Category: ରାଜ୍ୟ

କଂଗ୍ରେସର ଅନାସ୍ଥା ନୋଟିସ୍‌ ଅଗ୍ରାହ୍ୟ କଲେ ବାଚସ୍ପତି

କଂଗ୍ରେସର ଅନାସ୍ଥା ନୋଟିସ୍‌ ଅଗ୍ରାହ୍ୟ କଲେ ବାଚସ୍ପତି । ମୋହନ ସରକାର ବିରୋଧରେ ଅନାସ୍ଥା ଆଣିଥିଲା କଂଗ୍ରେସ। ଗୃହରେ ଅଚଳାବସ୍ଥା ଯୋଗୁଁ ଅବଧି ସରିଛି ଜଣାଇଲେ ବାଚସ୍ପତି। ନୋଟିସ୍ ଆସିବାର ପରଦିନ ଗୃହକୁ ଆଣିବାକୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ଗୃହ ସ୍ବାଭାବିକ…

ବଳଙ୍ଗା ପୀଡ଼ିତା ନିଜେ କିରାସିନି ଢ଼ାଳି ପୋଡ଼ି ହୋଇଥିଲେ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ପୁରୀ ବଳଙ୍ଗା ପୀଡ଼ିତା ନିଜେ ନିଜ ଉପରେ କିରାସିନି ଢ଼ାଳି ନିଆଁ ଲଗାଇଥିଲେ । ଏହି ଭଳି ଚାଞ୍ଚଲ୍ୟକର ତଥ୍ୟ ଆଜି ବିଧାନସଭା ଗୃହରେ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ଗୃହରେ ଅନନ୍ତ ନାରାୟଣ ଜେନାଙ୍କ ପ୍ରଶ୍ନ ବଳଙ୍ଗା ପୀଡିତାଙ୍କ…

ସ୍ବର୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ନବୀନ ପଟ୍ଟନାୟକ

ନୂଆପଡ଼ାର ପୂର୍ବତନ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ନବୀନ ପଟ୍ଟନାୟକ। ବିଜୁ ଜନତା ଦଳ ର ବରିଷ୍ଠ ନେତା ରାଜେନ୍ଦ୍ର ଢୋଲକିଆଙ୍କ ବିୟୋଗରେ ନୂଆପଡାରେ ଆୟୋଜିତ ଶୋକସଭାରେ ଅନଲାଇନରେ ଯୋଗ ଦେଇଥିଲେ ଦଳର ସଭାପତି ତଥା ବିରୋଧୀ ଦଳ ନେତା…

ଗତ ୩ ବର୍ଷରେ ୨୩ ହଜାର ୧୩୦ ଜଣ ନବଜାତଙ୍କ ହୋଇଛି ମୃତ୍ୟୁ: ମୁକେଶ ମହାଲିଙ୍ଗ

ରାଜ୍ୟରେ ଗତ ୩ ବର୍ଷରେ ୨୩ ହଜାର ୧୩୦ ଜଣ ନବଜାତଙ୍କ ମୃତ୍ୟୁ । ଗୃହରେ ଚିନ୍ତାଜନକ ତଥ୍ୟ ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଆଜି ବିଧାନସଭା ଗୃହରେ କାଡ୍ରାକା ଆପାଲା ସ୍ବାମି ପଚାରିଥିବା ପ୍ରଶ୍ନ ରାଜ୍ୟରେ ଗତ ୩ ବର୍ଷ…

୧୫ ମାସରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ୧୯୯ ସରକାରୀ ବାବୁ

୧୫ ମାସରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ୧୯୯ ସରକାରୀ ବାବୁ । ଏ ନେଇ ଆଜି ବିଧାନସଭାରେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ ପଚାରିଥିବା ପ୍ରଶ୍ନ ୨୦୨୪ ଜୁନ ମାସରୁ ଏଯାବତ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ଆୟବର୍ହିଭୁତ ସମ୍ପତ୍ତି ଠୁଳ…

ଆସନ୍ତାକାଲି ସ୍ଥାନାନ୍ତର ହେବ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର; ୧୦ଟାରୁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

ପୁରୀ ଆସନ୍ତାକାଲି ସ୍ଥାନାନ୍ତର ହେବ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର ।ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର । ଏଥିପାଇଁ କାଲି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା…

ଆଜି ମଧ୍ୟ ଚାଲିପାରିଲାନି ଗୃହ; ୪ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି

ସପ୍ତଦଶ ବିଧାନସଭାର ମୌସୁମୀ ଅଧିବେଶନ ଜାରି ରହିଛି । ମୌସୁମୀ ଅଧିବେଶନର ଆଜି ଚତୁର୍ଥ ଦିନ । ବିଧାନସଭା ଆରମ୍ଭରୁ ଆଜି ବି ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ । କଂଗ୍ରେସ ଓ ବିଜେଡି ସଦସ୍ୟଙ୍କ ହୋହଲ୍ଲା । ନାରାବାଜି -ପ୍ଲାକାର୍ଡ, ପୋଷ୍ଟର…

ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲା: ଦାରା ସିଂହଙ୍କୁ ଜେଲରୁ ମୁକ୍ତ କରିବା ନିଷ୍ପତ୍ତିକୁ ପୁଣି ସ୍ଥଗିତ ରଖିଲା ଓଡ଼ିଶା

ଅଷ୍ଟ୍ରେଲୀୟ ମିଶନାରୀ ଗ୍ରାହାମ ଷ୍ଟିୱାର୍ଟ ଷ୍ଟେନ୍ସ ଏବଂ ତାଙ୍କର ଦୁଇ ନାବାଳକ ପୁଅଙ୍କ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଗତ ୨୪ ବର୍ଷ ଧରି ଜେଲରେ ଥିବା ରବୀନ୍ଦ୍ର କୁମାର ପାଲ ଓରଫ ଦାରା ସିଂହ । ତାଙ୍କୁ ଜେଲରୁ…

ଦେଶରେ ଆଜିଠୁ ନୂଆ ଜିଏସ୍‌ଟି ସଂସ୍କାର ଆରମ୍ଭ

ଦେଶରେ ଆଜିଠୁ ନୂଆ ଜିଏସ୍‌ଟି ସଂସ୍କାର ଆରମ୍ଭ । ନବରାତ୍ରିର ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭେଟି । ସୋମବାରଠାରୁ ୨୯୫ଟି ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଶସ୍ତା ହୋଇଛି। ଏଣିକି କେବଳ ୫ ପ୍ରତିଶତ ଓ ୧୮ ପ୍ରତିଶତ ଟିକସ ବ୍ୟବସ୍ଥା…

ପ୍ରଦୀପ ଜେନା ଭୁବନେଶ୍ୱର କ୍ଲବ ସଭାପତି ନିର୍ବାଚିତ

ଅବସରପ୍ରାପ୍ତ ଆଇଏଏସ ଅଫିସର ତଥା ପୂର୍ବତନ ମୁଖ୍ୟ ଶାସନ ସଚିବ ଏବଂ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗର ଅଧ୍ୟକ୍ଷ ପ୍ରଦୀପ ଜେନା ଭୁବନେଶ୍ୱର କ୍ଲବ ସଭାପତି ଭାବରେ ନିର୍ବାଚିନ ହୋଇଛନ୍ତି । ପ୍ରଦୀପ ଜେନା ତାଙ୍କ ପ୍ରତିଦ୍ୱନ୍ଦୀ ଅସିତ ତ୍ରିପାଠୀଙ୍କୁ ୧୮…