Category: ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ ଜେଏସପି ଅଧ୍ୟକ୍ଷ ନବୀନ ଜିନ୍ଦଲ

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)ର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ଆଲୋଚନା ସମୟରେ ଓଡିଶାରେ କମ୍ପାନୀ ପକ୍ଷରୁ ଚାଲୁ…

ପାଣ୍ଡିଆନଙ୍କ ସପକ୍ଷରେ ଆଗେଇ ଆସିଲା ବିଜେଡି

ବିଧାନସଭା ଉତ୍ତର ନେଇ ଖୋଲାଖୋଲି ପାଣ୍ଡିଆନଙ୍କ ସପକ୍ଷରେ ବାହାରିଲା ବିଜେଡି। ପାଣ୍ଡିଆନଙ୍କୁ ପ୍ରୋଟେକ୍ସନ ଦେବାକୁ ଖୋଲାଖୋଲି ଆଗେଇ ଆସିଲା ବିଜେଡି। ସାମ୍ବାଦିକ ସମ୍ମିଳନୀରେ ପାଣ୍ଡିଆନଙ୍କୁ ଖୋଲା ପ୍ରୋଟେକ୍ସନ ଦେଲେ ବିଜେଡି ନେତା। ପାଣ୍ଡିଆନଙ୍କୁ ଖୁଲମଖୁଲା ସମର୍ଥନ କଲେ ସୁଲତା ଦେଓ ଓ…

କୋରାପୁଟ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ; ଆସନ୍ତାକାଲି ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି

କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ କୋରାପୁଟ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ରେଡ୍‌ ୱାର୍ଣ୍ଣିଂ ଥିବାରୁ ଜିଲ୍ଲାପାଳ ଛୁଟି ଘୋଷଣା କରିଛନ୍ତି…

ବରଗଡ ରୋଡ-ନୂଆପଡା ନୂତନ ରେଳପଥ ମଞ୍ଜୁରି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ବରଗଡବାସୀ

ବରଗଡ ଜିଲ୍ଲାର ଏକ ପ୍ରତିନିଧି ମଣ୍ଡଳୀ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତଙ୍କ ନେତୃତ୍ୱରେ ଆଜି ଲୋକସେବା ଭବନକୁ ଆସି ବରଗଡ ରୋଡ୍-ନୂଆପଡା ନୂତନ ରେଳପଥ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଦେଇଛନ୍ତି। ଏହି ପ୍ରକଳ୍ପ ପାଇଁ ସେମାନେ…

ମୋହନଙ୍କ କ୍ୟାବିନେଟରେ ସାମିଲ ହୋଇପାରନ୍ତି ନୂଆ ମନ୍ତ୍ରୀ

ବିଜେପି ଓଡ଼ିଶାରେ ନୂଆ କରି ସରକାର ଗଠନ କରିଥିବା ବେଳେ ସରକାରକୁ ତିନି ମାସ ପୂରିବାକୁ ଯାଉଛି। ଏବେ ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରିମଣ୍ଡଳରେ ୧୬ ମନ୍ତ୍ରୀ ଥିବା ବେଳେ ମୋହନଙ୍କ କ୍ୟାବିନେଟରେ ମନ୍ତ୍ରୀଙ୍କ ସଂଖ୍ୟା ୨୨ ଛୁଇଁପାରେ ବୋଲି ଆଶା କରାଯାଉଛି…

ୱାଏନାଡ଼ ଭୂସ୍ଖଳନ; ଆହତ ଡାକ୍ତର ସ୍ୱୀକୃତି ମହାପାତ୍ର ଓଡ଼ିଶା ଫେରିଲେ

ୱାଏନାଡ଼ ଭୂସ୍ଖଳନରେ ଫସି ରହିଥିଲେ ଝାରସୁଗୁଡ଼ାର ଡାକ୍ତର ସ୍ୱୀକୃତି ମହାପାତ୍ର। ସୁସ୍ଥ ହେବା ପରେ ଭଉଣୀଙ୍କ ସହ ଝାରସୁଗୁଡ଼ା ଫେରିଛନ୍ତି। କେରଳ ୱାୟନାଡ଼ ଭୂସ୍ଖଳନରେ ସ୍ୱୀକୃତିଙ୍କ ସହ ୪ ଓଡ଼ିଆ ଫସିଥିଲେ। ଡା. ବିଷ୍ଣୁ ଚିନାରାଙ୍କ ମୃତ୍ୟୁ ହୋଇଥିଲା ବେଳେ ତାଙ୍କ…

ଏଥର ଦୁଇ ଦିନ ମିଳିବ ନୂଆଁଖାଇ ଛୁଟି

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଁଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନା ଯୋଗ୍ୟ ଯେ ନୂଆଁଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ଛୁଟି ଦିବସ ହୋଇଥିବାରୁ ସେପ୍ଟେମ୍ବର ୯ ତାରିଖ…

ଜାତୀୟ କ୍ରୀଡ଼ା ଦିବସରେ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଜାତୀୟ କ୍ରୀଡ଼ା ଦିବସରେ ପ୍ରଦାନ କରାଗଲା ରାଜ୍ୟର ମର୍ଯ୍ୟାଦାଜନକ କ୍ରୀଡ଼ା ସମ୍ମାନ ‘ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର’ । ଏହି ସ୍ୱତନ୍ତ୍ର ଉତ୍ସବରେ ପୁରସ୍କାର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶ୍ରେଷ୍ଠ ଦିବ୍ୟାଙ୍ଗ କ୍ରିକେଟର୍ ମହମ୍ମଦ ଜାଫର ଇକ୍‌ବାଲ୍‌ଙ୍କୁ…

ନନ୍ଦନକାନନରେ ୫ଟି ଶାବକ ଜନ୍ମଦେଲା ସିଂହୀ ‘ବିଜଲୀ’

ନନ୍ଦନକାନନକୁ ଆସିଲେ ନନ୍ଦନକାନନକୁ ଆସିଲେ ନୂଆ ଅତିଥି। ଆଜି ନନ୍ଦନକାନନରେ ସିଂହୀ ବିଜଲୀ ୫ଟି ଶାବକ ଜନ୍ମ ଦେଇଥିବା ଜଣାପଡିଛି। ବିଜଲୀ ୫ଟି ସାବକ ଜନ୍ମ ହେବା ପରେ ନନ୍ଦନକାନନରେ ସିଂହ ସଂଖ୍ୟା ୨୬କୁ ବୃଦ୍ଧି ଘଟିଛି । ସୂଚନା ମୁତାବକ;…

ସୁରକ୍ଷା ମାଗିଲେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁ

ସୁରକ୍ଷା ମାଗିଲେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁ । ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ଯାଜପୁର ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ସୁରକ୍ଷା ମାଗିଛନ୍ତି ବିଧାୟକ । ଚିଠି ମାଧ୍ୟମରେ ସୁରକ୍ଷା ମାଗିଥିବା ସୂଚନା । ଏହା ପରେ ସେ ଗଣମାଧ୍ୟମରେ…