ବର୍ଷକୁ ଅଧିକ ୨୦୦୦ ଟଙ୍କା ପ୍ରଦାନ କରାଯିବ । ଗର୍ଭବତୀ, ପ୍ରସୂତି…

ଭକ୍ତ ଦାସ ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ନିଯୁକ୍ତ

ଲମ୍ଭା ପ୍ରତିକ୍ଷାର ଅନ୍ତ ଘଟାଇ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ, ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ ଓଡ଼ିଶା କଂଗ୍ରେସ ସଭାପତି ନିଯୁକ୍ତ କରିଛନ୍ତି । ଶରତ ପଟ୍ଟନାୟକଙ୍କ ଇସ୍ତଫା ପରେ ଓଡ଼ିଶା ପ୍ରଦେଶ…

ସହଦେବ ନାୟକ ହତ୍ୟା ଘଟଣା: ସିବିଆଇ ତଦନ୍ତ ଦାବିରେ ବିଏମସି କାର୍ଯ୍ୟାଳୟ ଘେରାଉ କଲେ ସଫେଇ କର୍ମୀ

ସହଦେବ ନାୟକ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବି କଲେ ସଫେଇ କର୍ମୀ । ଆଜି ଭୁବନେଶ୍ବର ମୁନିସିପାଲିଟି ସଫେଇ ମଜଦୁର ସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ବିଏମସି କାର୍ଯ୍ୟାଳୟ ଘେରାଉ କରାଯାଇଛି । ସିବିଆଇ ତଦନ୍ତ ଦାବି ସହ…

ମହିଳା କମିଶନକୁ କ୍ଷମତା ସମ୍ପନ୍ନ କରାଯିବ: ପ୍ରଭାତୀ ପରିଡ଼ା

ମହିଳାମାନଙ୍କୁ ସଶକ୍ତ କରିବା ଏବଂ ତୃଣମୂଳ ସ୍ତରରେ ସେମାନଙ୍କ ସମସ୍ୟାର ସମାଧାନ କରିବା ପାଇଁ, ଜାତୀୟ ମହିଳା ଆୟୋଗ “ଜାତୀୟ ମହିଳା କମିଶନ – ଆପଣଙ୍କ ଦ୍ୱାରରେ” ଶୀର୍ଷକ ଏକ ଜନ ଶୁଣାଣି ଆୟୋଜନ ହୋଇଛି । ଏହି ଅବସରର ଉପ…

ପଞ୍ଜିକାରେ ଭୁଲ ତଥ୍ୟ ଦେଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ପଞ୍ଜିକା ସମନ୍ଵୟ ନେଇ ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି । ତେବେ ଏହି ବୈଠକରେ ନିର୍ଭୁଲ ଓ ତ୍ରୁଟିବିହୀନ ପଞ୍ଜିକା ଉପରେ ଗୁରୁତ୍ୱ ଦିଆଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ସୂଚନା ଦେଇ କହିଛନ୍ତି ଆଜିର…

ବାରବାଟୀରେ ଫ୍ଲଡ୍ ଲାଇଟ୍‌ ବନ୍ଦ ହେବା ଘଟଣା: ଓସିଏ ଉପରେ ବର୍ଷିଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା

ବାରବାଟୀରେ ଫ୍ଲଡ୍ ଲାଇଟ୍‌ ବନ୍ଦ ହେବା ଘଟଣାରେ ସାମ୍ୱାଦିକ ସମ୍ମିଳନୀ କରି ଓସିଏ ଉପରେ ବର୍ଷିଛନ୍ତି ପୂର୍ବତନ ବିଧାୟକ ପ୍ରକାଶ ବେହେରା । ସେ କହିଛନ୍ତି ବାରବାଟୀରେ ଅନ୍ତର୍ଜାତୀୟ ମ୍ୟାଚ୍ ଚାଲିଥିବା ସମୟରେ ଲାଇଟ ବନ୍ଦ ହୋଇଯିବା ଘଟଣା ବିଶ୍ବରେ ଓଡ଼ିଶା…

ଖୁବ୍‌ଶୀଘ୍ର ଆରମ୍ଭ ହେବ ଜୟଦେବ ବିହାର-ନନ୍ଦନକାନନ ଫ୍ଲାଏଓଭର ବ୍ରିଜ୍: ପୃଥ୍ୱୀରାଜ ହରିଚନ୍ଦନ

ଦିନକୁ ଦିନ ରାଜଧାନୀରେ ବଢ଼ିବାକୁ ଲାଗିଛି ଟ୍ରାଫିକ ସମସ୍ୟା । ଏହି ଟ୍ରାଫିକ ସମସ୍ୟାକୁ ଦୃଷ୍ଟିରେ ରଖି ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ଜୟଦେବ-ବିହାର-ନନ୍ଦନକାନନ ଫ୍ଲାଏଓଭର ବ୍ରିଜ । ଏ ନେଇ ଆଜି ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ…

ବଜେଟ୍ ଅଧିବେଶନ ପାଇଁ ଜାରି ହେଲା ଟ୍ରାଫିକ୍ କଟକଣା

ଆଉ ଗୋଟିଏ ଦିନ ପରେ ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ବା ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ଏଥିପାଇଁ ଭୁବନେଶ୍ୱର ଟ୍ରାଫିକ୍ କଟକଣା ଜାରି କରାଯାଇଛି । ଚଳିତ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଚାଲିବ । ଫେବୃଆରୀ ୧୩ରୁ…