Category: ରାଜ୍ୟ

ଅଙ୍ଗନବାଡ଼ି କେନ୍ଦ୍ରରେ ପୋକ ସାଲୁବାଲୁ ଛତୁଆ ଘଟଣା: ଛତୁଆ ପ୍ରସ୍ତୁତକାରୀ ସଂସ୍ଥାକୁ ଏତେ ଅନୁକମ୍ପା କାହିଁକି ?

ଅଙ୍ଗନବାଡ଼ି କେନ୍ଦ୍ରରେ ପୋକ ସାଲୁବାଲୁ ଛତୁଆ ଯୋଗାଣ ଓ ବଣ୍ଟନକୁ ନେଇ ଗତ ଏକମାସ ପୂର୍ବେ ଉପଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଥିବା ଏବଂ ଅଭିଯୋଗ ଉପରେ ତଦନ୍ତ ସାରିଥିଲେ ମଧ୍ୟ ଯୋଗାଣକାରୀ ସଂସ୍ଥା ଅଥବା ବିଭାଗୀୟ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଶୂନ…

ଡ଼ଃ ହରେକୃଷ୍ଣ ମହତାବଙ୍କ ଜନ୍ମବାର୍ଷିକୀ ଅବସରରେ ପ୍ରତିମୂର୍ତ୍ତିରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ କରାଗଲା ମାଲ୍ୟାର୍ପଣ

ଜନ୍ମବାର୍ଷିକୀ ଅବସରରେ ଆଜି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଭୁବନେଶ୍ୱର ସ୍ଥିତ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରଠାରେ ଥିବା ଡ଼ଃ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ଉକ୍ତ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ…

ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା

ସୁଭଦ୍ରା ଯୋଜନାକୁ ନେଇ ଆଜି ଏକ ବଡ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ତୃତୀୟ ପର୍ଯ୍ୟୟରେ ସାମିଲ ହେବେ ସମସ୍ତ ଅଙ୍ଗନୱାଡି କର୍ମୀ। ସମସ୍ତଙ୍କର ଯାଞ୍ଚ ସରିଛି। ରାଜ୍ୟର ସମସ୍ତ ଆଙ୍ଗନବାଡି କର୍ମୀ ଏବଂ ସହାୟିକାଙ୍କୁ ଡିସେମ୍ବର ସୁଦ୍ଧା…

ବିରଜା ହାଟ ସ୍ଥାନାନ୍ତରକୁ ନେଇ ଦୁଇ ଗୋଷ୍ଠି ମୁହାଁମୁହିଁ; ହାଟକୁ ସାମୟିକ ଭାବେ ବନ୍ଦ କଲା ପ୍ରଶାସନ

ଯାଜପୁରରେ ଗତକାଲି ବିଧାୟକଙ୍କୁ ଆକ୍ରମଣ ପରେ ଆଜି ବିରଜା ହାଟର ପୁନଃଅବସ୍ଥାନକୁ ନେଇ ସପକ୍ଷ ଏବଂ ବିପକ୍ଷବାଦୀ ମୁହାଁମୁହିଁ ହୋଇଛନ୍ତି ।ଗୋଟିଏ ଗୋଷ୍ଠୀ ହାଟକୁ ପୁରୁଣା ସ୍ଥାନରେ ରଖିବାକୁ ଦାବି କରୁଥିବା ବେଳେ ଆଉ ଗୋଟିଏ ଗୋଷ୍ଠୀ ନୂଆ ସ୍ଥାନରେ ହାଟ…

ସୂରଜଙ୍କୁ ଫୁଲ୍ କ୍ରେଡିଟ୍ ନେବାକୁ ଦେଲେନି ସଂଜୟ

ଆସନ୍ତାବର୍ଷ ଫେବୃଆରୀ ୯ ତାରିଖ ଦିନ କଟକ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଖେଳାଯିବ ଦିନିକିଆ ମ୍ୟାଚ୍ । ଆଉ ଅନେକ ବର୍ଷ ପରେ ଦିନିକିଆ ମ୍ୟାଚ୍ ବା ଓ୍ୱାନ ଡେ ମ୍ୟାଚ ଆମର ଖେଳା ଯିବାକୁ ଯାଉଛି…

