Category: ରାଜ୍ୟ

ସିଲିକନ୍ ପ୍ରତିମୂର୍ତ୍ତି ମାଧ୍ୟମରେ ସ୍ତ୍ରୀଙ୍କ ସ୍ମୃତିକୁ ସାଇତି ରଖିଛନ୍ତି ସ୍ୱାମୀ

୨୦୨୧ ଏପ୍ରିଲରେ ବ୍ରହ୍ମପୁରର ଜଣେ ବ୍ୟବସାୟୀ ପ୍ରଶାନ୍ତ କୁମାର ନାୟକ (୫୨)ଙ୍କ ପତ୍ନୀ କୋଭିଡରେ ପ୍ରାଣ ହରାଇଥିଲେ। ସେ ତାଙ୍କ ସ୍ବର୍ଗତ ପତ୍ନୀଙ୍କ ଏକ ସିଲିକନ ପ୍ରତିମୂର୍ତ୍ତି ଘରକୁ ଆଣିଥିଲେ। ବ୍ୟବସାୟୀ ପ୍ରଶାନ୍ତ କୁମାର ନାୟକଙ୍କ ସ୍ବର୍ଗତ ପତ୍ନୀ କିରଣଙ୍କ ଶାଢ଼ି…

ପୁଣି ଓଏସଏସସି ପରିଚାଳିତ ପରୀକ୍ଷାରେ ତ୍ରୁଟି !

ପୁଣି ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ପରିଚାଳିତ ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ ପରୀକ୍ଷାରେ ତ୍ରୁଟି ଅଭିଯୋଗ ହୋଇଛି। ବାଲେଶ୍ବରର ଏକ ପରୀକ୍ଷା କେନ୍ଦ୍ରରେ ତ୍ରୁଟି ହୋଇଥିବା ନେଇ ଅଭିଯୋଗ ହୋଇଛି। ଆଗୁଆ ପ୍ରଶ୍ନପତ୍ର ପ୍ୟାକେଟ୍‌ ସିଲ୍‌ ଖୋଲାଯାଇଥିବା ଭଳି ଗୁରୁତର ଅଭିଯୋଗ…

ରାଗିଂ ଘଟଣା: ୧୭ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର ବିଶ୍ବ ବିଦ୍ୟାଳୟରେ ରାଗିଂ ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏ ନେଇ ଶୃଙ୍ଖଳା କମିଟର ତଦନ୍ତ ପରେ ୧୭ ଜଣ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ସପ୍ତାହକ ମଧ୍ୟରେ ୪ ଜଣ ଛାତ୍ରଙ୍କୁ ହଷ୍ଟେଲ ଛାଡ଼ିବାକୁ କର୍ତ୍ତୃପକ୍ଷ ନିର୍ଦ୍ଦେଶ ଦେଇଛନ୍ତି। ୧୩…

ଆଜିଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମାଓ ମୁକାବିଲା ନେଇ ହେବାକୁ ଥିବା ବୈଠକରେ ଯୋଗଦେବେ। ଏ ନେଇ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ଏଥିସହ କେନ୍ଦ୍ର ମନ୍ତ୍ରୀମାନଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ମଧ୍ୟ…

‘ଓଡ଼ିଶା ଅଛି କେଉଁଠି’ ଶୀର୍ଷକ ବିଶେଷ ଆଲୋଚନାଚକ୍ର

ଆଉ ମାତ୍ର ୧୨ ବର୍ଷ ଓଡ଼ିଶା ନିଜର ସ୍ୱତନ୍ତ୍ର ପ୍ରଦେଶ ଗଠନର ଶତବାର୍ଷିକୀ ପାଳନ କରିବ। ଏହି ୮୮ ବର୍ଷ ଭିତରେ ଓଡ଼ିଶା ଅଛି କେଉଁଠି ଶୀର୍ଷକ ଆଲୋଚନାଚକ୍ର ନିର୍ଭୟ ୧୦ମ ବାର୍ଷିକ ଉତ୍ସବ ପରେ ପରେ ଅନୁଷ୍ଠିତ ହୋଇଥିଲା। ଏଥିରେ…

