ରାଜନୀତି ରାଜ୍ୟ ବ୍ରହ୍ମପୁରରେ ଗୁଳିମାଡ଼: ବିଜେପି ନେତା ପୀତବାସ ପଣ୍ଡା ମୃତ୍ୟୁ October 6, 2025 Nirvay ବ୍ରହ୍ମପୁରରେ ଗୁଳିମାଡ । ବ୍ରହ୍ମପୁର ସହରର ବ୍ରହ୍ମନଗର ଅଞ୍ଚଳରେ ବିଜେପି ନେତା ତଥା ବରିଷ୍ଠ ଆଇନ୍ଜୀବୀ ପୀତବାସ ପଣ୍ଡାଙ୍କୁ ଦୁର୍ବୃତ୍ତମାନେ ଗୁଳିମାଡ଼ କରିଛନ୍ତି । ମିଳିଥିବା ସୂଚନା ଅନୁସାରେ, ତାଙ୍କ ଘର ବାହାରେ ରାତି ପ୍ରାୟ ୧୦ଟା ସମୟରେ ବାଇକ୍ରେ ଆସି…
ତାଜା ଖବର ରାଜ୍ୟ ଯୁକ୍ତ ୨ ପରୀକ୍ଷା ପାଇଁ ଫର୍ମ ଫିଲଅପ୍ ତାରିଖ ଘୋଷଣା October 6, 2025 Papirani ଯୁକ୍ତ ୨ ପରୀକ୍ଷା ଫର୍ମ ଫିଲଅପ୍ ନେଇ ତାରିଖ ଘୋଷଣା କଲା CHSE । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୋମବାର ଉଭୟ ରେଗୁଲାର୍ ଏବଂ ଏକ୍ସ ରେଗୁଲାର ପରୀକ୍ଷାର୍ଥୀଙ୍କ ପାଇଁ ତାରିଖ ଘୋଷଣା ହୋଇଛି । ଆସନ୍ତା ୨୦ରୁ…
ତାଜା ଖବର ରାଜ୍ୟ ଆଉ ୨୪ ଘଣ୍ଟା ବୃଦ୍ଧି ହେଲା କଟକରେ ଇଣ୍ଟରନେଟ୍ କଟକଣା October 6, 2025 Papirani କଟକରେ ଇଣ୍ଟରନେଟ୍ କଟକଣା ଆଉ ୨୪ ଘଣ୍ଟା ବୃଦ୍ଧି । ଆଜିଠାରୁ ଆସନ୍ତାକାଲି ସଂଧ୍ୟା ୭ଟା ପର୍ଯ୍ୟନ୍ତ କଟକଣା ବଳବତ୍ତର ରହିବ । ସିଏମ୍ସି, ସିଡିଏ, ବୟାଳିଶି ମୌଜାରେ କଟକଣା ବଳବତ୍ତର । ପୂର୍ବ ପରି ହ୍ବାଟ୍ସ ଆପ୍, ଫେସବୁକ୍, ଏକ୍ସ,…
ତାଜା ଖବର ରାଜ୍ୟ ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ October 6, 2025 Papirani ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ । ଏ ନେଇ ସୋମବାର ଭାରତୀୟ ନିର୍ବାଚନ ଆୟୋଗ(ଇସିଆଇ)ଙ୍କ ତରଫରୁ ଏ ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ନୂଆପଡ଼ା ଉପନିର୍ବାଚନ ପାଇଁ ଆସନ୍ତା ୧୩ରେ ପ୍ରକାଶ ପାଇବ ବିଜ୍ଞପ୍ତି ।…
ତାଜା ଖବର ରାଜ୍ୟ ଖରିଆର୍ ରୋଡ୍କୁ ମ୍ୟୁନିସିପାଲିଟି ଏବଂ କୋମନା ଓ ସିନାପାଲି ନୂତନ ଏନ୍.ଏ.ସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ October 6, 2025 Papirani ଆଜି ନୂଆପଡା ଗସ୍ତ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ତାଙ୍କ ଗସ୍ତ ଅବସରରେ ନୂଆପଡ଼ା ଜିଲ୍ଲା ପାଇଁ ମୋଟ୍ ୧,୧୦୦ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିଛନ୍ତି । ସେଥି ମଧ୍ୟରେ ୬୪ କୋଟି ଟଙ୍କା ବ୍ୟୟରେ…