ସୁରକ୍ଷାକର୍ମୀ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ; ଜଣେ ମାଓବାଦୀ ମୃତ, ଜଣେ ଯବାନ ଆହତ

ମାଲକାନଗିରିରେ ସୁରକ୍ଷାକର୍ମୀ ଓ ମାଓବାଦୀ ମଧ୍ୟରେ ଆଜି ସକାଳୁ ଗୁଳିବିନିମୟ ହୋଇଛି । ମାଲକାନଗିରି ଜିଲ୍ଲା ଏମ୍ ଭି-୭୯ ଥାନା ଅନ୍ତର୍ଗତ ଜିନ୍ଦେଲଗୁଡା ଜଙ୍ଗଲରେ ପୋଲିସ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ମାଓବାଦୀ ନିହତ…

ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ହେବ ଡ଼ଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ସ୍ମରଣୋତ୍ସବ

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓ ସୂଚନା ଓ ଲୋକସମ୍ପର୍କ ବିଭାଗର ସହଯୋଗରେ ଆସନ୍ତା ନଭେମ୍ବର ୨୧ ତାରିଖ ଠାରୁ ନଭେମ୍ବର ୨୩ ତାରିଖ ପର୍ଯ୍ୟନ୍ତ ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ସ୍ମରଣୋତ୍ସବ…

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣା କୁ ନେଇ ବିଜେଡି ନେତା ବବି ଦାସଙ୍କ ପ୍ରତିକ୍ରିୟା

ଯାଜପୁରରେ ଧର୍ମଶାଳା ବିଧାୟକଙ୍କ ଗାଡ଼ିକୁ ଆକ୍ରମଣ ଘଟଣା ନେଇ ବିଜେଡି ନେତା ପ୍ରଣବ ପ୍ରକାଶ ଦାସଙ୍କ ପ୍ରତିକ୍ରିୟା ରଖିଛନ୍ତି ଯେ, ଗଣତନ୍ତ୍ରରେ ହିଂସାର ସ୍ଥାନ ନାହିଁ, ମୁଁ ଏହି ଘଟଣା କୁ ନିନ୍ଦା କରୁଛି | ବିଧାୟକଙ୍କୁ ଆକ୍ରମଣରେ ସଂପୃକ୍ତଙ୍କୁ ଖୋଜି…

ଡଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ପାଳନ ପାଇଁ କେନ୍ଦ୍ର ସରକାରଙ୍କ ଦ୍ୱାରା ଉଚ୍ଚସ୍ତରୀୟ କମିଟି ଗଠନ

ଓଡ଼ିଶାର ପୂର୍ବତନ ମୁଖ୍ଯମନ୍ତ୍ରୀ ଉତ୍କଳ କେଶରୀ ହରେକୃଷ୍ଣ ମହତାବଙ୍କ ୧୨୫ ତମ ଜନ୍ମ ବାର୍ଷିକୀ ପାଳନ ପାଇଁ କେନ୍ଦ୍ର ସରକାର ବୁଧବାର ଏକ ଉଚ୍ଚ ସ୍ତରୀୟ କମିଟି ଗଠନ କରିବାକୁ ଘୋଷଣା କରିଛନ୍ତି। ଓଡ଼ିଶାରେ ବିଜେପି ନେତୃତ୍ୱାଧୀନ ସରକାର ଅଧୀନରେ ପ୍ରଥମ…

ବଲାଙ୍ଗୀର ରେ ଅଭାବନୀୟ ଘଟଣା : ଆଦିବାସୀ ବାଳିକା ଙ୍କୁ ଜାତିଆଣ ଆକ୍ଷେପ କରି ଦୁର୍ବ୍ୟବହାର

ବଲାଙ୍ଗୀର ଜିଲ୍ଲା ରେ ଏକ ଅଭାବନୀୟ ଘଟଣା ଲୋକଲୋଚନ କୁ ଆସିଛି | ଗତ ୧୬ ତାରିଖରେ ବଙ୍ଗୋମୁଣ୍ଡା ଥାନା ଅଞ୍ଚଳରେ ଏକ ଆଦିବାସୀ ଯୁବତୀ ଗାଧୋଇ ସାରି ଘରକୁ ଫେରିବା ବାଟରେ ଅଭୟ ବାଗ ନାମକ ଏକ ଯୁବକ ତାଙ୍କୁ…