Category: ରାଜ୍ୟ

ଦୁଇ ଗୁଣ ବଢ଼ିଲା ମମତା ଯୋଜନା ସହାୟତା ରାଶି

ମମତା ଯୋଜନା ସହାୟତା ରାଶି ୨ ଗୁଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ମମତା ଯୋଜନାରେ ଗର୍ଭବତୀ ମହିଳାମାନଙ୍କୁ ୨ଟି କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଉଥିଲା। ମୁଖ୍ୟମନ୍ତ୍ରୀଙ୍କ ନୂଆ ନିଷ୍ପତ୍ତି ଅନୁଯାୟୀ ଗର୍ଭବତୀ…

ଘରୋଇ ଉପଭୋକ୍ତାଙ୍କ ବିଜୁଳି ଦର ହ୍ରାସ

ନିର୍ବାଚନ ପୂର୍ବରୁ ଉପଭୋକ୍ତାଙ୍କ ପାଇଁ ଖୁସି ଖବର । ଘରୋଇ ଉପଭୋକ୍ତାଙ୍କ ପାଇଁ ପ୍ରତ୍ୟେକ ସ୍ଲାବରେ ୧୦ ପଇସା ହ୍ରାସ କରାଗଲା । ଘରୋଇ ବ୍ୟତୀତ ଅନ୍ୟ ସମସ୍ତ କାଟେଗୋରୀରେ ଦର ଅପରିବର୍ତ୍ତିତ ରହିଛି । ବିପିଏଲ୍‌ ଉପଭୋକ୍ତାଙ୍କ ପାଇଁ ମାସିକ…

ଓଡ଼ିଶାରୁ ତୃତୀୟ ରାଜ୍ୟ ସଭା ଆସନର ପ୍ରାର୍ଥୀ ହେବେ ଅଶ୍ବିନୀ ବୈଷ୍ଣବ!

ମିଳିଥିବା ସୂଚନା ଅନୁସାରେ କେନ୍ଦ୍ରୀୟ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ପୁଣି ଥରେ ଓଡ଼ିଶାରୁ ରାଜ୍ୟ ସଭା ପ୍ରାର୍ଥୀ ହେବେ । ପୂର୍ବରୁ ବିଜୁ ଜନତା ଦଳ ପକ୍ଷରୁ ଦୁଇଟି ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରି ସାରିଥିବା ବେଳେ ତୃତୀୟ…

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଶିବରାଜ ସିଂ ଚୌହାନ

ଆଜି ଭୁବନେଶ୍ୱରରେ ପହଞ୍ଚୁ ପହଞ୍ଚୁ ରାଜ୍ୟ ସରକାରଙ୍କ ଉପରେ ଏପରି ବର୍ଷିଛନ୍ତି ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ। ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜେ ସରକାର ଚଳାଉନାହାନ୍ତି, ସ୍ଥିତି ଦେଖିଲେ ଲାଗୁଛି ଆଉଟସୋର୍ସକୁ ଶାସନ ବ୍ୟବସ୍ଥା ଦିଆଯାଇଛି। ଅଧିକାରୀ…

ଯାଜପୁରରେ ପାଣ୍ଡିଆନ; ଛାତ୍ରଛାତ୍ରୀଙ୍କୁ ମିଳିବ ମ୍ୟାଜିକ କାର୍ଡ

ଯାଜପୁର: ଯାଜପୁରରେ 5-T ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ୍ । ଯାଜପୁର କୁସୁମା ନିକଟ ପଡ଼ିଆରେ ପହଞ୍ଚି ପ୍ରଥମେ ଏସ୍‌ସି କଲେଜ ପଡିଆରେ ଆୟୋଜିତ ନୂଆ-ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ 5-T ଅଧ୍ୟକ୍ଷ ଯୋଗ ଦେଇଛନ୍ତି । ଏହି ଅବସରରେ…

ରାଜ୍ୟସଭା ନିର୍ବାଚନ: ଦେବାଶିଷ ଓ ଶୁଭାଶିଷଙ୍କ ନାମାଙ୍କନ ଦାଖଲ

ଭୁବନେଶ୍ଵର: ରାଜ୍ୟସଭା ନିର୍ବାଚନ ପାଇଁ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆଙ୍କ ନାମାଙ୍କନ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ନାମାଙ୍କନ କଲେ ଦୁଇ ନେତା। ନାମାଙ୍କନ ଦାଖଲ କରିବା ସମୟରେ ଉପସ୍ଥିତ ଥିଲେ ବିଜେଡିର ବରିଷ୍ଠ ନେତା ଓ ମନ୍ତ୍ରୀ।ବିଧାନସଭାର ରିଟର୍ଣ୍ଣିଂ ଅଫିସରଙ୍କ…

ରାଜ୍ୟସଭା ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁବନେଶ୍ୱର: ଆଜି ବିଜେଡି ପକ୍ଷରୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରାଯାଇଛି। ବିଜେଡି ସଭାପତି ବାରବାଟୀ-କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ପୁରୀର ଯୁବ ନେତା ଶୁଭାଶିଷ ଖୁଣ୍ଟିଆଙ୍କୁ ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଛନ୍ତି। ବିଜେଡି ପକ୍ଷରୁ ଜାରି କରାଯାଇଥିବା…

ରାଜ୍ୟ କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଥିଲା ରାଜ୍ୟ କ୍ୟାବିନେଟ୍‌ ବୈଠକ। ଏହି ବୈଠକରେ ୧୪ଟି ବିଭାଗର ୨୭ଟି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର ବାଜିଛି। ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ବଡ ଘୋଷଣା କରାଯାଇଛି। ଖାଦ୍ୟ ସୁରକ୍ଷା…

ଜନବିରୋଧୀ ରାଜ୍ୟ ସରକାର ବଦଳାଇବା ପାଇଁ ବିସ୍ତୃତ କାର୍ଯ୍ୟଖସଡା ପ୍ରସ୍ତୁତି ଚାଲିଛି : ଓଡ଼ିଶା ବିଜେପି

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ସ୍ଥାଣୁ ଏବଂ ଜନବିରୋଧୀ ସରକାରର ଶାସନ ଚାଲିଛି । ଦୁର୍ନୀତି, ଭ୍ରଷ୍ଟାଚାର ଓ ବ୍ୟଭୀଚାର ବଢିଚାଲିଛି । ବିକାଶ ପରିବର୍ତେ ବିନାଶ ଆଡକୁ ନେଇଯାଉଛି ବିଜେଡି ସରକାର । କେନ୍ଦ୍ର ସକାରଙ୍କ ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମ ଓ…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ନିହାର ମହାନନ୍ଦ

ବରଗଡ: କଂଗ୍ରେସର ପୂର୍ବତନ ବରଗଡ଼ ଜିଲା ସଭାପତି ତଥା ଅତାବିରା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ନିହାର ରଞ୍ଜନ ମହାନନ୍ଦ ସୋମବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଏ ନେଇ ସେ ତାଙ୍କ ଇସ୍ତଫାପତ୍ର ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ପ୍ରଦେଶ…