ଗଣମାଧ୍ୟମର କଣ୍ଠରୋଧର ସମୟ ଶେଷ ଓ ନିର୍ଭୟ ସତ୍ୟର ପ୍ରକୃତ ସନ୍ଧାନୀ ବୋଲି ନିର୍ଭୟ ବାର୍ଷିକ ଉତ୍ସବରେ କହିଲେ ମୁଖ୍ୟମନ୍ତ୍ରୀ

ସ୍ଥାନୀୟ ହୋଟେଲ ମେ ଫେୟାରର ଅର୍କିଡ଼ ସଭାଗୃହରେ ଶନିବାର ଦିନ ଆୟୋଜିତ ଭବ୍ୟ ଉତ୍ସବରେ ଦୈନିକ ସମ୍ବାଦପତ୍ର ନିର୍ଭୟର ୧୦ମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ନିର୍ଭୟର ସମ୍ପାଦକ ନବୀନ ଦାସଙ୍କ ପୌରହିତ୍ୟରେ ଆୟୋଜିତ ହୋଇଥିବା ମୁଖ୍ୟ ସମାରୋହରେ ମୁଖ୍ୟ…

ସରକାରୀ ସ୍ତରରେ ଶହୀଦ ବାଜି ରାଉତ ଜୟନ୍ତୀ ବ୍ୟାପକ ଭାବେ ପାଳନ କରାଯିବ – ମୁଖ୍ୟମନ୍ତ୍ରୀ

ଆଜି ଜୟଦେବ ଭବନରେ ଆୟୋଜିତ ‘ଶହୀଦ ବାଜି ରାଉତ ଜୟନ୍ତୀ’ ଉତ୍ସବରେ ଯୋଗଦେଇ ଦେଶର ସର୍ବ କନିଷ୍ଠ ଶହୀଦ ବାଜି ରାଉତଙ୍କ ଜୟନ୍ତୀ ସରକାରୀ ସ୍ତରରେ ବ୍ୟାପକ ରୂପେ ପାଳନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା…

୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଆସନ୍ତା ଅକ୍ଟୋବର ୭ ଏବଂ ଅକ୍ଟୋବର ୧୪ ତାରିଖ ୨ ଦିନ ପାଇଁ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ; ୭ ତାରିଖରେ…

ଘୋଷଣା ହେଲା ଯୁକ୍ତ ଦୁଇ ପରୀକ୍ଷା ତାରିଖ; ଏଥର ଦୁଇଟି ପର୍ଯ୍ୟାୟରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ

ଘୋଷଣା ହେଲା ୨୦୨୫ ବର୍ଷର ଯୁକ୍ତ ଦୁଇ ପରୀକ୍ଷା ତାରିଖ । ଏଥର ଦୁଇଟି ପର୍ୟ୍ୟାୟରେ ହେବ ଯୁକ୍ତ ଦୁଇ ପରୀକ୍ଷା । ଚଳତବର୍ଷ ଦୁଇଟି ପର୍ୟ୍ୟାୟ ଇଣ୍ଟରନାଲ ଓ ମୁଖ୍ୟ ପରୀକ୍ଷା ହେବା ନେଇ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ…

ରାଜ୍ୟରେ ପୁନଃଗଠନ ହେବ ଓସ୍‌ଡମା

ରାଜ୍ୟରେ ପୁନଃଗଠନ ହେବ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ(ଓସ୍‌ଡମା)। ଓସ୍‌ଡମାରେ ୧୦୨ କର୍ମଚାରୀଙ୍କ ମଧ୍ୟରୁ ୧୦ ପୋଷ୍ଟ ରଦ୍ଦ ହୋଇଥିବାବେଳେ ୩୭ ନୂଆ ପଦବୀ ସୃଷ୍ଟି ହୋଇଛି। ପୁନଃଗଠନ ପରେ କର୍ମଚାରୀ ସଂଖ୍ୟା ବୃଦ୍ଧି ପାଇ ୧୨୯ ହେବ। ଏଥିରେ ୪ଟି…