Category: ରାଜ୍ୟ

ଭଦ୍ରକରେ ପ୍ରତିଷ୍ଠା ହେବ ଟେକ୍ସଟାଇଲ ପାର୍କ 

ଭଦ୍ରକରେ ପ୍ରତିଷ୍ଠା ହେବାକୁ ଯାଉଛି ଟେକ୍ସଟାଇଲ ପାର୍କ । ଆଜି ବିଧାନସଭା ଗୃହରେ ଏହି ସଂପର୍କରେ ସୂଚନା ଦେଇ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ କହିଛନ୍ତି ଭଦ୍ରକରେ ଟେକ୍ସଟାଇଲ ପାର୍କ ପ୍ରତିଷ୍ଠା ହେବ ସହ ପାରାଦୀପରେ ମେଗା ଫିଡ୍ କ୍ରାକର୍ ପ୍ଲାଣ୍ଟ ମଧ୍ୟ…

ରାଜ୍ୟସଭାରୁ ସୁଜିତ କୁମାରଙ୍କ ଇସ୍ତଫା; ବିଜେଡିରୁ ବହିଷ୍କୃତ

ବିଜେଡି ସାଂସଦ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେବା ପରେ ବିଜେଡିକୁ ଶକ୍ତ ଝଟକା ଲାଗିଛି। ସେ ତାଙ୍କ ଇସ୍ତଫା ପତ୍ର ରାଜ୍ୟସଭା ଅଧ୍ୟକ୍ଷଙ୍କ ପାଖକୁ ପଠାଇଛନ୍ତି । କାର୍ଯ୍ୟକାଳ ସରିବାର ୨ ବର୍ଷ ପୂର୍ବରୁ ରାଜ୍ୟସଭାରୁ ଇସ୍ତଫା…

ବିଧାନସଭାରେ ରେଭେନ୍ସା ତାତି; ବିଜେଡିର ହଟ୍ଟଗୋଳ

ରେଭେନ୍ସା ବିଶ୍ୱବିଦ୍ୟାଳୟର ନାଁ ପରିବର୍ତ୍ତନ ପ୍ରସଙ୍ଗ ନେଇ ଆଜି ବିଧାନସଭାରେ ବିଜେଡି ହଟ୍ଟଗୋଳ କରିଛି । ଏହି ପ୍ରସଙ୍ଗକୁ ନେଇ ବାଚସ୍ପତିଙ୍କ ପୋଡିୟମ ତଳେ ନାରାବାଜି କରିଛି ବିଜେଡି। ଆଜି ଗୃହରେ ଏହି ପ୍ରସଙ୍ଗ ଉଠାଇ ନିଜର ସୁରକ୍ଷା ଦାବି କରିଛନ୍ତି…

କେନ୍ଦୁଝର ଜେଲ୍ ସୁପରିଣ୍ଟେଣ୍ଡେଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ଭିଜିଲାନ୍ସ ଜାଲରେ କେନ୍ଦୁଝର ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ ସତ୍ୟପ୍ରକାଶ ସ୍ବାଇଁ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜିଲ୍ଲା ମୁଖ୍ୟ କାରାଗାରର ଅଧୀକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି। କେନ୍ଦୁଝର ଅଫିସ, ବାସଭବନ, ଭଦ୍ରକସ୍ଥିତ ପୈତୃକ ଘର, ଭୁବନେଶ୍ୱର ଲକ୍ଷ୍ମୀ ସାଗରସ୍ଥିତ…

ରେଭେନ୍ସା ପ୍ରସଙ୍ଗ; ଦଳୀୟ ନେତାଙ୍କ ବିରୋଧରେ ମିଥ୍ୟା ଏତଲାକୁ ନିନ୍ଦା କଲା ବିଜେଡି

ରେଭେନ୍ସା ବିଶ୍ୱବିଦ୍ୟାଳୟରେ ହୋଇଥିବା ବିକ୍ଷୋଭକୁ ନେଇ ଦଳର ସମ୍ମାନିତ ନେତା ବ୍ୟୋମକେଶ ରାୟ, ବିଧାୟକ ଡ. ଲେନିନ ମହାନ୍ତି ଓ ଛାତ୍ର ନେତା ଆକ୍ରମ ଖାଁଙ୍କ ବିରୋଧରେ କରାଯାଇଥିବା ଏତଲା ସମ୍ପୂର୍ଣ୍ଣ ମିଥ୍ୟା ଓ ଭିତ୍ତିହୀନ ବୋଲି ବିଜୁ ଜନତା ଦଳ…

‘ନିନାଦ’; ଦିବ୍ୟାଙ୍ଗଙ୍କ ପାଇଁ ସୁଯୋଗ ସୃଷ୍ଟି କରିବା ଆମ ସମାଜର ଦାୟିତ୍ବ

ଦିବ୍ୟାଙ୍ଗମାନେ ଆମଠାରୁ ଅଧିକ କରି ଦେଖାଉଛନ୍ତି। ଭଗବାନଙ୍କର ସେମାନଙ୍କ ଉପରେ ସ୍ବତନ୍ତ୍ର ଆଶୀର୍ବାଦ ରହିଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ବାରା ଆୟୋଜିତ ଭିନ୍ନକ୍ଷମ କଳାକାରଙ୍କ ଦ୍ବାରା ପରିବେଶିତ ସଂଗୀତ…

ସୁଭଦ୍ରା ଯୋଜନା ଆବେଦନ ପ୍ରକ୍ରିୟାରେ ଅନିୟମିତତା ହେଲେ କାର୍ଯ୍ୟାନୁଷ୍ଠାନ

ସୁଭଦ୍ରା ଯୋଜନା ଆବେଦନ ପ୍ରକ୍ରିୟାରେ ଅନିୟମିତତା ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ । ହିତାଧିକାରୀମାନେ ଅଙ୍ଗନବାଡି କେନ୍ଦ୍ର, ମୋ ସେବା କେନ୍ଦ ଓ ଜନସେବା କେନ୍ଦ୍ରରୁ ମାଗଣାରେ ଏହି ଫର୍ମ ପାଇପାରିବେ। ହେଲେ ଏହି ନିୟମର ଉଲ୍ଲଙ୍ଘନ ହୋଇଥିବା ଜଣାପଡିଛି। ସୁଭଦ୍ରା…

ଓଡ଼ିଶାରେ ସମବାୟ ବ୍ୟବସ୍ଥାର ଢାଞ୍ଚା ପରିବର୍ତ୍ତନ କରିବାକୁ ବିଜେପି ବଦ୍ଧପରିକର

ଓଡ଼ିଶାରେ ସମବାୟ ବ୍ୟବସ୍ଥାର ସ୍ଥିତି ଅତ୍ୟନ୍ତ ଦୟନୀୟ। ଗତ ସରକାର ସମୟରେ ସମବାୟ ସ୍ଥିତି ଧ୍ୱଂସସ୍ତୁପରେ ପରିଣତ ହୋଇଛି । ସମବାୟ ଅର୍ଥକୁ କଦର୍ଥ କରି ସେତେବେଳେ ବିଜୁ ଜନତା ଦଳ ସମବାୟକୁ ଏକ ଥଇଥାନର କେନ୍ଦ୍ର ରୂପରେ ପରିଣତ କରିଥିଲେ…

ରେଭେନ୍ସାଙ୍କ ପରେ ଫକୀରମୋହନଙ୍କ ପାଳି କି: ବିଜେଡି

ବ୍ୟାସକବି ଫକୀରମୋହନ ସେନାପତିଙ୍କ ପ୍ରତି ବିଜେପି ଯୁବମୋର୍ଚ୍ଚାର ସଭାପତି ଯେଉଁଭଳି କଟୁ ଓ ନିମ୍ନରୁଚିର ମନ୍ତବ୍ୟ ଦେଇଛନ୍ତି ତାହାକୁ ବିଜେଡି ଦୃଢ ନିନ୍ଦା କରିଛି। ଆଜି ଶଙ୍ଖଭବନଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଜେଡି ମୁଖପାତ୍ର ଡ.ଲେନିନ ମହାନ୍ତି ଓ ତୁମ୍ବନାଥ ପଣ୍ଡା…

ଦୁଇଦିନିଆ ସମ୍ବଲପୁର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଖାଇ ଅବସରରେ ଦୁଇଦିନିଆ ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେପ୍ଟେମ୍ବର ୮ ତାରିଖରେ ପବିତ୍ର ନୂଆଖାଇ ଅବସରରେ ଅପରାହ୍ନ ୪ଟା ୨୫ରେ ସେ ସ୍ଥାନୀୟ ତପସ୍ୱିନୀ ଅଡିଟୋରିୟମରେ ସିଏମ୍‌ କିଶାନ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ।…