ତାଜା ଖବର ରାଜ୍ୟ Late Lulu Mahapatra: ସ୍ୱର୍ଗତ ଲୁଲୁ ମହାପାତ୍ରଙ୍କ ନବମ ଶ୍ରାଦ୍ଧ ଦିବସ ପାଳିତ October 6, 2025 Papirani ଓଡ଼ିଶାର ବିଶିଷ୍ଟ ରାଜନେତା ସ୍ଵର୍ଗତ ଲଲାଟେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ନବମ ଶ୍ରାଦ୍ଧବାର୍ଷିକୀ ଭୁବନେଶ୍ୱରସ୍ଥିତ ଚେତନା କଲେଜ ଅଫ୍ ସ୍ପେଶାଲ୍ ଏଜୁକେସନ ଠାରେ ଆୟୋଜିତ ହୋଇଯାଇଛି। ଅମିୟ କୁମାର ଦାସ ଫାଉଣ୍ଡେସନ ଏବଂ କଳିଙ୍ଗ ଯୁବ ସେନାର ମିଳିତ ସହଯୋଗରେ ଏହି କାର୍ଯ୍ୟକ୍ରମ…
ରାଜ୍ୟ ଆଜି ଗଜଲକ୍ଷ୍ମୀ ପୂଜା ଓ କୁମାର ପୂର୍ଣ୍ଣିମା; ସାରା ଓଡିଶା ଉତ୍ସବମୁଖର October 6, 2025 Nirvay ଆଜି ପବିତ୍ର ଗଜଲକ୍ଷ୍ମୀ ପୂଜା ଓ କୁମାର ପୂର୍ଣ୍ଣିମା । ଏହି ଅବସରରରେ ଗାଁ ଠାରୁ ସହର ସବୁଠି ଚଳଚଞ୍ଚଳ ଓ ଉତ୍ସବମୁଖର ପରିବେଶ ଲାଗିରହିଛି । ସବୁଠି ଆଧ୍ୟାତ୍ମିକତାର ପରିବେଶ । ପୂର୍ଣ୍ଣ ଚନ୍ଦ୍ରର ଆଲୋକମାଳାରେ ଆଶିଷ ବାଢ଼ିବା ପାଇଁ…
ତାଜା ଖବର ରାଜ୍ୟ କଟକ ଭସାଣି ସମୟରେ ଅଶାନ୍ତି ଘଟଣା: ୮ ଗିରଫ October 6, 2025 Papirani କଟକ ଦଶହରା ସମୟରେ ଦୁର୍ଗାପୂଜା ମେଢ଼ ଭସାଣ ବେଳେ କଟକ ସହରରେ ଆରମ୍ଭ ହୋଇଥିବା ଉତ୍ତେଜନା ଘଟଣାରେ ୮ ଜଣ ଗିରଫ। ଏ ନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ । ସେ କହିଛନ୍ତି କଟକ ସହରରେ…
ରାଜ୍ୟ କଟକ ଗୋଷ୍ଠୀ ସଂଘର୍ଷ ଘଟଣାରେ ନିର୍ଦ୍ଦେଶାବଳୀ ଜାରି କରିଛି କମିଶନରେଟ ପୋଲିସ October 6, 2025 Nirvay କଟକ ସହରରେ ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଥିବା ଉତ୍ତେଜନା, ହିଂସାତ୍ମକ ପରିସ୍ଥିତି ନେଇ କମିଶନରେଟ ପୋଲିସ ନିର୍ଦ୍ଦେଶାବଳୀ ଜାରି କରିଛି । କଟକରେ ହୋଇଥିବା ସମ୍ପ୍ରତି ଗୋଷ୍ଠୀ ସଂଘର୍ଷ ପରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ…
ରାଜନୀତି ରାଜ୍ୟ ନୂଆପଡ଼ା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ୧୧୦୧ କୋଟି ଟଙ୍କାର ଭେଟି October 6, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ନୂଆପଡ଼ା ଜିଲ୍ଲା ଗସ୍ତରେ ଯାଇ ୧,୧୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ୯୫୭ଟି ବିକାଶମୂଳକ ନୂତନ ପ୍ରକଳ୍ପର ଘୋଷଣା, ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦ୍ଘାଟନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଜଳସେଚନ…